Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପେଟର ସମସ୍ୟାରୁ କେମିତି ନିଜକୁ ରକ୍ଷା ...

  • ଖାତକୁ ଖସିଲା ଟାଟା ସୁମୋ କାର, ୪ ମୃତ

  • ଆଜି ଦୀପଥୁନରେ ଦୀପ ଜାଳିବାକୁ ନିର୍ଦ୍ଦେଶ ...

  • ଭି.ଏ.ଏମ୍.ଏଲ୍. ଲାଞ୍ଜିଗଡ଼ ଏହାର ପାୱାର ...

  • ଓଡ଼ିଶା କ୍ରାଫ୍ଟ ଓଡିସୀର ମୋଲ୍‌ଟେନ୍‌ ...

  • ଆମୱେ ଇଣ୍ଡିଆ ଓ ଆଇଟିସିଏଫ୍‌ଏସ୍‌ଏଏନ୍‌ ...

  • ଯୋଗୀ ଆଦିତ୍ୟନାଥଙ୍କୁ ଖୋଲାଖୋଲି ପ୍ରଶଂସା ...

  • ମୋଦିଙ୍କର ଦେଶ କିପରି ଚଳାଇବାକୁ ହୁଏ, ...

  • SBI କ୍ରେଡିଟ କାର୍ଡ ବ୍ୟବହାରକାରୀ ...

  • ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ...

ରାଜ୍ୟ
Home ›› ରାଜ୍ୟ ››ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କଲେ ମେଡିକାଲ ଛାତ୍ରଛାତ୍ରୀ

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କଲେ ମେଡିକାଲ ଛାତ୍ରଛାତ୍ରୀ

2024-01-11 05:34:55
13723
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କଲେ ମେଡିକାଲ ଛାତ୍ରଛାତ୍ରୀ

ଭୁବନେଶ୍ବର :  ନବୀନ ନିବାସରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କୁ ପ୍ରାୟ ୪୦୦ରୁ ଅଧିକ ନର୍ସିଂ, ଫାର୍ମାସୀ ଓ ଆନୁସଂଗିକ ମେଡିକାଲ ଛାତ୍ରଛାତ୍ରୀ ଭେଟି ଷ୍ଟାଇପେଣ୍ଡ ବୃଦ୍ଧି ପାଇଁ କୃତଜ୍ଞତା ଜ୍ଞାପନ କରିଛନ୍ତି । ସେମାନେ  ମୁଖ୍ୟମନ୍ତ୍ରୀଙ୍କୁ ନୂଆ ବର୍ଷର ଶୁଭେଚ୍ଛା ଜଣାଇବା ସହିତ ତାଙ୍କର ଉତ୍ତମ ସ୍ବାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଥିଲେ ।
ମୁଖ୍ୟମନ୍ତ୍ରୀ ସେମାନଙ୍କୁ କହିଥିଲେ ଯେ ଆପଣମାନେ ଭଲ ପାଠ ପଢନ୍ତୁ, ଭଲ ଟ୍ରେନିଂ ନିଅନ୍ତୁ  ଓ ଲୋକଙ୍କ ସେବା କରନ୍ତୁ । ରୋଗୀ ସେବାରେ ଜୀବନର ସାର୍ଥକତା ରହିଛି ବୋଲି ସେ କହିଥିଲେ ।

୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ  ଭି.କେ. ପାଣ୍ଡିଆନ କହିଥିଲେ ଯେ ତାଙ୍କ ଜିଲ୍ଲା ଗସ୍ତ ସମୟରେ ସେ ବିଭିନ୍ନ ସ୍ବାସ୍ଥ୍ୟ ଶିକ୍ଷା ଅନୁଷ୍ଠାନକୁ ଯାଇଥିଲେ ଓ ସେଠାରେ ପିଲାମାନଙ୍କ ଠାରୁ ଷ୍ଟାଇପେଣ୍ଡ ବୃଦ୍ଧି ପାଇଁ ଅନୁରୋଧ ଗ୍ରହଣ କରିଥିଲେ ।  ସେ କହିଲେ ଯେ ମୁଖ୍ୟମନ୍ତ୍ରୀ ଆପଣଙ୍କ ଅନୁରୋଧ ତୁରନ୍ତ ପୂରଣ କରିଛନ୍ତି । ତେଣୁ ଆପଣମାନେ ମନ ଦେଇ ଲୋକଙ୍କ ସେବା କରନ୍ତୁ । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଗତ ୩ ତାରିଖରେ ନର୍ସିଂ, ଡି ଫାର୍ମା, ଏ.ଏନ୍‌.ଏମ୍‌, କ୍ଲିନିକାଲ ସାଇକୋଲୋଜି ଆଦି ବିଷୟରେ ଟ୍ରେନିଂ ନେଉଥିବା ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରିଥିଲେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଓଡ଼ିଶା କ୍ରାଫ୍ଟ ଓଡିସୀର ମୋଲ୍‌ଟେନ୍‌ ମନୋଲିଥ୍‌ ଡୋକ୍ରାର ଇତିହାସ, କାରିଗରୀ ଓ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡିସୀର ମୋଲ୍‌ଟେନ୍‌ ମନୋଲିଥ୍‌ ଡୋକ୍ରାର ଇତିହାସ, କାରିଗରୀ ଓ ...

