Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ...

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ...

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ...

  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ...

  • ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ...

  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ...

  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ...

ରାଜ୍ୟ
Home ›› ରାଜ୍ୟ ››ଆଜି ଟ୍ରମ୍ପେଟ ବ୍ରିଜ ଉଦ୍‌‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଆଜି ଟ୍ରମ୍ପେଟ ବ୍ରିଜ ଉଦ୍‌‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

2024-01-17 06:27:26
14824
Share:
Facebook
Twitter
E-Mail
WhatsApp
Telegram
ଆଜି ଟ୍ରମ୍ପେଟ ବ୍ରିଜ ଉଦ୍‌‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ପୁରୀ : ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ (ଶ୍ରୀସେତୁ) ଏବଂ ଜଗନ୍ନାଥ ବଲ୍ଲଭ ପରିସରରୁ ଦୋଳବେଦୀକୁ ସଂଯୋଗ କରୁଥିବା ନୂଆରାସ୍ତା (ଶ୍ରୀମାର୍ଗ) ଏବେ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଯାଇଛି। ଭକ୍ତଙ୍କୁ ଅପେକ୍ଷା କରିଛନ୍ତି ଶ୍ରୀମନ୍ଦିର ନିକଟରେ ନେଇ ସୁବିଧାରେ ପହଞ୍ଚାଇବାର ଏହି ଦୁଇ ମାଧ୍ୟମ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁଇ ପ୍ରକଳ୍ପର ଉଦ୍‌‌ଘାଟନ କରିବା ପରେ ଏହା ଭକ୍ତ ଏବଂ ଯାତ୍ରୀଙ୍କୁ ସେବା ଯୋଗାଇବ। ଏଥିପାଇଁ ସମସ୍ତେ ଉତ୍ସାହର ସହ ଅପେକ୍ଷାରତ।

ଏହି ଦୁଇ ପ୍ରକଳ୍ପକୁ ଅତି ଆକର୍ଷଣୀୟ ଭାବେ ସଜ୍ଜାଇ ଦିଆଯାଇଛି। ଯେ ହେତୁ ପରିକ୍ରମା ଲୋକାର୍ପଣ ପାଇଁ ଏହି ସେତୁରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ଏବଂ ରାସ୍ତା ଦେଇ ମୁଖ୍ୟମନ୍ତ୍ରୀଙ୍କ ସମେତ ଦେଶବିଦେଶର ଦେବପୀଠର ମୁଖ୍ୟ ଏବଂ ବିଶିଷ୍ଟ ଅତିଥି ଆସିବେ ସେଥିପାଇଁ ଶ୍ରୀସେତୁ ଏବଂ ଶ୍ରୀମାର୍ଗକୁ ପ୍ରସ୍ତୁତ କରାଯାଇଛି। ଶ୍ରୀସେତୁର ଉଭୟ ପାର୍ଶ୍ବ କାନ୍ଥରେ ପାରମ୍ପରିକ ଝୋଟିଚିତାର ଚମକ ଦେଖିବାକୁ ମିଳୁଥିବା ବେଳେ ଆକର୍ଷଣୀୟ ଚିତ୍ରକଳା ବି ସ୍ଥାନୀତ ହୋଇଛି। ସେହିପରି ଉଭୟ ପାର୍ଶ୍ବରେ ଉତ୍କଳୀଳା କଳା, ସ୍ଥାପତ୍ୟର ନିଦର୍ଶନ ସ୍ୱରୂପ ଶୋଭାପାଉଛି ଖଣ୍ଡେଲାଇଟ ପଥରରେ ନିର୍ମିତ ବୃହତ୍‌‌ ପଥର ଭାସ୍କର୍ୟ୍ୟ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା
    ରାଜନୀତି

    ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା

    14221
    Mar 11, 2026
  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର

    14364
    Mar 11, 2026
  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ
    ଦେଶ-ଦେଶାନ୍ତର

    ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14897
    Mar 11, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13884
    Mar 11, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14400
    Mar 11, 2026
  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ
    ଦେଶ-ଦେଶାନ୍ତର

    ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ

    14475
    Mar 12, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ
    ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13768
    Mar 12, 2026
  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ
    ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13697
    Mar 12, 2026
  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ
    ଦେଶ-ଦେଶାନ୍ତର

    କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ

    14966
    Mar 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର

    14364
    Mar 11, 2026
  • ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13697
    Mar 12, 2026
  • ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14400
    Mar 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13884
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15017
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14771
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15216
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15370
    Mar 03, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15673
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15132
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14983
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13697
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13884
    Mar 11, 2026
  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ

    14966
    Mar 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In