Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ...

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ...

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ...

ବାଣିଜ୍ୟ
Home ›› ବାଣିଜ୍ୟ ››ଜିଓ ଗ୍ରାହକ ଏବେ ହ୍ୱାଟ୍‌ସଆପ୍ ଜରିଆରେ କରିପାରିବେ ରିଚାର୍ଜ

ଜିଓ ଗ୍ରାହକ ଏବେ ହ୍ୱାଟ୍‌ସଆପ୍ ଜରିଆରେ କରିପାରିବେ ରିଚାର୍ଜ

2021-06-11 11:18:12
22608
Share:
Facebook
Twitter
E-Mail
WhatsApp
Telegram
ଜିଓ ଗ୍ରାହକ ଏବେ ହ୍ୱାଟ୍‌ସଆପ୍ ଜରିଆରେ କରିପାରିବେ ରିଚାର୍ଜ

ଭୁବନେଶ୍ୱର: ଜିଓ ଗ୍ରାହକମାନେ ଏବେଠାରୁ ହ୍ୱାଟ୍‌ସଆପ୍ ଜରିଆରେ ରିଚାର୍ଜ କରିପାରିବା ସହିତ ଅର୍ଥ ପୈଠ କରିପାରିବେ, ସେମାନଙ୍କର ପ୍ରଶ୍ନର ଉତ୍ତର ପାଇପାରିବେ ଏବଂ ସେମାନଙ୍କର କିଛି ଯଦି କିଛି ଅଭିଯୋଗ ଥାଏ ତାହା ଜଣାଇପାରିବା ସହିତ ଆହୁରି ଅନେକ କିଛି କରିପାରିବେ । ସେଥିପାଇଁ ଜିଓ ଗ୍ରାହକଙ୍କୁ ୭୦୦୦୭୭୦୦୦୭ ନମ୍ବର ସେଭ୍ କରି ନିଜର ହ୍ୱାଟ୍‌ସଆପରୁ ‘ଐସ’ ବୋଲି ପଠାଇବାକୁ ପଡିବ ।

ଏହି ସୁବିଧା ପ୍ରଦାନ ପାଇଁ ଜିଓ ହ୍ୱାଟ୍‌ସଆପ ସହିତ ସମନ୍ୱିତ ହୋଇ ବର୍ତ୍ତମାନର ସମୟରେ ଗ୍ରାହକ ସଶକ୍ତିକରଣ ନିମନ୍ତେ ସର୍ବାଧୁନିକ ଉତ୍ପାଦ ଆଣିଛି । ହ୍ୱାଟ୍‌ସଆପ ଘରେ ଘରେ ସୁପରିଚିତ ଏକ ନାମ ଏବଂ ଏବଂ ପ୍ରାୟ ପ୍ରତ୍ୟେକ ସ୍ମାର୍ଟଫୋନ ବ୍ୟବହାରକାରୀ ଦିନରେ ଏକାଧିକ ଥର ହ୍ୱାଟ୍‌ସଆପ୍ ବ୍ୟବହାର କରିଥାନ୍ତି । ଏହାକୁ ଦୃଷ୍ଟିରେ ରଖି ଏବଂ ଜିଓ ଗ୍ରାହକମାନେ ସେମାନଙ୍କ ସ୍ୱାଚ୍ଛନ୍ଦ୍ୟ ମଧ୍ୟରେ ଯେଭଳି ସେବା ପାଇପାରିବେ ତାହା ସୁନିଶ୍ଚିତ କରିବା ପ୍ରୟାସରେ ଜିଓ ବ୍ୟବହାରକାରୀମାନେ ଏଣିକି ହ୍ୱାଟ୍‌ସଆପ ଜରିଆରେ ସେମାନଙ୍କ ମୋବିଲିଟି, ଫାଇବର ଏବଂ ଜିଓମାର୍ଟ ଆକାଉଣ୍ଟର ସଂପୂର୍ଣ୍ଣ ଭାବରେ ନିୟନ୍ତ୍ରଣ କରିପାରିବେ । ରିଚାର୍ଜ କିମ୍ବା ଦେୟ ପ୍ରଦାନ ପାଇଁ ଇ-ୱାଲେଟ, ୟୁପିଆଇ, କ୍ରେଡିଟି ଓ ଡେବିଟ କାର୍ଡ ଆଦି ସମସ୍ତ ପ୍ରକାରର ଦେୟ ବିକଳ୍ପ ମଧ୍ୟ ଉପଲବ୍ଧ ହେଉଛି ।

ଜିଓ ଗ୍ରାହକମାନେ ଯେଉଁସବୁ ସେବା ହ୍ୱାଟ୍‌ସଆପ୍ ଜରିଆରେ ପାଇପାରିବେ ସେଥିମଧ୍ୟରେ ରହିଛି ଜିଓ ସିମ୍ ରିଚାର୍ଜ, ନୂଆ ଜିଓ ସିମ୍ ଅଥବା ପୋର୍ଟ-ଇନ (ଏମ୍‌ଏନ୍‌ପି), ଜିଓ ସିମ୍ ସମ୍ପର୍କିତ ସହାୟତା, ଜିଓଫାଇବର ସମ୍ପର୍କିତ ସହାୟତା, ଆନ୍ତର୍ଜାତିକ ରୋମିଂ ପାଇଁ ସହାୟତା, ଜିଓମାର୍ଟ ପାଇଁ ସହାୟତା ଇତ୍ୟାଦି ଅନେକ କିଛି । ଏଥିସହିତ ଜିଓର ଏହି ହ୍ୱାଟ୍‌ସଆପ୍ ଚାଟ୍‌ବଟ୍ ଜରିଆରେ କୌଣସି ଅଂଚଳର କୋଭିଡ୍ ଭାକ୍ସିନ୍ କେନ୍ଦ୍ର ସୂଚନା, ଭାକ୍ସିନ୍ ଉପଲବ୍ଧତା ଇତ୍ୟାଦିର ସୂଚନା ମଧ୍ୟ ମିଳିପାରିବ ।  

ଜିଓ ବ୍ୟବହାରକାରୀ ଏହି ବୈଶିଷ୍ଟ୍ୟଗୁଡିକୁ ଏବେ ଇଂରାଜୀ ଓ ହିନ୍ଦୀ ଭାଷାରେ ବ୍ୟବହାର କରିପାରିବେ ଏବଂ ଖୁବଶୀଘ୍ର ଏହା ଅଧିକ ଭାରତୀୟ ଭାଷାଗୁଡିକରେ ଉପଲବ୍ଧ ହେବ ।

Powered by Froala Editor

Tags reliance jio , jio news ,

Related articles Odisha News Lens 4.1

  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ
    ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13601
    Feb 22, 2026
  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର
    ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13829
    Feb 22, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15202
    Feb 23, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14757
    Feb 23, 2026
  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା
    ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14546
    Feb 22, 2026
  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍
    ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13541
    Feb 22, 2026
  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ
    ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14729
    Feb 22, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    14977
    Feb 23, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14463
    Feb 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14757
    Feb 23, 2026
  • ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13829
    Feb 22, 2026
  • ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14546
    Feb 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17350
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17419
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17761
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16237
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15202
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15969
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14471
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15239
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15955
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15112
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14962
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14475
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16086
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13541
    Feb 22, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14898
    Feb 23, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14757
    Feb 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In