    14086
    Nov 28, 2026
  • ଖାତକୁ ଖସିଲା ଟାଟା ସୁମୋ କାର, ୪ ମୃତ
    ଦେଶ-ଦେଶାନ୍ତର

    ଖାତକୁ ଖସିଲା ଟାଟା ସୁମୋ କାର, ୪ ମୃତ

    14817
    Nov 28, 2026
  • ମୋଦିଙ୍କର ଦେଶ କିପରି ଚଳାଇବାକୁ ହୁଏ, କୌଣସି ଧାରଣା ନାହିଁ: ଖଡ଼ଗେ
    ଦେଶ-ଦେଶାନ୍ତର

    ମୋଦିଙ୍କର ଦେଶ କିପରି ଚଳାଇବାକୁ ହୁଏ, କୌଣସି ଧାରଣା ନାହିଁ: ଖଡ଼ଗେ

    14727
    Nov 27, 2026
  • ଆମୱେ ଇଣ୍ଡିଆ ଓ ଆଇଟିସିଏଫ୍‌ଏସ୍‌ଏଏନ୍‌ ଖାଦ୍ୟ ସୁରକ୍ଷା ଏବଂ ପୁଷ୍ଟିସାଧନ ସଚେତନତା ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ଓ ଆଇଟିସିଏଫ୍‌ଏସ୍‌ଏଏନ୍‌ ଖାଦ୍ୟ ସୁରକ୍ଷା ଏବଂ ପୁଷ୍ଟିସାଧନ ସଚେତନତା ...

    13938
    Nov 27, 2026
  • ଯୋଗୀ ଆଦିତ୍ୟନାଥଙ୍କୁ ଖୋଲାଖୋଲି ପ୍ରଶଂସା କଲେ ସଞ୍ଜୟ ରାଉତ, କାହିଁକି ଜାଣନ୍ତୁ?
    ଦେଶ-ଦେଶାନ୍ତର

    ଯୋଗୀ ଆଦିତ୍ୟନାଥଙ୍କୁ ଖୋଲାଖୋଲି ପ୍ରଶଂସା କଲେ ସଞ୍ଜୟ ରାଉତ, କାହିଁକି ଜାଣନ୍ତୁ?

    15071
    Nov 27, 2026
  • ଭି.ଏ.ଏମ୍.ଏଲ୍. ଲାଞ୍ଜିଗଡ଼ ଏହାର ପାୱାର ପ୍ଲାଣ୍ଟରେ ଏଆଇ-ଚାଳିତ ସଫେଇ ରୋବୋଟ୍ ନିୟୋଜନ ...
    ବାଣିଜ୍ୟ

    ଭି.ଏ.ଏମ୍.ଏଲ୍. ଲାଞ୍ଜିଗଡ଼ ଏହାର ପାୱାର ପ୍ଲାଣ୍ଟରେ ଏଆଇ-ଚାଳିତ ସଫେଇ ରୋବୋଟ୍ ନିୟୋଜନ ...

    15598
    Nov 28, 2026
  •  ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବାପା ହେଲେ ମିଳିବ ଏତିକି ଦିନ ଛୁଟି
    ଦେଶ-ଦେଶାନ୍ତର

    ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବାପା ହେଲେ ମିଳିବ ଏତିକି ଦିନ ଛୁଟି

    15958
    Nov 26, 2026
  • ଆଜି ଦୀପଥୁନରେ ଦୀପ ଜାଳିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଆଜି ଦୀପଥୁନରେ ଦୀପ ଜାଳିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

    14219
    Nov 28, 2026
  • ପେଟର ସମସ୍ୟାରୁ କେମିତି ନିଜକୁ ରକ୍ଷା କରିବେ ଜାଣନ୍ତୁ.....
    ବିଶେଷ

    ପେଟର ସମସ୍ୟାରୁ କେମିତି ନିଜକୁ ରକ୍ଷା କରିବେ ଜାଣନ୍ତୁ.....

