Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଜୀବନ୍ୟାସ’ ପୁରସ୍କୃତ

  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ...

  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ ...

  • କମିଲା ସୁନା ଏବଂ ରୂପା ଦର

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

ରାଜ୍ୟ
Home ›› ରାଜ୍ୟ ››ହାଇକୋର୍ଟଙ୍କ ନିର୍ଦ୍ଦେଶ:ସମସ୍ତେ ପଢ଼ି ପାରୁଥିବା ପରି ଅକ୍ଷରରେ ପ୍ରେସକ୍ରିପସନ ଲେଖିବେ ଡାକ୍ତର

ହାଇକୋର୍ଟଙ୍କ ନିର୍ଦ୍ଦେଶ:ସମସ୍ତେ ପଢ଼ି ପାରୁଥିବା ପରି ଅକ୍ଷରରେ ପ୍ରେସକ୍ରିପସନ ଲେଖିବେ ଡାକ୍ତର

2024-01-08 09:12:15
13569
Share:
Facebook
Twitter
E-Mail
WhatsApp
Telegram
ହାଇକୋର୍ଟଙ୍କ ନିର୍ଦ୍ଦେଶ:ସମସ୍ତେ ପଢ଼ି ପାରୁଥିବା ପରି ଅକ୍ଷରରେ ପ୍ରେସକ୍ରିପସନ ଲେଖିବେ ଡାକ୍ତର

କଟକ: ସ୍ପଷ୍ଟ ଅକ୍ଷରରେ ଡାକ୍ତର ଲେଖିବେ ପ୍ରେସକ୍ରିପସନ । ଏନେଇ ଏନେଇ ସବୁ ଡାକ୍ତରଖାନା, କ୍ଲିନିକ, ମେଡିକାଲ କଲେଜକୁ ନିର୍ଦ୍ଦେଶନାମା ଜାରି କରିବାକୁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ । ଏଣିକି ସମସ୍ତେ ପଢ଼ି ପାରୁଥିବା ପରି ଅକ୍ଷର ଲେଖିବେ ଡାକ୍ତର। ଯାହା ଫଳରେ ସାଧାରଣ ଲୋକଟିଏ ଔଷଧ ଓ ରୋଗ ବିଷୟରେ ଜାଣିପାରିବ ଓ ବୁଝିପାରିବ ।

