Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ...

  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ...

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ...

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ...

  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ...

  • ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ...

ରାଜ୍ୟ
Home ›› ରାଜ୍ୟ ›› ରାମଲାଲାଙ୍କ ପ୍ରାଣପ୍ରତିଷ୍ଠାରେ କାହିଁକି ଯୋଗଦେବେ ନାହିଁ ଶଙ୍କରାଚାର୍ୟ୍ୟ ଜାଣନ୍ତୁ

ରାମଲାଲାଙ୍କ ପ୍ରାଣପ୍ରତିଷ୍ଠାରେ କାହିଁକି ଯୋଗଦେବେ ନାହିଁ ଶଙ୍କରାଚାର୍ୟ୍ୟ ଜାଣନ୍ତୁ

2024-01-15 11:10:16
13720
Share:
Facebook
Twitter
E-Mail
WhatsApp
Telegram
 ରାମଲାଲାଙ୍କ ପ୍ରାଣପ୍ରତିଷ୍ଠାରେ କାହିଁକି ଯୋଗଦେବେ ନାହିଁ ଶଙ୍କରାଚାର୍ୟ୍ୟ ଜାଣନ୍ତୁ

ନୂଆଦିଲ୍ଲୀ: ହାତରେ ମାତ୍ର ଆଉ ୭ ଦିନ । ଅଯୋଧ୍ୟା ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହକୁ ନେଇ ଦିନକୁ ଦିନ ଉତ୍ସାହ ବଢିବାରେ ଲାଗିଛି । ଏହି ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବା ପାଇଁ ଦେଶବ୍ୟାପୀ ସାଧୁସନ୍ଥକୁ ସାମିଲ ହେବାକୁ ନିମନ୍ତ୍ରିତ କରାଯାଇଛି । ହେଲେ ଏହି କାର୍ୟ୍ୟକ୍ରମରେ ଅଂଶଗ୍ରହଣ କରିବେନି ସନାତନ ଧର୍ମର ୪ ଆଦିପୀଠର ଶଙ୍କରାଚାର୍ୟ୍ୟ । ସେମାନେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠାରେ ଯୋଗ ନଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି । ତେବେ ନିମନ୍ତ୍ରଣ ସତ୍ତ୍ବେ କାହିଁକି ଯୋଗଦେବେ ନାହିଁ ସେ ନେଇ ଆଜି ମୁହଁ ଖୋଲିଛନ୍ତି ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ୟ୍ୟ ଜଗଦଗୁରୁ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ । ପ୍ରାଣପ୍ରତିଷ୍ଠାକୁ ନେଇ ନୀତିର ଉଲ୍ଲଘଂନ କରାଯାଉଥିବାକୁ ଯୋଗଦେବେ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି ।
ନ୍ୟୁଜ ଏଜେନ୍ସି ଏଏନଆଇକୁ ପ୍ରତିକ୍ରିୟା ଦେଇ ପୁରୀର ଶଙ୍କରାଚାର୍ୟ୍ୟ କହିଛନ୍ତି, "ଶଙ୍କରାଚାର୍ୟ୍ୟଙ୍କର ନିଜସ୍ବ ସମ୍ମାନ ରହିଥାଏ । ଏହାକୁ ଇଗୋ(ଗାରିମା) କୁହାଯାଇ ପାରିବନାହିଁ । ଯେତେବେଳେ ପ୍ରଧାନମନ୍ତ୍ରୀ ବିଗ୍ରହ ସ୍ଥାପନ କରିବେ ଆମେ ବାହାରେ ବସି ତାଳି ମାରିବୁ ? କଣ ଏହା ଆମଠୁ ଆଶା କରାଯାଏ କି ? ଏକ ଧର୍ମନିରପେକ୍ଷ ସରକାରଙ୍କ ଉପସ୍ଥିତିର ଅର୍ଥ ପରମ୍ପରାର ବିନାଶ ନୁହେଁ ।" 
ଏହାପୂର୍ବରୁ ଶନିବାର ଦିନ ମଧ୍ୟ ପ୍ରଶ୍ନ ଉଠାଇଥିଲେ ନିଶ୍ଚଳାନନ୍ଦ । ରାମଲାଲା ଶାସ୍ତ୍ରୀୟ ବିଧି ଅନୁସାରେ ପ୍ରତିଷ୍ଠିତ ହେଉନାହାନ୍ତି, ତେଣୁ ରାମଲାଲାଙ୍କ ପ୍ରତିଷ୍ଠା ଉତ୍ସବରେ ଯୋଗଦେବା ଉଚିତ ନୁହେଁ । ଜଣେ ବ୍ୟକ୍ତିଙ୍କ ସହିତ ଉତ୍ସବକୁ ଆସିପାରିବେ ବୋଲି ନିମନ୍ତ୍ରଣ ଆସିଥିଲା । ଆମନ୍ତ୍ରଣ କିମ୍ବା କାର୍ୟ୍ୟକ୍ରମ ସହିତ ଆମେ ସହମତ ନୁହଁ ବୋଲି କହିଥିଲେ ଶଙ୍କରାଚାର୍ୟ୍ୟ । ସେ ଆହୁରି ମଧ୍ୟ କହିଛନ୍ତି, "ପ୍ରାଣପ୍ରତିଷ୍ଠା ପାଇଁ ଶୁଭ ସମୟକୁ ଧ୍ୟାନରେ ରଖିବା ଉଚିତ । କିଏ ମୂର୍ତ୍ତିକୁ ଛୁଇଁବା ଉଚିତ୍ କିଏ ନୁହେଁ, କିଏ ପ୍ରତିଷ୍ଠା କରିବା ଉଚିତ କିଏ ନୁହେଁ ? ସେ ବିଷୟରେ ପ୍ରଥମ୍ ଜ୍ଞାନ ରଖିବା ଉଚିତ । ସ୍କନ୍ଧ ପୁରାଣରେ ଲେଖା ହୋଇଛି, ଦେବୀଦେବତାମାନଙ୍କ ମୂର୍ତ୍ତିକୁ ଶ୍ରୀମଦ ଭାଗବତରେ ଅରସା ବିଗ୍ରହ କୁହାଯାଏ । ରୀତିନୀତି ଅନୁସାରେ ପ୍ରତିଷ୍ଠା କରାଇଲେ ହିଁ ମୂର୍ତ୍ତିରେ ପ୍ରାଣ ପ୍ରତିଷ୍ଠା ହୋଇଥାଏ । "

Powered by Froala Editor

Tags Sankaracharya

Related articles Odisha News Lens 4.1

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14413
    Mar 11, 2026
  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ
    ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14513
    Mar 12, 2026
  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର

    14377
    Mar 11, 2026
  •  ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ

    15509
    Mar 11, 2026
  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ
    ଦେଶ-ଦେଶାନ୍ତର

    ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14910
    Mar 11, 2026
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14014
    Mar 12, 2026
  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ
    ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13712
    Mar 12, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ
    ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13785
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13897
    Mar 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14513
    Mar 12, 2026
  • ଦେଶ-ଦେଶାନ୍ତର

    ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ

    15509
    Mar 11, 2026
  • ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13897
    Mar 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13897
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15018
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14772
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15217
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15371
    Mar 03, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15674
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15133
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14984
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13785
    Mar 12, 2026
  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14513
    Mar 12, 2026
  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14910
    Mar 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In