Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଧାନସଭା ଉପନିର୍ବାଚନର: ଜନ୍ ସୁରଜ ...

  • ଯାତ୍ରୀବାହୀ ମେମୁ ଟ୍ରେନ୍‌ର ଇଞ୍ଜିନରେ ...

  • ମିଶରରେ ଭୂମିକମ୍ପ, ରିକ୍ଟର ସ୍କେଲରେ ...

  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ...

  • ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ...

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

ବିଶେଷ
Home ›› ବିଶେଷ ››ଶରୀରକୁ ସତେଜ ରଖିବ ଏହି ୫ଟି ଅଭ୍ୟାସ

ଶରୀରକୁ ସତେଜ ରଖିବ ଏହି ୫ଟି ଅଭ୍ୟାସ

2024-01-16 04:48:55
15282
Share:
Facebook
Twitter
E-Mail
WhatsApp
Telegram
ଶରୀରକୁ ସତେଜ ରଖିବ ଏହି ୫ଟି ଅଭ୍ୟାସ

ବୟସ ବଢିବା ସହ ସମସ୍ତେ ସୁସ୍ଥ ଏବଂ ସତେଜ ଦେଖାଯିବା ପାଇଁ ଚାହିଁଥାଆନ୍ତି। ଯଦି ଆପଣ ଆପଣଙ୍କ ବୟସ ତୁଳନାରେ ଶରୀରକୁ ଅଧିକ ସତେଜ ରଖିବା ପାଇଁ ଚାହୁଁଛନ୍ତି ତେବେ ଆପଣଙ୍କୁ ଦୈନନ୍ଦିନ ଜୀବନରେ କିଛି ଅଭ୍ୟାସକୁ ସାମିଲ କରିବାକୁ ହେବ । ମୁଖ୍ୟତଃ ଏହି ୫ଟି ଅଭ୍ୟାସ ଜରୁରୀ । ଏଠାରେ ଏପରି ୫ ଅଭ୍ୟାସ ବିଷୟରେ ଆମେ କହୁଛୁ ଯାହା ଖାଦ୍ୟରେ ସାମିଲ କରିବା ଦ୍ବାରା ଆପଣ ଆପଣଙ୍କ ଶରୀରକୁ ସୁସ୍ଥ ଏବଂ ସେତଜ ରଖିପାରିବେ ।

୧. କିଛି ଓଜନ ଓଠାନ୍ତୁ : ଯଦି ଆପଣ ଚାହୁଁଛନ୍ତି ଆପଣଙ୍କ ଶରୀର ସୁସ୍ଥ ଦେଖାଯିବା ପାଇଁ ଏବଂ ବୟସ ବଢିବା ସହ ଆପଣଙ୍କ ଚର୍ମ ଅଧିକ ଲୋଚାକୋଚା ନହେବ ତେବେ କିଛି ଓଜନଦାର ଜିନିଷ ଉଠାଇବା ଦୈନନ୍ଦିନ ଜୀବନରେ ସାମିଲ କରନ୍ତୁ । ଓଜନ ଉଠାଇବା ଦ୍ବାରା ଶରୀରର ମାଂସପେଶୀ ସତେଜ ରହିଥାଏ । ଏଥିପାଇଁ ଆପଣଙ୍କୁ ପ୍ରଥମେ ଅଧିକ ଓଜନ ଉଠାଇବାର ଆବଶ୍ୟକତା ନାହିଁ । ପ୍ରଥମେ କମ୍ ଓଜନର ଉଠାନ୍ତୁ । ଏହା ଅଭ୍ୟାସ ହୋଇଯିବା ପରେ ଅଧିକ ଓଜନ ଉଠାନ୍ତୁ । ଏହା କରିବା ସମୟରେ ପୁରା ଶରୀର ଉପରେ ଧ୍ୟାନ ଦିଅନ୍ତୁ ।

୨. ପ୍ରୋଟିନ୍ ଯୁକ୍ତ ଖାଦ୍ୟ ଖାଆନ୍ତୁ : କମ୍ ପ୍ରୋଟିନ୍ ଯୁକ୍ତ ଖାଦ୍ୟ ଖାଇବା ଦ୍ବାରା ଶରୀରର ମାଂସପେଶୀ କ୍ଷୟ ହେବାକୁ ଲାଗିଥାଏ। ୫୦ବର୍ଷ ବୟସ ପରେ ଶରୀର ପୂର୍ବାପେକ୍ଷା ଅଧିକ ପ୍ରୋଟିନ୍ ଆବଶ୍ୟକ କରିଥାଏ । ସାଧାରଣତଃ ଆମ ଶରୀର କିଲୋଗ୍ରାମ ପ୍ରତି ୦.୮ ଗ୍ରାମ ପ୍ରୋଟିନ୍ ଆବଶ୍ୟକତା କରିଥାଏ ।

୩. ଦିନରେ ୩ ଥର ପ୍ରୋଟିନ୍ ଯୁକ୍ତ ଖାଦ୍ୟ ଖାଆନ୍ତୁ : ସୁସ୍ଥ ଏବଂ ସତେଜ ଦେଖାଯିବା ପାଇଁ ଦିନକୁ ତିନିଥର ପ୍ରୋଟିନ୍ ଯୁକ୍ତ ଖାଦ୍ୟ ଖାଆନ୍ତୁ । ସକାଳ ଜଳଖିଆ, ମଧ୍ୟାହ୍ନ ଭୋଜନ, ରାତ୍ରି ଭୋଜନରେ ପ୍ରୋଟିନ୍ ଯୁକ୍ତ ଖାଦ୍ୟ ଖାଆନ୍ତୁ ।