ସେହିପରି ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରେ ଅନିଶ୍ଚିତ ଭାବେ ଡାକ୍ତର ଲେଖିବା ଦ୍ବାରା ଚିକିତ୍ସା-ଆଇନ ସମ୍ବନ୍ଧୀୟ ଡକ୍ୟୁମେଣ୍ଟ ଅତି ବିପଦଜନକ ଭାବେ ପ୍ରଭାବିତ ହୋଇଥାଏ ବୋଲି ଏକ ମାମଲାର ଶୁଣାଣି ସମୟରେ ହାଇକୋର୍ଟ କହିଛନ୍ତି । ଏଭଳି ଅକ୍ଷର ପଢ଼ିବା ଓ ଏକ ନିର୍ଦ୍ଦିଷ୍ଟ ଉପନୀତିରେ ପହଞ୍ଚିବା କ୍ଷେତ୍ରରେ ବିଚାର ବ୍ୟବସ୍ଥା ପାଇଁ ଅସୁବିଧାର ସମ୍ମୁଖୀନ ହୋଇଥାଏ । ତେଣୁ ଏଭଳି ସ୍ଥିତିରେ ଚିକିତ୍ସା-ଆଇନ ସମ୍ବନ୍ଧୀୟ ଘଟଣା ସହିତ ଜଡ଼ିତ ହେଉଥିବା ତଥା ବହୁତ ଖରାପ ଅକ୍ଷର ଲେଖୁଥିବା ଡାକ୍ତର ନିଜ ଦୃଷ୍ଟିଭଙ୍ଗୀରେ ପରବର୍ତ୍ତନ କରିବା ଦରକାର ବୋଲି କୋର୍ଟ କହିଛନ୍ତି। ସେମାନେ ବଡ଼ ଅକ୍ଷରରେ ବା ଟାଇପ ପଦ୍ଧତିରେ ବା ଭଲ ହସ୍ତାକ୍ଷରରେ ଲେଖିବା ଆବଶ୍ୟକ । ଯାହାଦ୍ବାରା ହାତଲେଖା ପଢ଼ିବା ବେଳେ ଅଯଥା ସମୟ ନଷ୍ଟ ହେବ ନାହିଁ ବୋଲି ହାଇକୋର୍ଟ କହିଛନ୍ତି । ଡକ୍ଟର ଜଷ୍ଟିସ ସଂଜୀବ ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏକ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି ।
ଅନେକ ସମୟରେ ରିପୋର୍ଟରେ ଡାକ୍ତରଙ୍କ ହାତଲେଖା ପଢ଼ି କଣ ଲେଖା ହୋଇଛି ବୁଝିବା ଜଣଙ୍କ ପକ୍ଷରେ ସମ୍ଭବ ହେଉ ନାହିଁ। ଯାହାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି । ତେଣୁ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଓ ପ୍ରେସକ୍ରିପସନରେ ବଡ଼ (କ୍ୟାପିଟାଲ) ଅକ୍ଷର ବା ସ୍ପଷ୍ଟ ଭାବେ ପଢି ହେଉଥିବା ହସ୍ତାକ୍ଷରରେ ଲେଖିବା ପାଇଁ ରାଜ୍ୟର ସମସ୍ତ ଡାକ୍ତରଙ୍କୁ ନିର୍ଦ୍ଦେଶନାମା ଜାରି କରିବାକୁ ମୁଖ୍ୟ ସଚିବଙ୍କୁ ହାଇକୋର୍ଟ କହିଛନ୍ତି । ସମସ୍ତ ମେଡିକାଲ ସେଣ୍ଟର, ଘରୋଇ କ୍ଲିନିକ, ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ଏ ନେଇ ମୁଖ୍ୟ ସଚିବ ନିର୍ଦ୍ଦେଶନାମା ଜାରି କରିବେ। ଔଷଧ ପରାମର୍ଶ ବା ଚିକିତ୍ସା-ଆଇନ ସମ୍ବନ୍ଧୀୟ (ମେଡିକୋ-ଲିଗାଲ) ରିପୋର୍ଟ ଉପଯୁକ୍ତ ହସ୍ତାକ୍ଷରରେ ବା ଟାଇପ ପଦ୍ଧତିରେ ଲେଖିବା ପାଇଁ ମୁଖ୍ୟ ସଚିବ ଏହି ନିର୍ଦ୍ଦେଶନାମା ଜାରି କରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Powered by Froala Editor

Tags Doctor

Related articles Odisha News Lens 4.1

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13812
    Mar 14, 2026
  • ‘ଜୀବନ୍ୟାସ’ ପୁରସ୍କୃତ
    ମନୋରଞ୍ଜନ

    ‘ଜୀବନ୍ୟାସ’ ପୁରସ୍କୃତ

    13604
    Mar 14, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13979
    Mar 12, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15228
    Mar 12, 2026
  • କମିଲା ସୁନା ଏବଂ ରୂପା ଦର
    ଦେଶ-ଦେଶାନ୍ତର

    କମିଲା ସୁନା ଏବଂ ରୂପା ଦର

    14949
    Mar 14, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ
    ଦେଶ-ଦେଶାନ୍ତର

    ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14311
    Mar 13, 2026
  •  ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...
    ଦେଶ-ଦେଶାନ୍ତର

    ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା ...

    15359
    Mar 14, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15792
    Mar 13, 2026
  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ
    ଦେଶ-ଦେଶାନ୍ତର

    ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13553
    Mar 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13812
    Mar 14, 2026
  • ମନୋରଞ୍ଜନ

    ‘ଜୀବନ୍ୟାସ’ ପୁରସ୍କୃତ

    13604
    Mar 14, 2026
  • ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13979
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17432
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17781
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16252
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13812
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13795
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14468
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15085
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14839
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15679
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15139
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14989
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14501
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସିଲିଣ୍ଡର ପାଇଁ ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଲୋକେ

    13553
    Mar 14, 2026
  • କମିଲା ସୁନା ଏବଂ ରୂପା ଦର

    14949
    Mar 14, 2026
  • ବିମାନ ଉଡାଇବା ପୂର୍ବରୁ ମାଆଙ୍କୁ ଭିଡିଓ କଲ କରି ପାଇଲଟ କହିଥିଲେ ଏମିତି, ତାପରେ ହେଲା କିଛି ଏମିତି....

    15359
    Mar 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In