Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ...

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ...

  • 'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ...

  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ...

  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ...

  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ...

  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ...

  • ଜେଲ୍‌ ଯିବେ ରାଜପାଲ ଯାଦବ

  • ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ...

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ ...

ବିଶେଷ
Home ›› ବିଶେଷ ››ମୋବାଇଲ୍ ଫୋନ୍ ବ୍ୟବହାର ଫଳରେ ଶିଶୁଙ୍କ ଉପରେ ପଡିଥାଏ ଏହିସବୁ ପ୍ରଭାବ

ମୋବାଇଲ୍ ଫୋନ୍ ବ୍ୟବହାର ଫଳରେ ଶିଶୁଙ୍କ ଉପରେ ପଡିଥାଏ ଏହିସବୁ ପ୍ରଭାବ

2024-01-11 04:05:09
14970
Share:
Facebook
Twitter
E-Mail
WhatsApp
Telegram
ମୋବାଇଲ୍ ଫୋନ୍ ବ୍ୟବହାର ଫଳରେ ଶିଶୁଙ୍କ ଉପରେ ପଡିଥାଏ ଏହିସବୁ ପ୍ରଭାବ

ଦିନକୁ ଦିନ ବଢି ଚାଲିଛି ମୋବାଇଲ୍ ଫୋନ୍ ବ୍ୟବହାର। ଛୋଟଠାରୁ ବଡ଼ ସମସ୍ତେ ଏହାକୁ ବ୍ୟବହାର କରୁଛନ୍ତି। ହେଲେ ଅଧିକ ସମୟ ମୋବାଇଲ ବ୍ୟବହାର କରିବା ସ୍ୱାସ୍ଥ୍ୟ ପ୍ରତି କ୍ଷତିକାରକ ବୋଲି ଜଣାପଡିଛି। ବିଶେଷକରି ପିଲାମାନଙ୍କ ଉପରେ ଏହାର ପ୍ରଭାବ ଅଧିକ ପଡିଥାଏ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଗବେଷକମାନେ କହିଛନ୍ତି,  ମୋବାଇଲ୍ ଫୋନ୍ ବ୍ୟବହାର ଫଳରେ ଶିଶୁଙ୍କ ହାଡ଼ ଉପରେ ଏହାର ପ୍ରଭାବ ପଡିଥାଏ।

ମୋବାଇଲ ଫୋନ୍ ବ୍ୟବହାର ଦ୍ୱାରା ବାରମ୍ୱାର ବେକ ନୁଆଁଇ ରହିବାକୁ ପଡ଼ିଥାଏ। ଯାହା ପିଲାଙ୍କ ହାଡ଼ ଉପରେ ପ୍ରଭାବ ପକାଇଥାଏ। ପିଲାମାନେ ଦିନକୁ ପ୍ରାୟ ୪ ଘଣ୍ଟା ମୋବାଇଲ୍ ଫୋନରେ ସମୟ ବିତାଇ ଥାଆନ୍ତି ବୋଲି ଗବେଷକ ମାନେ କହିଛନ୍ତି। ଯାହା ବର୍ଷକୁ ୧,୪୦୦ ଘଣ୍ଟା ପର୍ୟ୍ୟନ୍ତ ଶିଶୁ ମୋବାଇଲ ବ୍ୟବହାର ପାଇଁ ବେକ ନୁଆଁଇ ଥାଏ। ଫଳରେ ପିଲାମାନେ ମୁଣ୍ଡ ଓ ବେକ ବିନ୍ଧା ଭଳି ରୋଗରରେ ପୀଡିତ ହେବାର ଆଶଙ୍କା ରହିଛି।

ଅଧିକ ମୋବାଇଲ୍ ବ୍ୟବହାର ଦ୍ୱାରା ପିଲାମାନଙ୍କ ଷ୍ଟେମ୍ ସେଲରେ ପ୍ରଭାବ ପକାଇଥାଏ। ଏହି ରୋଗକୁ ଗବେଷକମାନେ ‘ଟେକସଟ ନେକ୍’ ନାମ ଦେଇଛନ୍ତି।

ବ୍ୟାୟାମ କରିବା ଦ୍ୱାରା ଏହି ସମସ୍ୟାରୁ କିଛି ଉପଶମ ମିଳିଥାଏ। ଏହାବାଦ୍ ପିଲାମାନେ ଯେମିତି ଅତିକମରୁ କମ୍ ମୋବାଇଲ୍ ବ୍ୟବହାର କରିବେ ସେଥିପ୍ରତି ଦୃଷ୍ଟି ଦିଆଯିବା ଦରକାର ବୋଲି ଗବେଷକମାନେ ମତ ପ୍ରକାଶ କରିଛନ୍ତି।

Powered by Froala Editor

Tags Mobile

Related articles Odisha News Lens 4.1

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?
    ବିଶେଷ

    ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14467
    Jul 10, 2026
  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ
    ଦେଶ-ଦେଶାନ୍ତର

    ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ

    14174
    Jul 11, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15108
    Jul 11, 2026
  •  'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ
    ଦେଶ-ଦେଶାନ୍ତର

    'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ

    15172
    Jul 11, 2026
  • ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ
    ଅପରାଧ

    ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ

    14570
    Jul 10, 2026
  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13840
    Jul 11, 2026
  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !
    ଦେଶ-ଦେଶାନ୍ତର

    ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14903
    Jul 11, 2026
  • ଜେଲ୍‌ ଯିବେ ରାଜପାଲ ଯାଦବ
    ଦେଶ-ଦେଶାନ୍ତର

    ଜେଲ୍‌ ଯିବେ ରାଜପାଲ ଯାଦବ

    14889
    Jul 10, 2026
  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...

    15223
    Jul 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ଓ ‘ଜନ ଗଣ ମନ’ ଗାନ ପରେ

    15223
    Jul 11, 2026
  • ବିଶେଷ

    ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14467
    Jul 10, 2026
  • ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ

    13457
    Jul 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17583
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18037
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14467
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15522
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15627
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15432
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15299
    Jul 03, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15840
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13816
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14932
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ

    14570
    Jul 10, 2026
  • 'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ

    15172
    Jul 11, 2026
  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14903
    Jul 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In