Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ...

  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ...

  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ...

  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ...

  • ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ...

  • ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ...

  • ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

  • ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

  • ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ...

  • କାମ କରିବା ବନ୍ଦ କରିଦେଲା ଫେସବୁକ

ରାଜ୍ୟ
Home ›› ରାଜ୍ୟ ››ନୁର୍ପା ଛକରେ ମାଓ ପୋଷ୍ଟର

ନୁର୍ପା ଛକରେ ମାଓ ପୋଷ୍ଟର

2024-01-09 07:08:00
15520
Share:
Facebook
Twitter
E-Mail
WhatsApp
Telegram
ନୁର୍ପା ଛକରେ ମାଓ ପୋଷ୍ଟର

ବୌଦ୍ଧ: ବୌଦ୍ଧରେ ଉପସ୍ଥିତି ଜାହିର କଲେ ମାଓବାଦୀ । ଦିଲ୍ଲୀ ଦେଇ ଯାଇଥିବା ୫୭ନଂ ଜାତୀୟ ରାଜପଥ କଡ଼ରେ ଲାଗିଲା ମାଓ ପୋଷ୍ଟର । ମନମୁଣ୍ଡା ଥାନା ବାଇପାସ୍ ନୁର୍ପା ଛକରେ ମାଓ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି । KKBN  ଡିଭିଜନ ପକ୍ଷରୁ ଏହି ପୋଷ୍ଟର ଲଗିଛି ।

ଏଥିରେ ଗଞ୍ଜେଇ ଚାଷ ବନ୍ଦ କରିବାକୁ ଆହ୍ବାନ ଦେଇଛନ୍ତି ମାଓବାଦୀ । ଗଞ୍ଜେଇ ମାଫିଆଙ୍କୁ ଦଣ୍ଡ ଦେବାକୁ ଉଲ୍ଲେଖ ରହିଛି  । ଗଞ୍ଜେଇ କାଟିବା ନା ରେ ପୋଲିସ ଜଙ୍ଗଲକୁ ଧ୍ଵଂସ କରୁଛି । ଫଳରେ ପରିବେଶ ସନ୍ତୁଳନ ଉପରେ ଏହାର ଖରାପ ପ୍ରଭାବ ପଡ଼ୁଛି । ଅନ୍ୟପଟେ ନିଶା ମାଫିଆମାନେ ଗଞ୍ଜେଇ ବିକ୍ରି କରି ମାଲେମାଲ୍ ହେଉଛନ୍ତି । ମଦ ବ୍ୟବସାୟୀ ଓ ନିଶା ମାଫିଆ ଏହାକୁ ତୁରନ୍ତ ବନ୍ଦ କରନ୍ତୁ ବୋଲି କୁହାଯାଇଛି । ଏନେଇ ଖବର ମିଳିବା ପରେ ପୋଲିସ ମାଓ ପୋଷ୍ଟର ସ୍ଥାନରେ ପହଞ୍ଚି ତଦନ୍ତ କରୁଛି ।

Powered by Froala Editor

Tags Maoist

Related articles Odisha News Lens 4.1

  • କାମ କରିବା ବନ୍ଦ କରିଦେଲା ଫେସବୁକ
    ଦେଶ-ଦେଶାନ୍ତର

    କାମ କରିବା ବନ୍ଦ କରିଦେଲା ଫେସବୁକ

    15630
    Jul 19, 2026
  • ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର
    ମନୋରଞ୍ଜନ

    ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

    14947
    Jul 20, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା
    ବିଶେଷ

    କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15484
    Jul 21, 2026
  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ
    ଦେଶ-ଦେଶାନ୍ତର

    ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ

    14170
    Jul 20, 2026
  • ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ
    ଦେଶ-ଦେଶାନ୍ତର

    ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

    15724
    Jul 20, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...
    ବାଣିଜ୍ୟ

    ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...

    13495
    Jul 20, 2026
  • ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ନିଲମ୍ବିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ନିଲମ୍ବିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

    14825
    Jul 19, 2026
  • ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ମୃତ୍ୟୁ

    14913
    Jul 20, 2026
  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର

    14624
    Jul 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

    14947
    Jul 20, 2026
  • ଦେଶ-ଦେଶାନ୍ତର

    ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ

    14170
    Jul 20, 2026
  • ବିଶେଷ

    କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15484
    Jul 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16986
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17594
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17648
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18050
    Sep 06, 2023

ବିଶେଷ

  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15484
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14116
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14396
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14739
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    15027
    Jul 10, 2026

ବାଣିଜ୍ୟ

ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

ଏକ ୨- ମିନିଟର ସନ୍‌ଫିଷ୍ଟ ମାରୀ ଲାଇଟ ଭିଟାମିନ ଡି’ ଆବଶ୍ୟକତା ଯାଞ୍ଚ ଜରିଆରେ


ଭୁବନେଶ୍ୱର / ପୁରୀ : ପ୍ରଚୁର ସୂର୍ଯ୍ୟକିରଣ ପ୍ରାପ୍ତି ସତ୍ତ୍ୱେ ନିୟୁତ ନିୟୁତ ଭାରତୀୟଙ୍କୁ ...

  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14059
    Jul 19, 2026
  • ଆଶୀର୍ବାଦର “ଆୟୋଡିନ ର ତିଳକ” ଅଭିଯାନ ପୁରୀ ରଥ ଯାତ୍ରାରେ ଦର୍ଶନ, ଅନ୍ନ, ସେବାକୁ ପୁନଃ ଚିତ୍ରିତ କରୁଛି

    13910
    Jul 18, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

    14175
    Jul 16, 2026
  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15843
    Jul 14, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରି ଏହା କହିଲେ ମୋଦୀ

    14853
    Jul 20, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15484
    Jul 21, 2026
  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ

    14170
    Jul 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In