Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ବର୍ଷ ସାରା ମହାରାଷ୍ଟ୍ରରେ ବାଣ ଫୁଟା ବନ୍ଦ

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

ରାଜ୍ୟ
Home ›› ରାଜ୍ୟ ››ଆଜିଠୁ ଶ୍ରୀକ୍ଷେତ୍ରରେ ପରିକ୍ରମା ଯଜ୍ଞ ପ୍ରକ୍ରିୟା ଆରମ୍ଭ

ଆଜିଠୁ ଶ୍ରୀକ୍ଷେତ୍ରରେ ପରିକ୍ରମା ଯଜ୍ଞ ପ୍ରକ୍ରିୟା ଆରମ୍ଭ

2024-01-12 06:17:56
13714
Share:
Facebook
Twitter
E-Mail
WhatsApp
Telegram
ଆଜିଠୁ ଶ୍ରୀକ୍ଷେତ୍ରରେ ପରିକ୍ରମା ଯଜ୍ଞ ପ୍ରକ୍ରିୟା ଆରମ୍ଭ

ପୁରୀ: ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ । ଏଥିପାଇଁ ଗୁରୁବାର ବସିଥିବା ସ୍ବତନ୍ତ୍ର ପରିଚାଳନା କମିଟି ବୈଠକରେ ସାଂସ୍କୃତିକ ଓ ବିଭିନ୍ନ ସବ କମିଟିର ପୂର୍ବ ନିଷ୍ପତ୍ତିରେ ମୋହର ଲାଗିଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଶୁକ୍ରବାରଠୁ ଆରମ୍ଭ ହେବ ଯଜ୍ଞ ପ୍ରକ୍ରିୟା । ୬ ଦିନ ବ୍ୟାପୀ ଯଜ୍ଞ ଅନୁଷ୍ଠିତ ହେବ । ଆଜି ଗଜପତି ମହାରାଜା ଯଜ୍ଞ ପାଇଁ ଆଚାର୍ୟ୍ୟ ବରଣ କରିବେ ।

ଆଜି ସନ୍ଧ୍ୟା ସାଢ଼େ ୬ଟାରୁ ୮ଟା ମଧ୍ୟରେ ଅଙ୍କୁରାରୋପଣ କରାଯିବ । ୧୩ ତାରିଖ ଦିନ ୧୧ଟାରୁ ରାତି ୮ଟା ପର୍ୟ୍ୟନ୍ତ ଅଙ୍କୁରପୂଜନ ହେବ । ୧୪ ତାରିଖ ଦିନ ୧୦ଟାରୁ ରାତି ୮ଟା ମଧ୍ୟରେ ଅଙ୍କୁରପୂଜନ, ଯଜ୍ଞ ଅଧିବାସ, ମଣ୍ଡଳସ୍ଥାପନ, ଧ୍ବଜା ସ୍ଥାପନ, ତୋରଣ ସ୍ଥାପନ କରାଯିବ । ୧୫ ତାରିଖରେ ଅଖଣ୍ଡ ଦୀପ ସ୍ଥାପନ, ପଞ୍ଚକର୍ମ, ଆଚାର୍ୟ୍ୟଙ୍କ ଦ୍ବାରା ବ୍ରାହ୍ମଣ ବରଣ, ମଣ୍ଡଳ ପୂଜନ, ଶ୍ରୀମନ୍ଦିର ଚାରିଦ୍ୱାରରେ ବେଦ ପାରାୟଣ ଓ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଂକୀର୍ତ୍ତନ ହେବ । ଅପରାହ୍ନ ୩ଟାରୁ ବୈଷ୍ଣବାଗ୍ନି ସଂସ୍କାର, ହବନ, ଆରତି, ପୁଷ୍ପାଞ୍ଜଳି, ପ୍ରଦକ୍ଷିଣ କରାଯିବ ।
୧୬ ତାରିଖରେ ସୂର୍ୟ୍ୟପୂଜା, ଧରିତ୍ରୀ ପୂଜା, ଗୋପୂଜା, ଶାଳ ପ୍ରବେଶ, ପଞ୍ଚକର୍ମ, ମଣ୍ଡଳପୂଜା, ହବନ, ଆରତି, ପୁଷ୍ପାଞ୍ଜଳି ପ୍ରଦକ୍ଷିଣ କରାଯିବ । ୧୭ ତାରିଖରେ ସୂର୍ୟ୍ୟପୂଜା, ଧରିତ୍ରୀପୂଜା, ଗୋପୂଜା, ପଞ୍ଚକର୍ମ, ବାସ୍ତୁ ଶୋଧନ, ଅଧିବାସ, ଫଳକ ପୂଜା କରାଯିବ । ପରେ ଅପରାହ୍ନ ୧ଟା ୧୫ରୁ ୧ଟା ୩୦ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ପରିକ୍ରମା ପ୍ରକଳ୍ପର ଫଳକ ଉନ୍ମୋଚନ କରାଯିବ । ଅପରାହ୍ନ ୧ଟା ୩୦ରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ଯଜ୍ଞ ପୂର୍ଣ୍ଣାହୁତି, ଆରତି ଓ ପୁଷ୍ପାଞ୍ଜଳି ପ୍ରଦାନ କରାଯିବ । ଅପରାହ୍ନ ୨ଟାରୁ ୨ଟା ୩୦ ମଧ୍ୟରେ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଂକୀର୍ତ୍ତନ ସହ ଶୋଭାଯାତ୍ରା କରାଯିବ । ଅପରାହ୍ନ ୨ଟା ୩୦ରୁ ୩ଟା ପର୍ୟ୍ୟନ୍ତ ସଭାଗୃହରେ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହେବ । ଅପରାହ୍ନ ୩ଟା ପରେ ସର୍ବସାଧାରଣ ପରିକ୍ରମା ମାର୍ଗକୁ ଯାଇପାରିବେ । ସନ୍ଧ୍ୟାରେ ଶ୍ରଦ୍ଧାଳୁଙ୍କ ପାଇଁ ଲାଇଟ୍ ଏବଂ ସାଉଣ୍ଡ ସୋର ବ୍ୟବସ୍ଥା କରାଯାଇଛି ।

Powered by Froala Editor

Tags puri parikrama prakalpa

Related articles Odisha News Lens 4.1

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    14047
    Oct 16, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13679
    Oct 16, 2026
  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ  ଲାଲକୃଷ୍ଣ ଆଡଭାନୀ
    ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    13889
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15227
    Oct 17, 2026
  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    13821
    Oct 17, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13895
    Oct 16, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13464
    Oct 17, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14971
    Oct 16, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    13861
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15227
    Oct 17, 2026
  • ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14047
    Oct 16, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    13861
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17188
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17882
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17830
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18252
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14936
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14642
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14747
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15750
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14424
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14436
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13984
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15103
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15811
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15227
    Oct 17, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14971
    Oct 16, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13464
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In