Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁରେଶ ଗୋପୀ କହିଲେ, ରୋଜଗାର ବହୁତ ହ୍ରାସ ...

  • ଅର୍ଥନୀତିରେ ୩ ଜଣଙ୍କୁ ନୋବେଲ

  • ବର୍ଦ୍ଧମାନ ଷ୍ଟେସନରେ ଦଳାଚକଟା

  • ଲାଲୁ-ରାବିଡି-ତେଜସ୍ୱୀଙ୍କୁ ଚାର୍ଜଫ୍ରେମ୍ ...

  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ ...

  • ଅପରେସନ୍ ବ୍ଲୁ ଷ୍ଟାରର ପ୍ରତିଶୋଧ ପୂର୍ବକ ...

  • ଗାଜାରେ ଚାଲିଥିବା ଘମାଘୋଟ ଯୁଦ୍ଧ ହେଲା ...

  • ଅଗଷ୍ଟ ୨୦୨୭ରେ ଚାଲିବ ଦେଶରେ ପ୍ରଥମ ବୁଲେଟ ...

  • ନୂଆପଡା ଉପନିର୍ବାଚନ: ପ୍ରକାଶ ପାଇଲା ...

  • ଦୁର୍ଗାପୁର ଗଣ ଦୁଷ୍କର୍ମ ଘଟଣା: ...

ରାଜ୍ୟ
Home ›› ରାଜ୍ୟ ››ବାତ୍ୟାରେ ପଶୁ ସମ୍ପଦ କ୍ଷତି ହୋଇଥିଲେ ମିଳିବ ସହାୟତା

ବାତ୍ୟାରେ ପଶୁ ସମ୍ପଦ କ୍ଷତି ହୋଇଥିଲେ ମିଳିବ ସହାୟତା

2021-06-10 10:17:06
13751
Share:
Facebook
Twitter
E-Mail
WhatsApp
Telegram
ବାତ୍ୟାରେ ପଶୁ ସମ୍ପଦ କ୍ଷତି ହୋଇଥିଲେ ମିଳିବ ସହାୟତା
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳର କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ ମଇ ୨୬ ତାରିଖ ଦିନ ବାତ୍ୟା ୟାସ ଯୋଗୁଁ ଅନେକ ଜିଲ୍ଲାରେ ଫସଲ ନଷ୍ଟ ହେବା ସହିତ ପଶୁସଂପଦ, ମତ୍ସ୍ୟ, ହସ୍ତତନ୍ତ ଓ ରେଶମ ଚାଷ ଆଦି ବିଭିନ୍ନ କ୍ଷେତ୍ରରେ ବ୍ୟାପକ କ୍ଷତି ହୋଇଛି। ଚାଷୀ ମାନଙ୍କର କ୍ଷତି ଭରଣା ପାଇଁ ମୁଖ୍ୟମନ୍ତ୍ରୀ  ପ୍ୟାକେଜ ଘୋଷଣା କରି ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
 
