Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ...

  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ...

  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ...

  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ...

  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ...

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ...

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ...

  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ତୁମେ ମନାରାଙ୍କୁ ପସନ୍ଦ କର! ବିକିଙ୍କୁ ଏମିତି କହି କାନ୍ଦିଲେ ଅଙ୍କିତା

ତୁମେ ମନାରାଙ୍କୁ ପସନ୍ଦ କର! ବିକିଙ୍କୁ ଏମିତି କହି କାନ୍ଦିଲେ ଅଙ୍କିତା

2024-01-08 20:33:30
16759
Share:
Facebook
Twitter
E-Mail
WhatsApp
Telegram
ତୁମେ ମନାରାଙ୍କୁ ପସନ୍ଦ କର! ବିକିଙ୍କୁ ଏମିତି କହି କାନ୍ଦିଲେ ଅଙ୍କିତା

ବିଗ୍ ବସ୍ ୧୭ରେ  ଏଥର ଟିଭି ସେଲିବ୍ରିଟିମାନଙ୍କ ସହିତ କଣ୍ଟେଣ୍ଟ କ୍ରିଏଟରମାନେ ମଧ୍ୟ ସୋ'ରେ ପ୍ରବେଶ କରିଛନ୍ତି। ପ୍ରଥମ ସପ୍ତାହରୁ ହିଁ ଟିଭି ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେଙ୍କର ତାଙ୍କ ସ୍ବାମୀ ବିକି ଜୈନଙ୍କ ସହ ଅନେକ ଥର ଝଗଡ଼ା ହୋଇଥିବା ଦର୍ଶକ ଦେଖିଛନ୍ତି। ଅଙ୍କିତା ସବୁଠୁ ଅଧିକ ପାରିଶ୍ରମିକ ନେଇଥିବା ପ୍ରତିଯୋଗୀ ହୋଇଥିବା ବେଳେ ବିଗ୍ ବସ୍ ପାଇଁ ତାଙ୍କର ଅବଦାନ ସେତେ‌ଟା ଦେଖିବାକୁ ମିଳିନାହିଁ। ଅନେକ ସମୟରେ ସେ ନିଜ ସ୍ବାମୀଙ୍କ ସହ ହିଁ ଝଗଡ଼ା କରୁଥିବାର ନଜର ଆସିଛନ୍ତି।

ଏବେ ଭାଇରାଲ ହୋଇଥିବା ପ୍ରୋମୋରେ ଅଙ୍କିତା କାନ୍ଦୁଥିବାର ଦେଖାଯାଇଛି। ବିକିଙ୍କୁ ବିବାହ କରି ଭୁଲ କରିଦେଲି ବୋଲି ସେ କହୁଛନ୍ତି। ପ୍ରେମୋରେ ଅଙ୍କିତା, ବିକିଙ୍କୁ କହୁଛନ୍ତି ଯେ, ତୁମେ ମନାରାକୁ ବହୁତ ପସନ୍ଦ କରୁଛ। ତାଙ୍କ ସହ କଥା ହୋଇ ତୁମକୁ ମଜା ଲାଗୁଛି। ଏହା ପ‌ରେ ବିକି କହୁଛନ୍ତି, ତୁମେ ମୋର ସବୁ ସାଙ୍ଗମାନଙ୍କୁ ଏଭଳି କହି ବନ୍ଧୁତା ଭାଙ୍ଗିଦିଅ। ବିବାହ କରିଛି, ଗୁଲାମ ନୁହଁ।

ସୂଚନା ଅନୁଯାୟୀ, କିଛି ଦିନ ତଳେ ଅଙ୍କିତା ସ୍ବାମୀଙ୍କୁ ଛାଡ଼ପତ୍ର ମାଗିଥିବା ବେଳେ ପରେ ବିକି ପତ୍ନୀଙ୍କୁ ମାଡ଼ ମାରିବା ପାଇଁ ହାତ ଉଠାଇଥିଲେ ।

Powered by Froala Editor

Tags ankita

Related articles Odisha News Lens 4.1

  •  ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ
    ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13548
    Nov 07, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13877
    Nov 06, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15786
    Nov 06, 2026
  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ
    ଦେଶ-ଦେଶାନ୍ତର

    ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15197
    Nov 07, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର
    ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13879
    Nov 07, 2026
  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ
    ଦେଶ-ଦେଶାନ୍ତର

    ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ

    14172
    Nov 08, 2026
  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି
    ଦେଶ-ଦେଶାନ୍ତର

    ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି

    14966
    Nov 08, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...
    ବାଣିଜ୍ୟ

    ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...

    13985
    Nov 07, 2026
  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା
    ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13495
    Nov 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13495
    Nov 07, 2026
  • ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13548
    Nov 07, 2026
  • ଦେଶ-ଦେଶାନ୍ତର

    ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି

    14966
    Nov 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17259
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17960
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17901
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18321
    Sep 06, 2023

ବିଶେଷ

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13879
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14224
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14902
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15881
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15061
    Oct 27, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15339
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14144
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14155
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14424
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15786
    Nov 06, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ହତ୍ୟା

    14941
    Nov 06, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13879
    Nov 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In