Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ...

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ...

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପ୍ରେମିକା ପାଇଁ ଝିଅ ବେଶରେ ପରୀକ୍ଷା ଦେବାକୁ ପହଞ୍ଚିଲେ ପ୍ରେମିକ, ଧରାଇଦେଲା ଫିଙ୍ଗରପ୍ରିଣ୍ଟ

ପ୍ରେମିକା ପାଇଁ ଝିଅ ବେଶରେ ପରୀକ୍ଷା ଦେବାକୁ ପହଞ୍ଚିଲେ ପ୍ରେମିକ, ଧରାଇଦେଲା ଫିଙ୍ଗରପ୍ରିଣ୍ଟ

2024-01-15 20:06:17
15780
Share:
Facebook
Twitter
E-Mail
WhatsApp
Telegram
ପ୍ରେମିକା ପାଇଁ ଝିଅ ବେଶରେ ପରୀକ୍ଷା ଦେବାକୁ ପହଞ୍ଚିଲେ ପ୍ରେମିକ, ଧରାଇଦେଲା ଫିଙ୍ଗରପ୍ରିଣ୍ଟ

ପଞ୍ଜାବର ଫରିଦକୋଟରେ ଜଣେ ଯୁବକଙ୍କୁ ତାଙ୍କ ପ୍ରେମିକାଙ୍କ ପାଇଁ ପ୍ରବେଶିକା ପରୀକ୍ଷା ଦେବା ମହଙ୍ଗା ପଡ଼ିଛି। କୋଟକପୁରାର ଡିଏଭି ପବ୍ଲିକ୍‌ ସ୍କୁଲ୍‌ରେ ଗତ ୭ ତାରିଖରେ ସ୍ବାସ୍ଥ୍ୟକର୍ମୀ ପରୀକ୍ଷା ଚାଲିଥିବାବେଳେ ଫାଜିଲ୍‌କାର ଅଙ୍ଗ୍ରେଜ ସିଂ ତାଙ୍କ ଗର୍ଲଫ୍ରେଣ୍ଡ ପରମଜିତ୍‌ଙ୍କ ଭଳି ବେଶରେ ପରୀକ୍ଷା ଦେଉଥିଲେ। ସେ ନାଲି ଚୁଡ଼ି, ବିନ୍ଦି, ଲିପ୍‌ଟେକ୍‌ ଲଗାଇବା ସହ ମହିଳା ପରିଧାନ ପିନ୍ଧିଥିଲେ।

ପରୀକ୍ଷା ହଲ୍‌ରେ ନିୟୋଜିତ ଥିବା ୟୁନିଭର୍ସିଟି କର୍ମଚାରୀ ଜାଲିଆତି ସନ୍ଦେହ କରି ପୋଲିସରେ ଅଭିଯୋଗ କରିଥିଲେ। ଅଙ୍ଗ୍ରେଜ ନିଜକୁ ପରମଜିତ ଭାବେ ପ୍ରମାଣିତ କରିବା ପାଇଁ ଜାଲ ଭୋଟର ଏବଂ ଆଧାର କାର୍ଡ ବ୍ୟବହାର କରିଥିଲେ। ତେବେ ବାୟୋମେଟ୍ରିକ୍‌ ଉପକରଣରେ ତାଙ୍କ ଆଙ୍ଗୁଠି ଛାପ ମେଳ ନ ଖାଇବାରୁ ସେ ଧରାପଡ଼ିଯାଇଥିଲେ। ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଧିକାରୀ ଅଙ୍ଗ୍ରେଜ ସିଂହଙ୍କୁ କାବୁ କରି ପୁଲିସ ଜିମା ଦେଇଥି‌ଲେ।  

ଏହି ଘଟଣା ସାମ୍ନାକୁ ଆସିବା ପରେ ବାବା ଫରିଦ ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅଙ୍ଗ୍ରେଜ ସିଂହଙ୍କ ପ୍ରେମିକା ପରମଜିତ କୌରଙ୍କ ଆବେଦନକୁ ଖାରଜ କରି ଦିଆଯାଇଛି। ଏହି ଘଟଣା ପ‌ରେ ପରୀକ୍ଷାକେନ୍ଦ୍ରର ସୁରକ୍ଷା ଯାଞ୍ଚରେ ଥିବା କର୍ମଚାରୀଙ୍କୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Powered by Froala Editor

Tags exam

Related articles Odisha News Lens 4.1

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14212
    Jun 21, 2026
  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା
    ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15319
    Jun 21, 2026
  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ
    ଦେଶ-ଦେଶାନ୍ତର

    ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ପ୍ରସ୍ତୁତ : ଉଦ୍ଧବ ଠାକରେ

    14499
    Jun 20, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13478
    Jun 21, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି
    ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15060
    Jun 20, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ
    ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15519
    Jun 20, 2026
  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ
    ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15173
    Jun 20, 2026
  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା
    ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15470
    Jun 21, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ
    ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15300
    Jun 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15319
    Jun 21, 2026
  • ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15300
    Jun 20, 2026
  • ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ଅବୁଧାବି

    13868
    Jun 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16936
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17555
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17605
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17998
    Sep 06, 2023

ବିଶେଷ

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14212
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15366
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14279
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15722
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14938
    Jun 16, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13767
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14867
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15479
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15229
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13478
    Jun 21, 2026
  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ଅବୁଧାବି

    13868
    Jun 20, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ

    15519
    Jun 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In