ପଶୁସଂପଦ ବିକାଶ କ୍ଷେତ୍ର  -
•     ବାତ୍ୟାରେ ଦୁଧିଆଳୀ ଗାଇ, ମଇଁଷି. ଛେଳି, ମେଣ୍ଢା ଓ କୁକୁଡା ହରାଇଥିବା ଚାଷୀ ମାନଙ୍କୁ ମଧ୍ୟ ସହାୟତା ପ୍ରଦାନ କରାଯିବ। ଦୁଧିଆଳୀ ଗାଇ ଓ ମଇଁଷି ପାଇଁ ୩୦,୦୦୦ ଟଙ୍କା ସହାୟତା ଘୋଷଣା କରାଯାଇଥିବା ବେଳେ, ଖୀର ଦେଉ ନଥିବା ପ୍ରାଣୀ ମାନଙ୍କ ପାଇଁ ୨୫,୦୦୦ ଟଙ୍କା ସହାୟତା  (ସର୍ବାଧିକ ୩ଟି ପାଇଁ) ଦିଆଯିବ । ସେହିପରି ସର୍ବାଧିକ ୬ଟି ବାଛୁରୀ ପାଇଁ -  ପ୍ରତି ବାଛୁରୀ ପାଇଁ ୧୬,୦୦୦ ଟଙ୍କା, ୩୦ଟି ଛେଳି/ମେଣ୍ଢା ପର୍ଯ୍ୟନ୍ତ ୩୦୦୦ ଟଙ୍କା ଏବଂ ପ୍ରତି କୁକୁଡା ପିଚ୍ଛା ୫୦ ଟଙ୍କା ଲେଖାଏ,  ସର୍ବାଧିକ ୫୦୦୦ ଟଙ୍କା ଲେଖାଏ ପ୍ରତି କ୍ଷତିଗ୍ରସ୍ତ ଚାଷୀଙ୍କୁ ଦିଆଯିବ।
• ବାତ୍ୟାରେ ଭାଙ୍ଗି ଯାଇଥିବା ଗୁହାଳର ପୁନନିର୍ମାଣ ପାଇଁ ୨୧୦୦ ଟଙ୍କା ସହାୟତା ଦିଆଯିବ।
• ବାତ୍ୟାରେ କ୍ଷତିଗ୍ରସ୍ତ ମତ୍ସ୍ୟ ଚାଷୀଙ୍କୁ ସେମାନଙ୍କର ଆଂଶିକ ଭାବରେ ଭାଙ୍ଗିଥିବା ଡଙ୍ଗାର ମରାମତି ପାଇଁ ୪୧୦୦ ଟଙ୍କା ଲେଖାଏ, ଆଂଶିକ ଭାବରେ କ୍ଷତିଗ୍ରସ୍ତ ମାଛଧରା ଜାଲ ମରାମତି ପାଇଁ ୨୧୦୦ ଟଙ୍କା ଲେଖାଏ,  ପୁରା ଭାଙ୍ଗିଯାଇଥିବା ଡଙ୍ଗା ନିର୍ମାଣ ପାଇଁ ୯୬୦୦ ଟଙ୍କା ଲେଖାଏ ଏବଂ ପୁରା ନଷ୍ଟ ହୋଇଯାଇଥିବା ମାଛଧରା ଜାଲ କ୍ଷେତ୍ରରେ ୨୬୦୦ ଟଙ୍କା ସହାୟତା ପ୍ରଦାନ କରାଯିବ।
• ବାତ୍ୟାରେ ପଟୁ ମାଟି ମାଡି ଯାଇଥିବା ମାଛ ଚାଷ ଫାର୍ମ/ ମାଛ ବିହନ ଫାର୍ମର ପୁନରୁଦ୍ଧାର ପାଇଁ ହେକ୍ଟର ପିଚ୍ଛା ୧୨,୨୦୦ ଟଙ୍କା ଏବଂ କ୍ଷତିଗ୍ରସ୍ତ ମାଛ ବିହନ ଫାର୍ମ ପାଇଁ ହେକ୍ଟର ପିଚ୍ଛା ୮୨୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ଭାବରେ ଯୋଗାଇ ଦିଆଯିବ।
• ବାତ୍ୟାରେ ମଧ୍ୟ ଅନେକ ହସ୍ତତନ୍ତ ଓ ହସ୍ତଶିଳ୍ପ କାରିଗର କ୍ଷତିଗ୍ରସ୍ତ ହୋଇଛନ୍ତି । ତେଣୁ କ୍ଷତିଗ୍ରସ୍ତ କାରିଗର ମାନଙ୍କୁ ସେମାନଙ୍କର ଉପକରଣ ପାଇଁ ୪୧୦୦ ଟଙ୍କା ଲେଖାଏ ଏବଂ ନଷ୍ଟ ହୋଇଥିବା କଂଚା ମାଲ  ତଥା ତିଆରି ହୋଇଥିବା ଜିନିଷ ପାଇଁ ପ୍ରତି କାରିଗରଙ୍କୁ ୪୧୦୦ ଟଙ୍କା ଲେଖାଏ ପ୍ରଦାନ କରାଯିବ।
• ଏରି, ମଲବେରୀ ଓ ଟସର ଚାଷୀ ମାନଙ୍କ ପାଇଁ ଇନ୍‌ପୁଟ ସବ୍‌ସିଡି ଭାବରେ ହେକ୍ଟର ପିଚ୍ଛା ୪୮୦୦ ଟଙ୍କା ଏବଂ ମୁଗା ଚାଷୀଙ୍କ ପାଇଁ ହେକ୍ଟର ପିଚ୍ଛା ୬୦୦୦ ଟଙ୍କା ଲେଖାଏ ସହାୟତା ଦିଆଯିବ।
• କ୍ଷତିଗ୍ରସ୍ତ ଲୋକଙ୍କୁ ରୋଜଗାର ଯୋଗାଇବା ପାଇଁ MGNREGS ଯୋଜନାରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବ । ଏଥିରେ ଗ୍ରାମ ପଂଚାୟତ ରାସ୍ତା, ଖେଳ ପଡିଆ, କେନାଲ, ମାଟିବନ୍ଧ ଆଦିର ମରାମତି ଓ ରକ୍ଷଣାବେକ୍ଷଣ ସହିତ ଗାଇଗୁହାଳ, ଛେଳି ଗୁହାଳ ଓ ଗୋଖାଦ୍ୟ ଚାଷ ଉପରେ ମଧ୍ୟ ଗୁରୁତ୍ବ ଦିଆଯିବ। 
     ଯୋଗ୍ୟ ହିତାଧିକାରୀଙ୍କୁ SDRF/NDRF ନିୟମ ଅନୁଯାୟୀ ଗୃହ ନିର୍ମାଣ ଓ ଅନ୍ୟ ସହାୟତା ପ୍ରଦାନ କରାଯିବ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଅର୍ଥନୀତିରେ ୩ ଜଣଙ୍କୁ ନୋବେଲ
    ଦେଶ-ଦେଶାନ୍ତର

