Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ ...

  • ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ...

  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ...

  • ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

  • ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ...

  • ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ...

  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ...

  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

Home ›› ››ମୋଦିଙ୍କୁ ଭାବ ବିହ୍ୱଳ କଲା ମୈଥଳୀଙ୍କ ‘ମା ଶବରୀ’ ଗୀତ

ମୋଦିଙ୍କୁ ଭାବ ବିହ୍ୱଳ କଲା ମୈଥଳୀଙ୍କ ‘ମା ଶବରୀ’ ଗୀତ

2024-01-20 19:54:56
15111
Share:
Facebook
Twitter
E-Mail
WhatsApp
Telegram
ମୋଦିଙ୍କୁ ଭାବ ବିହ୍ୱଳ କଲା ମୈଥଳୀଙ୍କ ‘ମା ଶବରୀ’ ଗୀତ

‘ମା ଶବରୀ’ ଗୀତ ଗାଇଥିବା ବିହାରୀ ଗାୟିକା ମୈଥିଳୀ ଠାକୁରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁବ୍‌ ପ୍ରଶଂସା କରିଛନ୍ତି। ଜାନୁଆରୀ ୨୨ରେ ଅଯୋଧ୍ୟାରେ ରାମ ମନ୍ଦିରରେ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା ପୂର୍ବରୁ ମୋଦୀ ବିଶେଷ ରୀତିନୀତି କରୁଛନ୍ତି। ଅନେକ ରାମ ଭଜନ ଶେୟାର ପରେ ଶନିବାର ପ୍ରଧାନମନ୍ତ୍ରୀ ମା ଶବରୀ ପ୍ରସଙ୍ଗ ସହ ଜଡିତ ମୈଥିଲୀ ଠାକୁରଙ୍କ ଏକ ଗୀତ ଶେୟାର କରିଛନ୍ତି। ଏହି ଗୀତ ପାଇଁ ସେ ବିହାରର ମୈଥିଲୀ ଠାକୁରଙ୍କୁ ପ୍ରଶଂସା କରିଛନ୍ତି।

ମୋଦି ଟୁଇଟରର ଏକ ପୋଷ୍ଟରେ ଲେଖିଛନ୍ତି, ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଉତ୍ସବ ସାରା ଦେଶରେ ମୋର ପରିବାର ସଦସ୍ୟଙ୍କୁ ପ୍ରଭୁ ଶ୍ରୀ ରାମଙ୍କ ଜୀବନ ଏବଂ ଆଦର୍ଶ ସହ ଜଡିତ ପ୍ରତ୍ୟେକ ଘଟଣାକୁ ମନେ ପକାଉଛି। ଏହିପରି ଏକ ଭାବପ୍ରବଣ ଘଟଣା ଶବରୀ ସହ ଜଡିତ। ଶୁଣନ୍ତୁ, ମୈଥିଳୀ ଠାକୁର କେମିତି ସେ ଘଟଣାକୁ ତାଙ୍କ ସୁଲଳିତ କଣ୍ଠରେ ଗାୟନ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ବିହାରର ବେନୀପଟ୍ଟୀରେ ଜନ୍ମିତା ମୈଥିଳୀ ଠାକୁର ତାଙ୍କ ‘ୟୁଟ୍ୟୁବ୍‌ ଚାନେଲ୍‌’ରେ ହିନ୍ଦୀ, ଭୋଜପୁରୀ ଓ ମୈଥିଳୀ ଭାଷାରେ ଅନେକ ଗୀତ ଗାଇ ‌ବେଶ୍‌ ଲୋକପ୍ରିୟ ହୋଇପାରିଛନ୍ତି।

Powered by Froala Editor

Tags maithali

Related articles Odisha News Lens 4.1

  •  ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା
    ଦେଶ-ଦେଶାନ୍ତର

    ଭାରତରେ ଦାଉଦ ଇବ୍ରାହିମର ଘନିଷ୍ଠ ସହଯୋଗୀ ସଲିମ ଡୋଲା

    14484
    Apr 28, 2026
  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’
    ମନୋରଞ୍ଜନ

    ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

    15336
    Apr 28, 2026
  • ଏକଜିଟ୍ ପୋଲ୍ ରିପୋର୍ଟ :  ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି
    ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    14884
    Apr 29, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    14888
    Apr 29, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ  !୨୫୦ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14331
    Apr 29, 2026
  • ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ
    ଦେଶ-ଦେଶାନ୍ତର

    ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ

    13928
    Apr 29, 2026
  • ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ
    ଦେଶ-ଦେଶାନ୍ତର

    ଯେଉଁଠାରେ ଇଭିଏମ୍ ଟ୍ୟାମ୍ପରିଂର ସଙ୍କେତ ମିଳିବ ସେଠାରେ କରାଯିବ ପୁନଃ ମତଦାନ

    14645
    Apr 29, 2026
  • ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ
    ଦେଶ-ଦେଶାନ୍ତର

    ଧାର୍ମିକ ଅନୁଷ୍ଠାନ ପରିଚାଳନା କରିବାର ଅଧିକାର ଅରାଜକତାକୁ ବୁଝାଏ ନାହିଁ

    14066
    Apr 28, 2026
  • ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା
    ଦେଶ-ଦେଶାନ୍ତର

    ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

    14992
    Apr 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    14884
    Apr 29, 2026
  • ଦେଶ-ଦେଶାନ୍ତର

    ମୋବାଇଲ ପାଇଁ ପୁଅକୁ ମାରିଦେଲା ବାପା

    14992
    Apr 29, 2026
  • ଦେଶ-ଦେଶାନ୍ତର

    ସରିଲା ପଶ୍ଚିମବଙ୍ଗ ଭୋଟ୍, ଆସିଲା ଏକ୍‌ଜିଟ୍ ପୋଲ ରିପୋର୍ଟ

    13928
    Apr 29, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17445
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17494
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17853
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16323
    Apr 03, 2021

ବିଶେଷ

  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    15883
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15870
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14535
    Apr 25, 2026
  • ଶଜନା ଶାଗରେ ଭରି ରହିଛି ବହୁ ଔଷଧୀୟ ଗୁଣ

    14336
    Apr 24, 2026
  • କମ ଶୋଇଲେ ଭୋଗିବେ ଏହିସବୁ ଅସୁବିଧା

    13991
    Apr 23, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15361
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15096
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15593
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13898
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘କଳାକାରମାନଙ୍କୁ ଜୋକର ବନାଅ ନାହିଁ’

    15336
    Apr 28, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    14888
    Apr 29, 2026
  • ଏକଜିଟ୍ ପୋଲ୍ ରିପୋର୍ଟ : ବେଙ୍ଗଲରେ କ୍ଷମତାକୁ ଆସିପାରେ ବିଜେପି

    14884
    Apr 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In