ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ବଳଭଦ୍ର ମାଝୀ
ଭୁବନେଶ୍ୱର: ବିଜେଡିକୁ ବାଏ ବାଏ । ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ । ସେ ହେଉଛନ୍ତି ବଳଭଦ୍ର ମାଝୀ । ଶ୍ରୀ ମାଝୀ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ସେ ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଦଳରେ ତାଙ୍କୁ ଅବହେଳା କରାଯାଉଥିବା ଅଭିଯୋଗ କରି ସେ ଇସ୍ତଫା ଦେଇଛନ୍ତି ।
Powered by Froala Editor