    ଅର୍ଥନୀତିରେ ୩ ଜଣଙ୍କୁ ନୋବେଲ

    14806
    Oct 13, 2025
  • ବର୍ଦ୍ଧମାନ ଷ୍ଟେସନରେ ଦଳାଚକଟା
    ଦେଶ-ଦେଶାନ୍ତର

    ବର୍ଦ୍ଧମାନ ଷ୍ଟେସନରେ ଦଳାଚକଟା

    13573
    Oct 13, 2025
  • ଅଗଷ୍ଟ ୨୦୨୭ରେ ଚାଲିବ ଦେଶରେ ପ୍ରଥମ ବୁଲେଟ ଟ୍ରେନ୍
    ଦେଶ-ଦେଶାନ୍ତର

    ଅଗଷ୍ଟ ୨୦୨୭ରେ ଚାଲିବ ଦେଶରେ ପ୍ରଥମ ବୁଲେଟ ଟ୍ରେନ୍

    13438
    Oct 13, 2025
  • ସୁରେଶ ଗୋପୀ କହିଲେ, ରୋଜଗାର ବହୁତ ହ୍ରାସ ପାଇଛି ପଦ ଛାଡିବି
    ରାଜନୀତି

    ସୁରେଶ ଗୋପୀ କହିଲେ, ରୋଜଗାର ବହୁତ ହ୍ରାସ ପାଇଛି ପଦ ଛାଡିବି

    15558
    Oct 13, 2025
  • ଗାଜାରେ ଚାଲିଥିବା ଘମାଘୋଟ ଯୁଦ୍ଧ ହେଲା ଶେଷ, ଘୋଷଣା କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଗାଜାରେ ଚାଲିଥିବା ଘମାଘୋଟ ଯୁଦ୍ଧ ହେଲା ଶେଷ, ଘୋଷଣା କଲେ ଟ୍ରମ୍ପ

    15491
    Oct 13, 2025
  • ଅପରେସନ୍ ବ୍ଲୁ ଷ୍ଟାରର ପ୍ରତିଶୋଧ ପୂର୍ବକ ଇନ୍ଦିରାଙ୍କୁ କରାଗଲା ହତ୍ୟା: ପି ...
    ଦେଶ-ଦେଶାନ୍ତର

    ଅପରେସନ୍ ବ୍ଲୁ ଷ୍ଟାରର ପ୍ରତିଶୋଧ ପୂର୍ବକ ଇନ୍ଦିରାଙ୍କୁ କରାଗଲା ହତ୍ୟା: ପି ...

