Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

Home ›› ››ଶଙ୍କରାଚାର୍ଯ୍ୟଙ୍କ ଅସନ୍ତୋଷ : ପ୍ରଧାନମନ୍ତ୍ରୀ ମୂର୍ତ୍ତିକୁ ଛୁଇଁବେ, ମୁଁ କଣ ଜୟ ଜୟ ଗାନ କରିବି ?

ଶଙ୍କରାଚାର୍ଯ୍ୟଙ୍କ ଅସନ୍ତୋଷ : ପ୍ରଧାନମନ୍ତ୍ରୀ ମୂର୍ତ୍ତିକୁ ଛୁଇଁବେ, ମୁଁ କଣ ଜୟ ଜୟ ଗାନ କରିବି ?

2024-01-04 19:43:08
16322
Share:
Facebook
Twitter
E-Mail
WhatsApp
Telegram
ଶଙ୍କରାଚାର୍ଯ୍ୟଙ୍କ ଅସନ୍ତୋଷ : ପ୍ରଧାନମନ୍ତ୍ରୀ ମୂର୍ତ୍ତିକୁ ଛୁଇଁବେ, ମୁଁ କଣ ଜୟ ଜୟ ଗାନ କରିବି ?

ଅଯୋଧ୍ୟାରେ ଜାନୁଆରି ୨୨ ତାରିଖରେ ରାମଲଲାଙ୍କ ପ୍ରାଣପ୍ରତିଷ୍ଠା ହେବ। ଏଥିପାଇଁ ‌ସାରା ଦେଶରେ ନିମନ୍ତ୍ରଣ ବଣ୍ଟା ଯାଉଥିବାବେଳେ ବ୍ୟାପକ ବ୍ୟବସ୍ଥା କରାଯାଇଛି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ରାମଲଲାଙ୍କ ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି। ଅର୍ଥାତ ମୋଦୀ ନିଜ ହାତ‌‌ରେ ରାମଲଲାଙ୍କ ମୂର୍ତ୍ତିକୁ ଶ୍ରୀରାମ ମନ୍ଦିରର ଗର୍ଭଗୃହର ସିଂହାସନରେ ସ୍ଥାପନା କରିବେ।

ତେବେ ଏହାକୁ ବିରୋଧ କରିଛନ୍ତି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ । ବୁଧବାର ରତଲାମରୁ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି କି, ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ପ୍ରତିଷ୍ଠା ହେବାକୁ ଥିବା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗଦେବେ ନାହିଁ ।

ରତଲାମର ତ୍ରିବେଣୀ ଘାଟରେ ହିନ୍ଦୁ ଜାଗରଣ ସମ୍ମିଳନୀକୁ ସମ୍ବୋଧନ କରିବା ପାଇଁ ଯାଇଥିବା ଶଙ୍କରାଚାର୍ଯ୍ୟ କହିଛନ୍ତି, ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବେ, ମୂର୍ତ୍ତିକୁ ସେ ଛୁଇଁବେ ମୁଁ କଣ ସେଠାରେ ଜୟ ଜୟ ଗାନ କରିବି ଆଉ ତାଳି ବଜାଇବି କି? ମୋ ପଦର ଗୋଟେ ମର୍ଯ୍ୟାଦା ରହିଛି ।

ରାମ ମନ୍ଦିରରେ ମୂର୍ତ୍ତି ପ୍ରାଣ ପ୍ରତିଷ୍ଠା ଶାସ୍ତ୍ର ଅନୁସାରେ ହେବା ଉଚିତ୍ । ଏଭଳି ଆୟୋଜନରେ ମୁଁ କାହିଁକି ଆସିବି? ଏହାସହ କହିଛନ୍ତି କି, ନିମନ୍ତ୍ରଣ ପତ୍ରରେ ଲେଖା ଅଛି କି, ଆପଣଙ୍କ ସହ ଜଣେ ଏହି କାର୍ଯ୍ୟକ୍ରମରେ ଯୋଗଦେବେ । ଏବେ ସୁଦ୍ଧା ମୋ ସହ କୌଣସି ସମ୍ପର୍କ ହୋଇନାହିଁ । ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯେଉଁଭଳି ଭାବେ ରାଜନୀତି ହେଉଛି ଏଭଳି ହେବା ଉଚିତ ନୁହେଁ । ଏମିତି ଆୟୋଜନରେ ମୋର ଯିବା କ’ଣ ଆବଶ୍ୟକ? ଏହି କାରଣରୁ ମୁଁ ଅଯୋଧ୍ୟା ଯିବି ନାହିଁ। ’

Powered by Froala Editor

Tags sankaracharya

Related articles Odisha News Lens 4.1

  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14527
    Mar 05, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15386
    Mar 04, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15010
    Mar 05, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13250
    Mar 06, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15377
    Mar 04, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15030
    Mar 05, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15704
    Mar 04, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    13918
    Mar 06, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13800
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ...

    13800
    Mar 05, 2026
  • ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13250
    Mar 06, 2026
  • ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15010
    Mar 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17774
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14527
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14997
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14207
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15051
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14673
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15667
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14977
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14491
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13250
    Mar 06, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    13800
    Mar 05, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15704
    Mar 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In