Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ...

  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ...

  • ‘ଜୀବନ୍ୟାସ’ ପୁରସ୍କୃତ

  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ...

  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ ...

  • କମିଲା ସୁନା ଏବଂ ରୂପା ଦର

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

Home ›› ››ଚିଲିକା ମଝିରେ ଫସିଲେ କେନ୍ଦ୍ର ମତ୍ସ୍ୟଚାଷ ମନ୍ତ୍ରୀ

ଚିଲିକା ମଝିରେ ଫସିଲେ କେନ୍ଦ୍ର ମତ୍ସ୍ୟଚାଷ ମନ୍ତ୍ରୀ

2024-01-07 19:48:40
15416
Share:
Facebook
Twitter
E-Mail
WhatsApp
Telegram
ଚିଲିକା ମଝିରେ ଫସିଲେ କେନ୍ଦ୍ର ମତ୍ସ୍ୟଚାଷ ମନ୍ତ୍ରୀ

ଦୁଇ ଘଣ୍ଟା ଚଲିକା ମଝିରେ ଫସିଲେ କେନ୍ଦ୍ର ମତ୍ସ୍ୟ, ପଶୁ ଏବଂ ଗୋପାଳନ ମନ୍ତ୍ରୀ ପା‌ର୍ଷୋତ୍ତମ ରୁପାଲା ।  ବାଲୁଗାଁ ନିକଟ ବରକୁଳ ଠାରୁ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସାତପଡ଼ାକୁ ଜଳପଥରେ ଯିବା ସମୟରେ ସେ ବସିଥିବା ଡଙ୍ଗାଟି ମତ୍ସ୍ୟଜୀବୀଙ୍କ ଜାଲରେ ଛନ୍ଦି ହୋଇଯାଇଛି। କେନ୍ଦ୍ରମନ୍ତ୍ରୀଙ୍କ ଡଙ୍ଗା ଦୀର୍ଘ ସମୟ ପର୍ଯ୍ୟନ୍ତ ଗୋଟିଏ ସ୍ଥାନରେ ଅଟକି ରହିଥିଲା। ଫଳରେ ସେ ସାତପଡ଼ାକୁ ପହଞ୍ଚିବାରେ ବିଳମ୍ବ ହୋଇଥିଲା।  ବିଳମ୍ୱ ହେବାରୁ ମନ୍ତ୍ରୀଙ୍କ ସବୁ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ରାତିରେ କେନ୍ଦ୍ରମନ୍ତ୍ରୀ ପୁରୀ ଫେରି ଯାଇଥିବା ଜଣାପଡ଼ିଛି।

ବ୍ରହ୍ମଗିରି କୃଷ୍ଣପ୍ରସାଦ ବ୍ଲକ୍ ଅରଖକୁଦା ଗାଁରେ ସାଗର ପରିକ୍ରମା କାର୍ଯ୍ୟକ୍ରମ ରହିଥିଲେ। ଏଥିରେ ଯୋଗଦେବା ପାଇଁ କେନ୍ଦ୍ରମନ୍ତ୍ରୀ ପୁରୁଷୋତ୍ତମ ରୁପାଲା ଓ ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଯାଉଥିଲେ। ଅପରାହ୍ନ ପ୍ରାୟ ୪.୧୫ ମିନିଟ୍‌ରେ ଉଭୟ ଅରଖପଦା ଘାଟରୁ ଡଙ୍ଗାରେ ବାହାରି ଥିଲେ। ସନ୍ଧ୍ୟା ୫.୧୫ ସୁଦ୍ଧା ସଭା ସ୍ଥଳରେ ମନ୍ତ୍ରୀ ପହଞ୍ଚିବାର କାର୍ଯ୍ୟକ୍ରମ ଥିଲା। ହେଲେ ସଞ୍ଜ ଯାଇ ରାତି ହେଲା। ମନ୍ତ୍ରୀଙ୍କ ଦେଖା ମିଳିଲା ନାହିଁ।

ଅଧ ବାଟରେ ମନ୍ତ୍ରୀଙ୍କ ଡଙ୍ଗାଟି ମତ୍ସ୍ୟଜୀବୀଙ୍କ ଜାଲରେ ଫସି ଯାଇଥିଲା। ପରେ ଘଟଣାସ୍ଥଳରେ ଅନ୍ୟ ମତ୍ସ୍ୟଜୀବୀମାନେ ପହଞ୍ଚି ଡଙ୍ଗାକୁ ଉଦ୍ଧାର କରିଥିଲେ। ଶେଷରେ ମନ୍ତ୍ରୀଙ୍କ ଡଙ୍ଗା ପ୍ରାୟ ସାଢ଼େ ୮ଟାରେ ସାତପଡ଼ାରେ ପହଞ୍ଚିଥିଲା।

Powered by Froala Editor

Tags chilika

Related articles Odisha News Lens 4.1

  • କମିଲା ସୁନା ଏବଂ ରୂପା ଦର
    ଦେଶ-ଦେଶାନ୍ତର

    କମିଲା ସୁନା ଏବଂ ରୂପା ଦର

    14963
    Mar 14, 2026
  •  ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...
    ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...

    15373
    Mar 14, 2026
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ
    ଦେଶ-ଦେଶାନ୍ତର

    ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13568
    Mar 14, 2026
  • ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...
    ମନୋରଞ୍ଜନ

    ଗର୍ଭବତୀ ଖବର ପରେ ଏମିତି କହିଲେ ନୀନା...

    13664
    Mar 14, 2026
  • ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍
    ଦେଶ-ଦେଶାନ୍ତର

    ରନ୍ଧନଗ୍ୟାସ୍ ଅଭାବ: ମେନ୍ୟୁ କାଟ୍ ଛାଟ୍

    15453
    Mar 14, 2026
  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

    14226
    Mar 14, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13826
    Mar 14, 2026
  • ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

    13397
    Mar 14, 2026
  • ‘ଜୀବନ୍ୟାସ’ ପୁରସ୍କୃତ
    ମନୋରଞ୍ଜନ

    ‘ଜୀବନ୍ୟାସ’ ପୁରସ୍କୃତ

    13638
    Mar 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କମିଲା ସୁନା ଏବଂ ରୂପା ଦର

    14963
    Mar 14, 2026
  • ଦେଶ-ଦେଶାନ୍ତର

    ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14424
    Mar 14, 2026
  • ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ମୁକ୍ତି ନେଇ ଗୃହମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

    13397
    Mar 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17432
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17781
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16252
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13826
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13809
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14471
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15087
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14841
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15679
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15139
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14989
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14502
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ଜୀବନ୍ୟାସ’ ପୁରସ୍କୃତ

    13638
    Mar 14, 2026
  • ବନ୍ଧୁତାର ହାତ : ଦୁଇ ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଛାଡ଼ିଲା ଇରାନ

    14424
    Mar 14, 2026
  • ଗ୍ୟାସ୍ ଆଣିବାକୁ ଯାଇଥିଲେ, ଚାଲିଗଲା ଜୀବନ

    14226
    Mar 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In