    14184
    Oct 13, 2025
  • ଦୁର୍ଗାପୁର ଗଣ ଦୁଷ୍କର୍ମ ଘଟଣା: ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି
    ଦେଶ-ଦେଶାନ୍ତର

    ଦୁର୍ଗାପୁର ଗଣ ଦୁଷ୍କର୍ମ ଘଟଣା: ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି

    13965
    Oct 13, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ...
    ବାଣିଜ୍ୟ

    ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ...

    14571
    Oct 13, 2025
  • ନୂଆପଡା ଉପନିର୍ବାଚନ: ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ ...
    ଦେଶ-ଦେଶାନ୍ତର

    ନୂଆପଡା ଉପନିର୍ବାଚନ: ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ ...

    13790
    Oct 13, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୁର୍ଗାପୁର ଗଣ ଦୁଷ୍କର୍ମ ଘଟଣା: ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି

    13965
    Oct 13, 2025
  • ରାଜନୀତି

    ସୁରେଶ ଗୋପୀ କହିଲେ, ରୋଜଗାର ବହୁତ ହ୍ରାସ ପାଇଛି ପଦ ଛାଡିବି

    15558
    Oct 13, 2025
  • ଦେଶ-ଦେଶାନ୍ତର

    ବର୍ଦ୍ଧମାନ ଷ୍ଟେସନରେ ଦଳାଚକଟା

    13573
    Oct 13, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16777
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16872
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17233
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15690
    Apr 03, 2021

ବିଶେଷ

  • ଚିଆ ସିଡ୍ସରେ ଅଛି ଅଗଣିତ ଲାଭ

    13479
    Oct 13, 2025
  • ଡାଇବେଟିସ୍‌ ରୋଗୀ ଏମିତି ନିଅନ୍ତୁ ଲିଭର ଯତ୍ନ

    14024
    Oct 13, 2025
  • ତ୍ଵଚା ପାଇଁ ସଜନା ଶାଗ

    14202
    Oct 11, 2025
  • ଆଜି ମେଗା ଷ୍ଟାର୍ ଅମିତାଭ ବଚ୍ଚନଙ୍କ ଜନ୍ମଦିନ

    15834
    Oct 11, 2025
  • ଏହି ବୟସରେ ମିହଳାମାନେ ହୋଇଥାନ୍ତି ଶକ୍ତିଶାଳୀ

    16023
    Oct 09, 2025

ବାଣିଜ୍ୟ

ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

ଭୁବନେଶ୍ୱର : ବ୍ରିକ୍ସ ଇନ୍‌ଷ୍ଟିଚୁ୍ୟଟ ଅଫ ଲାଇଫ ସାଇନ୍ସେସ (ଆଇଏଲ୍‌ଏସ)ରେ ସୃଷ୍ଟି ଓଡ଼ିଶାର ଏକ ଅଗ୍ରଣୀ ବାୟୋଟେକ ଏବଂ ୱେଲ୍‌ନେସ୍‌ ଷ୍ଟାର୍ଟଅପ୍‌ ଜୀବଦା ଭେଞ୍ଚରସ୍‌ ପ୍ରାଇଭେଟ ଲ ...

  • ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

    15812
    Sep 26, 2025
  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14267
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14063
    Sep 16, 2025
  • ଶସ୍ତା ହେଲା ସୁନା

    14395
    Sep 04, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୂଆପଡା ଉପନିର୍ବାଚନ: ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ

    13790
    Oct 13, 2025
  • ଗାଜାରେ ଚାଲିଥିବା ଘମାଘୋଟ ଯୁଦ୍ଧ ହେଲା ଶେଷ, ଘୋଷଣା କଲେ ଟ୍ରମ୍ପ

    15491
    Oct 13, 2025
  • ଅପରେସନ୍ ବ୍ଲୁ ଷ୍ଟାରର ପ୍ରତିଶୋଧ ପୂର୍ବକ ଇନ୍ଦିରାଙ୍କୁ କରାଗଲା ହତ୍ୟା: ପି ଚିଦମ୍ବରମ୍

    14184
    Oct 13, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In