Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଖଣିରେ ଭୂସ୍ଖଳନ: ଚାଲିଗଲା ୨୨ ଜଣଙ୍କ ଜୀବନ

ଖଣିରେ ଭୂସ୍ଖଳନ: ଚାଲିଗଲା ୨୨ ଜଣଙ୍କ ଜୀବନ

2024-01-15 11:44:04
13867
Share:
Facebook
Twitter
E-Mail
WhatsApp
Telegram
ଖଣିରେ ଭୂସ୍ଖଳନ: ଚାଲିଗଲା ୨୨ ଜଣଙ୍କ ଜୀବନ

ନୂଆଦିଲ୍ଲୀ : ତାଞ୍ଜାନିଆରେ ଏକ ଖଣିରେ ଭୂସ୍ଖଳନରେ ୨୨ ଜଣଙ୍କ ଜୀବନ ଚାଲି ଯାଇଥିବା ବେଳେ ଅନେକ ଏହା ମଧ୍ୟରେ ଫସି ରହିଛନ୍ତି। ତାଞ୍ଜାନିଆର ସିମିୟୁର ବାରିଆଦିରେ ଖଣିରେ ଏହି ଭୂସ୍ଖଳନ ଘଟିଛି।

ସୂଚନାନୁଯାୟୀ, ବାରିଆଦିରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ଖଣି ଭିତରେ ବହୁ ଲୋକେ କାମ କରୁଥିଲେ। ଏହି ସମୟରେ ହଠାତ୍‌‌ ମାଡି ଅତଡା ଖସିବାକୁ ଆରମ୍ଭ କରିଥିବା ସହ ଭୂସ୍ଖଳନ ହୋଇଥିଲା। ଫଳରେ ସେଠାରେ କାମ କରୁଥିବା ଲୋକେ ଏହା ମଧ୍ୟରେ ଫସି ରହିଥିଲେ। ଖବର ପାଇ ତୁରନ୍ତ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଥିଲେ। ମୃତାହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନେକ ଲୋକେ ଏବେ ମଧ୍ୟ ଫସି ରହିଥିବାରୁ ଉଦ୍ଧାର କାର୍ୟ୍ୟ ଜାରି ରହିଛି। ଏହି ଅଘଟଣ ବିଷୟରେ ଜାଣି ତାଞ୍ଜାନିଆ ରାଷ୍ଟ୍ରପତି ସାମିୟା ସୁଲୁହୁ ଗଭୀର ଶୋକ ପ୍ରକାଶ କରିବା ସହ ଆହତ ଗୁରୁତରଙ୍କ ସଠିକ୍‌‌ ଚିକିତ୍ସା ପାଇଁ ଓ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Powered by Froala Editor

Tags Landslide in mine: 22 dead

Related articles Odisha News Lens 4.1

  • ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା
    ମନୋରଞ୍ଜନ

    ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15532
    Jun 18, 2025
  • ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି
    ମନୋରଞ୍ଜନ

    ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି

    14438
    Jun 18, 2025
  • ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...
    ମନୋରଞ୍ଜନ

    ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...

    15337
    Jun 18, 2025
  • ପାଇଲଟ ସ୍ୱାମୀଙ୍କ ଫଟୋଚିତ୍ରକୁ ଧରି କାନ୍ଦି କାନ୍ଦି ଅନ୍ତିମ ବିଦାୟ ଦେଲେ କର୍ଣ୍ଣେଲ ...
    ଦେଶ-ଦେଶାନ୍ତର

    ପାଇଲଟ ସ୍ୱାମୀଙ୍କ ଫଟୋଚିତ୍ରକୁ ଧରି କାନ୍ଦି କାନ୍ଦି ଅନ୍ତିମ ବିଦାୟ ଦେଲେ କର୍ଣ୍ଣେଲ ...

    13970
    Jun 18, 2025
  • ମୋଦୀଙ୍କୁ ଭେଟିଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ

    13545
    Jun 18, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ
    ବିଶେଷ

    ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14370
    Jun 18, 2025
  • ଚୀନର ଅଭିଯୋଗ: ଟ୍ରମ୍ପ ଦୁଇ ଦେଶର ଯୁଦ୍ଧକୁ ଉତ୍ତେଜିତ କରୁଛନ୍ତି
    ଦେଶ-ଦେଶାନ୍ତର

    ଚୀନର ଅଭିଯୋଗ: ଟ୍ରମ୍ପ ଦୁଇ ଦେଶର ଯୁଦ୍ଧକୁ ଉତ୍ତେଜିତ କରୁଛନ୍ତି

    13575
    Jun 18, 2025
  • ମାତ୍ର ୩୦୦୦ରେ ବାର୍ଷିକ Fastag ରିଚାର୍ଜ
    ଦେଶ-ଦେଶାନ୍ତର

    ମାତ୍ର ୩୦୦୦ରେ ବାର୍ଷିକ Fastag ରିଚାର୍ଜ

    15031
    Jun 18, 2025
  • ଲକ୍ ହୋଇଗଲା ବିମାନ ଗେଟ୍, ୪୦ ମିନିଟ୍ ଫସିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଲକ୍ ହୋଇଗଲା ବିମାନ ଗେଟ୍, ୪୦ ମିନିଟ୍ ଫସିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

    14628
    Jun 18, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି

    14438
    Jun 18, 2025
  • ବିଶେଷ

    ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14370
    Jun 18, 2025
  • ଦେଶ-ଦେଶାନ୍ତର

    ମାତ୍ର ୩୦୦୦ରେ ବାର୍ଷିକ Fastag ରିଚାର୍ଜ

    15031
    Jun 18, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16676
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16981
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15499
    Apr 03, 2021

ବିଶେଷ

  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14370
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14093
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14591
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15754
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    16123
    Jun 16, 2025

ବାଣିଜ୍ୟ

ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

ଭୁବନେଶ୍ୱର: ଅଜିମ ପ୍ରେମଜୀ ଫାଉଣ୍ଡେସନ ସ୍ନାତକୋତର ଡାକ୍ତର (ପିଜି) ମାନଙ୍କ ନିମନ୍ତେ  ୧୮ ମାସର ନିମଗ୍ନକାରୀ ଶିକ୍ଷଣ ଅଭିଜ୍ଞତା ହାସଲ କରିବାକୁ ‘ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ’ ପ୍ର ...

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15383
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14487
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15708
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16340
    Feb 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15532
    Jun 18, 2025
  • ଚୀନର ଅଭିଯୋଗ: ଟ୍ରମ୍ପ ଦୁଇ ଦେଶର ଯୁଦ୍ଧକୁ ଉତ୍ତେଜିତ କରୁଛନ୍ତି

    13575
    Jun 18, 2025
  • ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି

    14438
    Jun 18, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In