୪. ଭିଟାମିନ୍-ଡି : ସୂର୍ୟ୍ୟକିରଣରୁ ମିଳୁଥିବା ଭିଟାମିନ୍ ଶରୀର ପାଇଁ ବେଶ୍ ଉପଯୋଗୀ । ଯଦି ଆପଣଙ୍କ ଶରୀରରେ ଭିଟାମିନ୍-ଡି କମ୍ ମାତ୍ରାରେ ରହିଛି ତେବେ ଆପଣ ପର୍ୟ୍ୟାପ୍ତ ପରିମାଣର ସୂର୍ୟ୍ୟକିରଣରେ ରୁହନ୍ତୁ କିମ୍ବା ଭିଟାମିନ୍-ଡି ବଟିକା ଖାଆନ୍ତୁ । ଏହା ଆପଣଙ୍କ ହାଡକୁ ଶକ୍ତ ରଖିବାରେ ସାହାଯ୍ୟ କରିଥାଏ ।

୫. ଖାଦ୍ୟରେ ଆଣ୍ଟିଅକ୍ସିଡାଣ୍ଟ : ଆପଣଙ୍କ ଖାଦ୍ୟରେ ଗ୍ରୀନ୍ ଟି ସାମିଲ କରନ୍ତୁ । ଗ୍ରୀନ୍ ଟିରେ ଆଣ୍ଟିଅକ୍ସିଡାଣ୍ଟ ଭରି ରହିଛି । ଏହା ଶରୀର ପାଇଁ ଲାଭଦାୟକହୋଇଥାଏ । ଏହା ଶରୀରର ପାଚନ ଶକ୍ତିକୁ ମଧ୍ୟ ବୃଦ୍ଧି କରିଥାଏ । ଏହା ବ୍ୟତୀତ ଡାଳିମ୍ବକୁ ମଧ୍ୟ ଖାଦ୍ୟରେ ସାମିଲ କରନ୍ତୁ । ଏଥିରେ ଅଧିକ ଆଣ୍ଟିଅକ୍ସିଡାଣ୍ଟ ରହିଛି ।

Powered by Froala Editor

Tags Skin care

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...

    14089
    Aug 01, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15460
    Aug 01, 2026
  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ

    14910
    Aug 02, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14762
    Aug 01, 2026
  • ବିଧାନସଭା ଉପନିର୍ବାଚନର: ଜନ୍ ସୁରଜ ପାର୍ଟିର ପ୍ରଶାନ୍ତ କିଶୋର ଆଗୁଆ
    ଦେଶ-ଦେଶାନ୍ତର

    ବିଧାନସଭା ଉପନିର୍ବାଚନର: ଜନ୍ ସୁରଜ ପାର୍ଟିର ପ୍ରଶାନ୍ତ କିଶୋର ଆଗୁଆ

    14353
    Aug 03, 2026
  • ଯାତ୍ରୀବାହୀ ମେମୁ ଟ୍ରେନ୍‌ର ଇଞ୍ଜିନରେ ହଠାତ୍ ଲାଗିଲା ନିଆଁ, ଦ୍ରୁତବେଗରେ ୩ ବଗିକୁ ...
    ଦେଶ-ଦେଶାନ୍ତର

    ଯାତ୍ରୀବାହୀ ମେମୁ ଟ୍ରେନ୍‌ର ଇଞ୍ଜିନରେ ହଠାତ୍ ଲାଗିଲା ନିଆଁ, ଦ୍ରୁତବେଗରେ ୩ ବଗିକୁ ...

    14097
    Aug 03, 2026
  •  ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀରେ ମୃଦୁ ଭୂମିକମ୍ପ ଝଟକା

    13636
    Aug 02, 2026
  • ମିଶରରେ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୫.୪ ରେକର୍ଡ
    ଦେଶ-ଦେଶାନ୍ତର

    ମିଶରରେ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୫.୪ ରେକର୍ଡ

    13417
    Aug 03, 2026
  • ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ
    ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13629
    Aug 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଯାତ୍ରୀବାହୀ ମେମୁ ଟ୍ରେନ୍‌ର ଇଞ୍ଜିନରେ ହଠାତ୍ ଲାଗିଲା ନିଆଁ, ଦ୍ରୁତବେଗରେ ୩ ବଗିକୁ ବ୍ୟାପିଗଲା

    14097
    Aug 03, 2026
  • ବିଶେଷ

    ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15710
    Aug 02, 2026
  • ଦେଶ-ଦେଶାନ୍ତର

    ପେପର ଲିକ୍ ବିରୋଧୀ ଆଇନରେ ସଂଶୋଧନ ବିଲକୁ ରାଷ୍ଟ୍ରପତିଙ୍କ ଅନୁମୋଦନ

    13629
    Aug 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17013
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17619
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17671
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18073
    Sep 06, 2023

ବିଶେଷ

  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15710
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14646
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14392
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    16021
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15900
    Jul 25, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14353
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14247
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15034
    Jul 28, 2026
  • ଫିକା ପଡିବ ସୁନାର ଚମକ

    14134
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଯୋଗେ ଜୀବନ୍ତ ମାନବ ହୃତପିଣ୍ଡ ସଫଳତାର ସହ ପରିବହନ

    14910
    Aug 02, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    15710
    Aug 02, 2026
  • ମିଶରରେ ଭୂମିକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୫.୪ ରେକର୍ଡ

    13417
    Aug 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In