    13428
    Nov 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଜି ଦୀପଥୁନରେ ଦୀପ ଜାଳିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

    14219
    Nov 28, 2026
  • ବାଣିଜ୍ୟ

    ଭି.ଏ.ଏମ୍.ଏଲ୍. ଲାଞ୍ଜିଗଡ଼ ଏହାର ପାୱାର ପ୍ଲାଣ୍ଟରେ ଏଆଇ-ଚାଳିତ ସଫେଇ ରୋବୋଟ୍ ନିୟୋଜନ କରିଛି

    15598
    Nov 28, 2026
  • ଦେଶ-ଦେଶାନ୍ତର

    ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବାପା ହେଲେ ମିଳିବ ଏତିକି ଦିନ ଛୁଟି

    15958
    Nov 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17328
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18030
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17985
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18399
    Sep 06, 2023

ବିଶେଷ

  • ପେଟର ସମସ୍ୟାରୁ କେମିତି ନିଜକୁ ରକ୍ଷା କରିବେ ଜାଣନ୍ତୁ.....

    13428
    Nov 29, 2026
  • ଏହିସବୁ କାମ କଲେ ଘରେ ହୋଇଥାଏ ଅଶାନ୍ତି

    14904
    Nov 26, 2026
  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15634
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    15039
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14664
    Nov 09, 2026

ବାଣିଜ୍ୟ

ଭି.ଏ.ଏମ୍.ଏଲ୍. ଲାଞ୍ଜିଗଡ଼ ଏହାର ପାୱାର ପ୍ଲାଣ୍ଟରେ ଏଆଇ-ଚାଳିତ ସଫେଇ ରୋବୋଟ୍ ନିୟୋଜନ କରିଛି

ଭୁବନେଶ୍ୱର  : ସ୍ମାର୍ଟ ଏବଂ ସ୍ଥାୟୀ ସମାଧାନ ମାଧ୍ୟମରେ ପରିଚାଳନାଗତ ଉତ୍କର୍ଷତାକୁ ସୁଦୃଢ଼ କରିବା ପାଇଁ ଏହାର ନିରନ୍ତର ପ୍ରୟାସର ଏକ ଅଂଶ ଭାବରେ, ବେଦାନ୍ତ ଆଲୁମିନିୟମ୍, ଲାଞ୍ଜିଗଡ଼ ଏହାର ନୂତନ ପାୱାର ପ୍ଲା ...

  • ଓଡ଼ିଶା କ୍ରାଫ୍ଟ ଓଡିସୀର ମୋଲ୍‌ଟେନ୍‌ ମନୋଲିଥ୍‌ ଡୋକ୍ରାର ଇତିହାସ, କାରିଗରୀ ଓ ସମକାଳୀନ କଳାକୁ ଏକତ୍ରିତ କରୁଛି

    14086
    Nov 28, 2026
  • ଆମୱେ ଇଣ୍ଡିଆ ଓ ଆଇଟିସିଏଫ୍‌ଏସ୍‌ଏଏନ୍‌ ଖାଦ୍ୟ ସୁରକ୍ଷା ଏବଂ ପୁଷ୍ଟିସାଧନ ସଚେତନତା ସୁଦୃଢ କରିବାକୁ ବୁଝାମଣାପତ୍ରରେ ସ୍ୱାକ୍ଷର କଲେ

    13938
    Nov 27, 2026
  • ଇଣ୍ଟରନ୍ୟାସ୍‌ନାଲ ପର୍‌ଫରମିଂ ଆର୍ଟ୍‌ସ୍‌ ଫେଷ୍ଟିଭାଲ (ଆଇପିଏଏଫ୍‌) ୫ମ ବର୍ଷ- ପୁରୀ ସଂସ୍କରଣ ୨୦୨୬

    15122
    Nov 25, 2026
  • ଭିଏଏମଏଲ କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଗ୍ରାମୀଣ ସ୍ୱାସ୍ଥ୍ୟସେବାକୁ ଆଗେଇ ନେଉଛି

    16200
    Nov 24, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମୱେ ଇଣ୍ଡିଆ ଓ ଆଇଟିସିଏଫ୍‌ଏସ୍‌ଏଏନ୍‌ ଖାଦ୍ୟ ସୁରକ୍ଷା ଏବଂ ପୁଷ୍ଟିସାଧନ ସଚେତନତା ସୁଦୃଢ କରିବାକୁ ବୁଝାମଣାପତ୍ରରେ ସ୍ୱାକ୍ଷର କଲେ

    13938
    Nov 27, 2026
  • ମୋଦିଙ୍କର ଦେଶ କିପରି ଚଳାଇବାକୁ ହୁଏ, କୌଣସି ଧାରଣା ନାହିଁ: ଖଡ଼ଗେ

    14727
    Nov 27, 2026
  • ଖାତକୁ ଖସିଲା ଟାଟା ସୁମୋ କାର, ୪ ମୃତ

    14817
    Nov 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In