Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

ରାଜ୍ୟ
Home ›› ରାଜ୍ୟ ››ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ୪୪ ପ୍ଲାଟୁନ ଫୋର୍ସ ମୁତୟନ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ୪୪ ପ୍ଲାଟୁନ ଫୋର୍ସ ମୁତୟନ

2024-01-12 09:40:58
14154
Share:
Facebook
Twitter
E-Mail
WhatsApp
Telegram
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ୪୪ ପ୍ଲାଟୁନ ଫୋର୍ସ ମୁତୟନ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି।ଏନେଇ  ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ।ତାଙ୍କ ସୂଚନା ଅନୁଯାୟୀ  ୪୪ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ୧୨ ତାରିଖରୁ ୧୫ ତାରିଖ ଓ ୧୬ରୁ ୧୭ତାରିଖ ଦୁଇଟି ପର୍ୟ୍ୟାୟରେ ହୋଇଛି ସୁରକ୍ଷା ବ୍ୟବସ୍ଥା । ସାରା ସହରରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସୁରକ୍ଷା ବ୍ୟବସ୍ଥାକୁ ଦୁଇଭାଗରେ ବିଭକ୍ତ କରାଯାଇଛି।

ଆଜିଠାରୁ ୧୬ ତାରିଖ ପର୍ୟ୍ୟନ୍ତ ୪୪ ପ୍ଲାଟୁନ ପୋଲିସ ଫୋର୍ସ  ମୁତୟନ ହେବେ। ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅତ୍ୟାଧୁନିକ ବୈଷୟିକ ଜ୍ଞାନ କୌଶଳ ସହ ସିସିଟିଭି ଓ ସର୍ଭେଲାନ୍ସ ଟିମ୍, ବୋମା ନିଷ୍କ୍ରିୟକାରୀ ଟିମ୍, ଫେସ୍ ରିଡିଙ୍ଗ ଟିମ୍ ନିୟୋଜିତ ହେବେ। ଶ୍ରୀମନ୍ଦିର ପରିକ୍ରମା ପାଇଁ ସୁରକ୍ଷା ବ୍ୟବସ୍ଥା ୫ ଭାଗରେ ବିଭକ୍ତ।
ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଶ୍ରୀମନ୍ଦିର ପରିକ୍ରମା ମାର୍ଗର ୯ ଟି ଗେଟ୍ ରେ ହେବେ ପୋଲିସ ମୁତୟନ। ସ୍ୱତନ୍ତ୍ର ତାଲିମପ୍ରାପ୍ତ ଦକ୍ଷ ଅଧିକାରୀ ନିୟୋଜିତ ହେବେ। ଯଜ୍ଞ ସ୍ଥଳର ସୁରକ୍ଷା ଓ ଟ୍ରାଫିକ ସୁପରିଚାଳନା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି। ୧୬ ଓ ୧୭ ତାରିଖ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ।

ସୂଚନା ଥାଉକି, ଜାନୁଆରୀ ୧୭ ତାରିଖ ପୌଷ ଶୁକ୍ଳ ସପ୍ତମୀ ତିଥିରେ ଲୋକାର୍ପିତ ହେବ ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଏଥିପାଇଁ ଆଜିଠାରୁ ଆରମ୍ଭ ହେଉଛି ପୂଜାକାର୍ୟ୍ୟ । 

Powered by Froala Editor

Tags puri parikrama prakalpa

Related articles Odisha News Lens 4.1

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14925
    Oct 16, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14960
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14425
    Oct 15, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14778
    Oct 15, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13666
    Oct 16, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15608
    Oct 15, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    14036
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13961
    Oct 15, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13950
    Oct 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ...

    14425
    Oct 15, 2026
  • ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13666
    Oct 16, 2026
  • ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14925
    Oct 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17188
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17882
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17830
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18252
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14925
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14641
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14746
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15748
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14422
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14425
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13984
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15103
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15811
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15608
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14425
    Oct 15, 2026
  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14778
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In