Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ...

  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ...

  • ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ...

  • ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ...

  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ...

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ...

  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ...

  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ...

  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ...

  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପଞ୍ଚମ ଥର ପାଇଁ ହସିନା ପୁଣି ପ୍ରଧାନମନ୍ତ୍ରୀ

ପଞ୍ଚମ ଥର ପାଇଁ ହସିନା ପୁଣି ପ୍ରଧାନମନ୍ତ୍ରୀ

2024-01-08 11:31:34
14209
Share:
Facebook
Twitter
E-Mail
WhatsApp
Telegram
ପଞ୍ଚମ ଥର ପାଇଁ ହସିନା ପୁଣି ପ୍ରଧାନମନ୍ତ୍ରୀ

ଢାକା: ବାଂଲାଦେଶରେ ହିଂସାତ୍ମକ ଘଟଣା ତଥା ମୁଖ୍ୟ ବିରୋଧୀ ଦଳ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି (ବିଏନପି) ଦ୍ୱାରା ନିର୍ବାଚନ ବହିଷ୍କାର ମଧ୍ୟରେ ନିର୍ବାଚନ ଆୟୋଗ ବିଳମ୍ବିତ ରାତିରେ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଆୱାମୀ ଲିଗକୁ ଦୁଇ ତୃତୀୟାଂଶ ସଂଖ୍ୟାଗରିଷ୍ଠତା ସହ କ୍ଷମତାକୁ ଫେରିବା ନିଶ୍ଚିତ କରିଛନ୍ତି। ଏହା ସହ ଶେଖ ହସିନା ପଞ୍ଚମ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ବୋଲି ନିଶ୍ଚିତ ହୋଇଛି।

ସାଧାରଣ ନିର୍ବାଚନ ପାଇଁ ପ୍ରାୟ ୪୦ ପ୍ରତିଶତ ମତଦାନ ହୋଇଥିଲା। ଲଗାତାର ପଞ୍ଚମ ଥର ପାଇଁ ଶେଖ ହସିନା ପ୍ରଧାନମନ୍ତ୍ରୀ ପଦବୀରେ ରହିବେ। ଗୋପାଳଗଞ୍ଜ -୩ ନିର୍ବାଚନମଣ୍ଡଳୀରୁ ଅଷ୍ଟମ ଥର ପାଇଁ ଆୱାମୀ ଲିଗ ମୁଖ୍ୟ ଶେଖ ହସିନା ସଂସଦକୁ ନିର୍ବାଚିତ ହୋଇଛନ୍ତି।

୭୬ ବର୍ଷୀୟ ହାସିନା ୨୪୯,୯୬୫ ଭୋଟ ପାଇଥିବାବେଳେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବାଂଲାଦେଶ ସୁପ୍ରିମ ପାର୍ଟିର ମି ନିଜାମୁଦ୍ଦିନ ଲଶ୍କର ମାତ୍ର ୪୬୯ ଭୋଟ ପାଇଛନ୍ତି। ହସିନା ପୂର୍ବରୁ ୧୯୯୬ ରୁ ୨୦୦୧ ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବରେ କାର୍ୟ୍ୟ କରିଥିଲେ। ଏହା ପରେ ସେ ୨୦୦୯ ରୁ ବର୍ତ୍ତମାନ ପର୍ୟ୍ୟନ୍ତ ଦେଶର ପ୍ରଧାନମନ୍ତ୍ରୀ ଭାବେ କାର୍ୟ୍ୟ କରୁଛନ୍ତି।

ସେ ଶ୍ରୀଲଙ୍କାର ଭଣ୍ଡାରାଣାଇକେ ଏବଂ ଭାରତର ଇନ୍ଦିରା ଗାନ୍ଧୀଙ୍କ ପରି ମହିଳା ନେତାଙ୍କଠାରୁ ବହୁତ ଆଗରେ ଅଛନ୍ତି। ହସିନାଙ୍କ ଭଳି ସିରିମାଭୋ ଭଣ୍ଡାରାଣାଇକେ ୧୭ ବର୍ଷ ୨୦୮ ଦିନ, ଇନ୍ଦିରା ଗାନ୍ଧୀ ୧୬ ବର୍ଷ ୧୫ ଦିନ ଏବଂ ମାର୍ଗାରେଟ ଥାଚର ୧୧ ବର୍ଷ ୨୦୮ ଦିନ ପାଇଁ ପ୍ରଧାନମନ୍ତ୍ରୀ ରହଥିଲେ।

Powered by Froala Editor

Tags Prime Minister of bangladesh

Related articles Odisha News Lens 4.1

  • ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ...
    ଦେଶ-ଦେଶାନ୍ତର

    ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ...

    13781
    Sep 05, 2026
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’
    ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15682
    Sep 05, 2026
  • ସାମରିକ ଘାଟିରେ ବିସ୍ଫୋରଣ;  ଚାଲିଗଲା ୧୦ ଜୀବନ
    ଦେଶ-ଦେଶାନ୍ତର

    ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ଜୀବନ

    13662
    Sep 05, 2026
  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ
    ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ

    15548
    Sep 05, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର
    ବିଶେଷ

    ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    13940
    Sep 06, 2026
  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି
    ଦେଶ-ଦେଶାନ୍ତର

    କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13650
    Sep 05, 2026
  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି
    ଦେଶ-ଦେଶାନ୍ତର

    ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି

    14528
    Sep 05, 2026
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ
    ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15245
    Sep 05, 2026
  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮  ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14408
    Sep 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ସାମର୍ଥ୍ୟକୁ ଚିହ୍ନଟ କରିପାରନ୍ତି: ରାଷ୍ଟ୍ରପତି

    13781
    Sep 05, 2026
  • ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15682
    Sep 05, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି

    14528
    Sep 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17076
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17735
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17744
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18147
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    13940
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13739
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14542
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14848
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14800
    Aug 27, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14047
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14577
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15458
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14806
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ

    15548
    Sep 05, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13724
    Sep 04, 2026
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15245
    Sep 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In