ହାତୀ ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ
ଯାଜପୁର : ପୁଣି ହାତୀ ଆକ୍ରମଣରେ ଚାଲିଗଲା ଆଉ ଏକ ଜୀବନ। ଶୌଚ ହେବାକୁ ଯାଇଥିବା ବେଳେ ଦନ୍ତା ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କୋରେଇ ବ୍ଲକ ତନ୍ଦରା ଗାଁରେ ଦନ୍ତା ଆକ୍ରମଣରେ ଗୁରୁବାର ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଖବର ପାଇ ଘଟଣା ସ୍ଥଳରେ ବନ ବିଭାଗ ଟିମ୍ ପହଞ୍ଚିଛି।
Powered by Froala Editor