Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ...

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

Home ›› ››ବ୍ରେନ୍ ଓ ହାର୍ଟକୁ କ୍ଷତି ପହଞ୍ଚାଉଛି ପ୍ଲାଷ୍ଟିକ ବୋତଲ ପାଣି, ହୋଇଯାଆନ୍ତୁ ସାବଧାନ!

ବ୍ରେନ୍ ଓ ହାର୍ଟକୁ କ୍ଷତି ପହଞ୍ଚାଉଛି ପ୍ଲାଷ୍ଟିକ ବୋତଲ ପାଣି, ହୋଇଯାଆନ୍ତୁ ସାବଧାନ!

2024-01-09 20:05:00
15412
Share:
Facebook
Twitter
E-Mail
WhatsApp
Telegram
ବ୍ରେନ୍ ଓ ହାର୍ଟକୁ କ୍ଷତି ପହଞ୍ଚାଉଛି ପ୍ଲାଷ୍ଟିକ ବୋତଲ ପାଣି, ହୋଇଯାଆନ୍ତୁ ସାବଧାନ!

ପ୍ଲାଷ୍ଟିକ ବୋତଲରେ ପାଣି ପିଉଥିଲେ ସାବଧାନ! ବର୍ତ୍ତମାନ ଏହି ବିଷୟରେ ଏକ ଚିନ୍ତାଜନକ ପ୍ରକାଶ ସାମ୍ନାକୁ ଆସିଛି । ଏକ ଗବେଷଣା ଅନୁଯାୟୀ, ବୋତଲରେ ପାଣିରେ ଲକ୍ଷ ଲକ୍ଷ ପ୍ଲାଷ୍ଟିକ ଖଣ୍ଡ ଅଛି । ଏସବୁ ଯୋଗୁ ଆମେ ପିଉଥିବା ପାଣି ଆମକୁ ଅସୁସ୍ଥ କରିପାରେ। ଏହି ଗବେଷଣାର ରିପୋର୍ଟ ‘ପ୍ରୋସିଡିଙ୍ଗସ ଅଫ ନ୍ୟାଶନାଲ ଏକାଡେମୀ ଅଫ ସାଇନ୍ସ’ରେ ପ୍ରକାଶିତ ହୋଇଛି।

ଗବେଷଣା ଅନୁଯାୟୀ, ପ୍ଲାଷ୍ଟିକ ବୋତଲରେ ଥିବା ୧ ଲିଟର ପାଣିରେ ରହିଛି ପାଖାପାଖି ୨ ଲକ୍ଷ ୪୦ ହଜାର କଣିକା। ଏହି ନାନୋପ୍ଲାଷ୍ଟିକ କଣିକାଯୁକ୍ତ ପାଣି ମଣିଷ ପିଇବା ଦ୍ବାରା ଶରୀର ମଧ୍ୟକୁ ପ୍ରବେଶ କରିଥାଏ। ନାନୋପ୍ଲାଷ୍ଟିକ କଣିକା ମାଇକ୍ରୋପ୍ଲାଷ୍ଟିକ ତୁଳନାରେ ଅତି ସୂକ୍ଷ୍ମ ହୋଇଥିବାରୁ ଏହା ସହଜରେ ଶରୀରରେ ଖାଦ୍ୟନଳୀ ଏବଂ ଫୁସଫୁସ ଦେଇ ରକ୍ତକଣିକା ମଧ୍ୟକୁ ପ୍ରବେଶ କରିଥାଏ। ଆଉ ରକ୍ତକଣିକା ଦେଇ ଏହି ନାନୋ ପ୍ଲାଷ୍ଟିକ ହୃଦୟ ଏବଂ ମସ୍ତିସ୍କକୁ ମଧ୍ୟ ପ୍ରବେଶ କରେ ।

ତିନୋଟି ଜଣାଶୁଣା କମ୍ପାନୀର ବୋତଲ ଜଳ ଅଧ୍ୟୟନରେ ଅନ୍ତର୍ଭୁକ୍ତ କରାଯାଇଥିଲା। ଯଦିଓ ଏହି କମ୍ପାନୀଗୁଡିକର ନାମ ଘୋଷଣା କରାଯାଇ ନାହିଁ । ମାଇକ୍ରୋ ପ୍ଲାଷ୍ଟିକ ତୁଳନାରେ ନାନୋ ପ୍ଲାଷ୍ଟିକ କଣିକାର ପ୍ରଭାବ ପ୍ରାୟ ୧୦ରୁ ୧୦୦ ଗୁଣା ଅଧିକା। ଏହା ଶରୀର ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗକୁ ପ୍ରଭାବିତ କରିଥାଏ । ପୂର୍ବରୁ ପ୍ଲାଷ୍ଟିକ ବୋତଲରେ ଥିବା ପିଇବା ପାଣିରେ ଏହି ସବୁ କଣିକା ରହିଥିବା ନେଇ ସନ୍ଦେହ କରି ଆସୁଥିଲେ ବୈଜ୍ଞାନିକ ।

ତେବେ ଜ୍ଞାନକୌଶଳ ଅଭାବରୁ ଏହି ସବୁ ନାନୋପ୍ଲାଷ୍ଟିକ କଣିକୁ ଗୁଡିକୁ ଠାବ କରାଯାଇ ପାରିନଥିଲା। ଆମେରିକାରେ ହୋଇଥିବା ଏକ ଗବେଷଣାରେ ପ୍ଲାଷ୍ଟିକ ବୋତଲରେ ୯୦ ପ୍ରତିଶତ ନାନୋ ପ୍ଲାଷ୍ଟିକ ହୋଇଥିବାବେଲେ ୧୦ ପ୍ରତିଶତ ମାଇକ୍ରୋପ୍ଲାଷ୍ଟିକ ଥିବା ଜଣାପଡିଥିଲା ।  କିଛି ବର୍ଷ ମଧ୍ୟରେ ଖାଦ୍ୟ ସାମଗ୍ରୀରେ ପ୍ଲାଷ୍ଟିକର ଉପସ୍ଥିତି ଯୋଗୁଁ ଲୋକଙ୍କ ଚିନ୍ତା ବୃଦ୍ଧି ପାଇଛି।

Powered by Froala Editor

Tags plastic

Related articles Odisha News Lens 4.1

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13649
    Apr 14, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15499
    Apr 14, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13602
    Apr 15, 2026
  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ
    ଦେଶ-ଦେଶାନ୍ତର

    ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15204
    Apr 15, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15715
    Apr 14, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    15021
    Apr 13, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15268
    Apr 13, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15044
    Apr 15, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14463
    Apr 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14463
    Apr 13, 2026
  • ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    15021
    Apr 13, 2026
  • ଦେଶ-ଦେଶାନ୍ତର

    ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15204
    Apr 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17831
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15268
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15986
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14674
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15653
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14506
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15334
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15066
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15567
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13865
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15044
    Apr 15, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14463
    Apr 13, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15580
    Apr 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In