Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ...

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ ...

  • ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା

  • ଅମରନାଥ ଯାତ୍ରା ସ୍ଥଗିତ

  • ହଟିବ Google Assistant

  • ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ...

  • କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ...

  • ଅଲଗା ହେବେନି ସଙ୍ଗୀତା-ବିଜୟ

  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ...

  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଇଡି ଚାର୍ଜସିଟ୍‌ରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାମ

ଇଡି ଚାର୍ଜସିଟ୍‌ରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାମ

2024-01-09 10:22:26
14188
Share:
Facebook
Twitter
E-Mail
WhatsApp
Telegram
ଇଡି ଚାର୍ଜସିଟ୍‌ରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାମ

ନୂଆଦିଲ୍ଲୀ: ବିହାରର ବହୁ ଚର୍ଚ୍ଚିତ ଚାକିରି ବଦଳରେ ଜମି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କ ସମସ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏହି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏକ ନୂତନ ଚାର୍ଜସିଟ ଦାଖଲ କରିଛି। ଇଡିର ନୂତନ ଚାର୍ଜସିଟରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀ, ତାଙ୍କ ଝିଅ ମିସା ଭାରତୀ, ହେମା ଯାଦବ, ହୃଦୟାନନ୍ଦ ଚୌଧୁରୀ ସମେତ ଅମିତ କଲ୍ୟାଣଙ୍କ ସାମିଲ୍‌ ରହିଛି। ଏହି ମାମଲାରେ ଇଡି ଦୁଇଟି କମ୍ପାନିକୁ ବି ଅଭିଯୁକ୍ତ ବୋଲି କହିଛି। ଇଡି ଏହି ଚାର୍ଜସିଟ୍ ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟରେ ଦାଖଲ କରିଛି। ଜାନୁଆରି ୧୬ରେ ଏହି ମାମଲାର ଶୁଣାଣି କରିବେ।
ସୂତ୍ରରୁ ପ୍ରକାଶ ଯେ ଏହି ଚାର୍ଜସିଟରେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ପରିବାରର ଜଣେ ‘ଘନିଷ୍ଠ ସହଯୋଗୀ’ ଅମିତ କଲ୍ୟାଣ, କିଛି ଅନ୍ୟ ବ୍ୟକ୍ତି ଏବଂ ଏକ କମ୍ପାନିର ନାମ ରହିଛି।
ଗତବର୍ଷ ନଭେମ୍ବରରେ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପୁଅ ତଥା ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବଙ୍କୁ ଡକାଯାଇଥିବା ବେଳେ ଇଡି ଏହି ମାମଲାରେ କଲ୍ୟାଣଙ୍କୁ ଗିରଫ କରିଥିଲା। କିନ୍ତୁ ସେମାନେ ଏପର୍ୟ୍ୟନ୍ତ ଜେରାରେ ଯୋଗ ଦେଇନାହାଁନ୍ତି।
ଅଭିଯୋଗ ହୋଇଛି ଯେ ୨୦୦୪ ରୁ ୨୦୦୯ ପର୍ୟ୍ୟନ୍ତ ଅନେକ ଲୋକ ଭାରତୀୟ ରେଳବାଇର ବିଭିନ୍ନ ଜୋନରେ ‘ଗ୍ରୁପ୍ ଡି’ ପଦବୀରେ ନିଯୁକ୍ତ ହୋଇଥିଲେ ଏବଂ ଏହାର ପ୍ରତିବଦଳରେ ଏହି ଲୋକମାନେ ତତ୍କାଳୀନ ରେଳମନ୍ତ୍ରୀ ଲାଲୁ ପ୍ରସାଦ  ଯାଦବ ଜମି ଲାଞ୍ଚ ଆକାରରେ ଗ୍ରହଣ କରୁଥିଲେ। ସିବିଆଇ ଏହି ମାମଲାରେ ଚାର୍ଜସିଟ୍ ଦାଖଲ କରିସାରିଛି।

Powered by Froala Editor

Tags Rabri Devi in ED charge sheet

Related articles Odisha News Lens 4.1

  • ଅଲଗା ହେବେନି ସଙ୍ଗୀତା-ବିଜୟ
    ମନୋରଞ୍ଜନ

    ଅଲଗା ହେବେନି ସଙ୍ଗୀତା-ବିଜୟ

    14489
    Aug 09, 2026
  • ହଟିବ Google Assistant
    ଦେଶ-ଦେଶାନ୍ତର

    ହଟିବ Google Assistant

    14580
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ...

    14728
    Aug 09, 2026
  • ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ଯୋଗାଇଦେବେ ସଲମାନ
    ମନୋରଞ୍ଜନ

    ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ଯୋଗାଇଦେବେ ସଲମାନ

    14469
    Aug 09, 2026
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...
    ଦେଶ-ଦେଶାନ୍ତର

    ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...

    14747
    Aug 08, 2026
  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ
    ଦେଶ-ଦେଶାନ୍ତର

    କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

    14782
    Aug 08, 2026
  • ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା
    ମନୋରଞ୍ଜନ

    ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା

    15120
    Aug 09, 2026
  • ଅମରନାଥ ଯାତ୍ରା ସ୍ଥଗିତ
    ଦେଶ-ଦେଶାନ୍ତର

    ଅମରନାଥ ଯାତ୍ରା ସ୍ଥଗିତ

    13721
    Aug 09, 2026
  • କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...
    ଦେଶ-ଦେଶାନ୍ତର

    କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...

    14185
    Aug 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

    14782
    Aug 08, 2026
  • ଦେଶ-ଦେଶାନ୍ତର

    କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...

    14185
    Aug 09, 2026
  • ଦେଶ-ଦେଶାନ୍ତର

    ଅମରନାଥ ଯାତ୍ରା ସ୍ଥଗିତ

    13721
    Aug 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17019
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17630
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17681
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18080
    Sep 06, 2023

ବିଶେଷ

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13998
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15797
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16213
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15066
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14558
    Jul 28, 2026

ବାଣିଜ୍ୟ

ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

ଐତିହ୍ୟ, କାରିଗରୀ ଓ ପ୍ରଯୁକ୍ତି ଜରିଆରେ ଋଥ ନିର୍ମାଣର ଚିରନ୍ତନ ପରମ୍ପରାକୁ ଅନୁଭବ ଓ ପାଳନ କରିବାକୁ ତଲ୍ଲିନକାରୀ ଅନୁଭୂତି ୧୩,୭୫୦ରୁ ଅଧିକ ଭକ୍ତଙ୍କୁ ସମର୍ଥ କରାଇଲା

ପୁରୀ : ଆଇଟିସିର ଆଶୀର୍ବାଦ ଅ ...

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    14728
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14403
    Aug 07, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14150
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14443
    Aug 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...

    14185
    Aug 09, 2026
  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

    14782
    Aug 08, 2026
  • ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା

    15120
    Aug 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In