Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ...

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ...

  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ...

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ...

  • ଦଳର କମାଣ ଯେକୌଣସି କର୍ମୀଙ୍କୁ ଦେବାକୁ ...

  • ଅଲ୍ଲୁ ଅର୍ଜୁନଙ୍କୁ ସମନ

  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ...

  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ...

Home ›› ››ଅପ୍ରେଲ ୩୦ ସୁଦ୍ଧା ସରିବ ନାଟ ମଣ୍ଡପ ମରାମତି କାମ

ଅପ୍ରେଲ ୩୦ ସୁଦ୍ଧା ସରିବ ନାଟ ମଣ୍ଡପ ମରାମତି କାମ

2024-01-18 10:30:57
14056
Share:
Facebook
Twitter
E-Mail
WhatsApp
Telegram
ଅପ୍ରେଲ ୩୦ ସୁଦ୍ଧା ସରିବ ନାଟ ମଣ୍ଡପ ମରାମତି କାମ

କଟକ : ହାଇକୋର୍ଟରେ ଶ୍ରୀମନ୍ଦିର ଜଗମୋହନ, ନାଟମଣ୍ଡପ ମରାମତି ମାମଲାର ଶୁଣାଣି ହୋଇଛି । ୧୦ ତାରିଖରେ ବିମ୍‌  ଚୂଡ଼ାନ୍ତ ହୋଇଥିବା ଆମିକସ୍‌ କ୍ୟୁରି ହାଇକୋର୍ଟଙ୍କୁ ଜଣାଇଛନ୍ତି । ଅପ୍ରେଲ ୩୦ ସୁଦ୍ଧା ସରିବ ନାଟ ମଣ୍ଡପ ମରାମତି କାମ । ଏ ନେଇ ଆମିକସ୍ କ୍ୟୁରି ହାଇକୋର୍ଟଙ୍କୁ ଜଣାଇଛନ୍ତି । ମରାମତି କାମ ସମ୍ପର୍କରେ ସତ୍ୟପାଠ ଦାଖଲ ପାଇଁ  ଇଝଓକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ୟ୍ୟ ହୋଇଛି ।

ସୂଚନାଯୋଗ୍ୟ ଯେ, ଗତ ଡିସେମ୍ବର ୧୮ ତାରିଖରେ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ସମ୍ପର୍କୀତ ମାମଲାରେ ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କରିଥିଲେ ଆମିକସ୍ କ୍ୟୁରି । ଶ୍ରୀମନ୍ଦିର ନାଟମଣ୍ଡପ ବିମ୍ ମରାମତି କାର୍ୟ୍ୟ ଆରମ୍ଭ ହୋଇଥିବା ହାଇକୋର୍ଟରେ ରିପୋର୍ଟ ଦାଖଲ କରିଥିଲେ ଆମିକସ୍ କ୍ୟୁରି । ଜଗମୋହନ ଓ ନାଟମଣ୍ଡପ ମଧ୍ୟରେ ଲାଗିଥିବା କାଠ ଓ ମୂର୍ତ୍ତୀ ଖୋଲାଯାଇ ଶ୍ରୀଜଗନ୍ନାଥଙ୍କ ସଂଗ୍ରହାଳୟରେ ରଖାଯାଇଛି । ନାଟମଣ୍ଡପ ବିମ୍‌ରେ ଲାଗିବାକୁ ଥିବା ଆସେସ ବକ୍ସର ଡିଜାଇନ୍ ପ୍ରସ୍ତୁତ ସହ ଏଥିରେ ବ୍ୟବହାର ହେବାକୁ ଥିବା ସାମଗ୍ରୀ ପାଇଁ ଟେଣ୍ଡର ପ୍ରକ୍ରିୟା ଖୁବଶୀଘ୍ର ଆରମ୍ଭ କରାଯିବ ବୋଲି ଅମିକସ୍ କ୍ୟୁରି କହିଥିଲେ । ଏଥିପାଇଁ ୧୯ ଡିସେମ୍ବରରୁ ୨୧ ଡିସେମ୍ବର ମଧ୍ୟରେ ବୈଠକ ହେବ ବୋଲି ସେ କୋର୍ଟଙ୍କୁ ଅବଗତ କରାଇଥିଲେ । ଆଜି ଏହି ମାମଲାର ଶୁଣାଣି ହୋଇଥିବା ବେଳେ ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ଦିନ ଧାର୍ୟ୍ୟ କରିଛନ୍ତି ।

Powered by Froala Editor

Tags puri nata mandap work

Related articles Odisha News Lens 4.1

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା
    ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15568
    Jun 21, 2026
  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...
    ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ...

    13959
    Jun 20, 2026
  • ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ
    ଦେଶ-ଦେଶାନ୍ତର

    ଆସନ୍ତା ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଖାନ ସାରଙ୍କୁ ଗିରଫ କରିପାରିବ ନାହିଁ ପୁଲିସ

    15391
    Jun 20, 2026
  • ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା
    ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15418
    Jun 21, 2026
  • ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି
    ମନୋରଞ୍ଜନ

    ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାହାଣୀକୁ ନେଇ ତିଆରି ହେବ ଡକ୍ୟୁମେଣ୍ଟ୍ରି

    15154
    Jun 20, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ
    ବିଶେଷ

    ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14308
    Jun 21, 2026
  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ
    ଅପରାଧ

    ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15264
    Jun 20, 2026
  • ଅଲ୍ଲୁ ଅର୍ଜୁନଙ୍କୁ ସମନ
    ମନୋରଞ୍ଜନ

    ଅଲ୍ଲୁ ଅର୍ଜୁନଙ୍କୁ ସମନ

    15610
    Jun 20, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13577
    Jun 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ଅବୁଧାବି

    13959
    Jun 20, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13577
    Jun 21, 2026
  • ଦେଶ-ଦେଶାନ୍ତର

    ଏଣିକି କୌଣସି ଯାତ୍ରୀ ବୈଧ ଟିକେଟ ବିନା ଧରାପଡିଲେ ଦୁଇଗୁଣା ଆଦାୟ ହେବ ଜୋରିମାନା

    15418
    Jun 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18001
    Sep 06, 2023

ବିଶେଷ

  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14308
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15457
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14367
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15734
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14949
    Jun 16, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13767
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14868
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15481
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15231
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଟ-ୟୁଜି ୨୦୨୬ ପରୀକ୍ଷାର ପିଛା ଛାଡ଼ୁନି ବିବାଦ, ନାଗପୁର ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ଅବୁଧାବି

    13959
    Jun 20, 2026
  • ରାକ୍ଷାସ ପାଲଟିଗଲେ ମଣିଷ: ଫେଲୋସିପ ପାଇଁ ଆସିଥିବା ଗୁଜରାଟ ଝିଅକୁ ଝୁଣି ପକାଇଲେ

    15264
    Jun 20, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13577
    Jun 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In