Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଫଗାନିସ୍ତାନରେ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

ଆଫଗାନିସ୍ତାନରେ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

2024-01-21 10:48:56
15150
Share:
Facebook
Twitter
E-Mail
WhatsApp
Telegram
ଆଫଗାନିସ୍ତାନରେ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ: ଆଫଗାନିସ୍ତାନରେ ଏକ ବଡ ଧରଣର ବିମାନ ଦୁର୍ଘଟଣା ହୋଇଛି । ଆଫଗାନ ଗଣମାଧ୍ୟମର ରିପୋର୍ଟ ମୁତାବକ ବିମାନଟି ଶନିବାର ରାତିରେ ବଦଶୁଖର ଜେବକ ଜିଲ୍ଲାର ଏକ ପାହାଡ ସହ ଧକ୍କା ହୋଇଥିଲା । ପ୍ରଥମେ ଏହା ଭାରତୀୟ ବିମାନ ବୋଲି କୁହାଯାଉଥିବା ବେଳେ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏହା ଭାରତର ନୁହେଁ ବୋଲି ସ୍ପଷ୍ଟ କରିଛି । ଘଟଣାସ୍ଥଳକୁ ଉଦ୍ଧାରକାରୀ ଟିମ୍‌ ପହଞ୍ଚିଛି ବୋଲି ଆଫଗାନିସ୍ତାନ ସରକାର ସୂଚନା ଦେଇଛନ୍ତି। ତେବେ ଏହି ଦୁର୍ଘଟଣାରେ କେତେ ଜଣ ଯାତ୍ରୀ ମୃତାହତ ହୋଇଛନ୍ତି ସେ ନେଇ କିଛି ସୂଚନା ମିଳିନାହିଁ।

ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ସୂତ୍ର ସୂଚନା ମୁତାବକ ଏହା ଭାରତୀୟ ବିମାନ ନୁହେଁ କି ଭାରତର କୌଣସି ଚାଟାର୍ଡ ବିମାନ ମଧ୍ୟ ନୁହେଁ । ଏହା ପୂର୍ବରୁ ଆଫଗାନିସ୍ତାନ ଗଣମାଧ୍ୟମ ପ୍ରଚାର କରିଥିଲା କି, ଏହା ଭାରତୀୟ ବିମାନ ବୋଲି ।

ବଦଶୁଖ ସୂଚନା ଓ ସଂସ୍କୃତି ମନ୍ତ୍ରଣାଳୟ ପ୍ରମୁଖ ଜବିହୁଲ୍ଲାହ ଅମିର କହିଛନ୍ତି କି ବଦଶୁଖ ଅଞ୍ଚଳରେ ଥିବା କୁରାନ-ମୁଞ୍ଜନ ଓ ଜେବକ ଜିଲଊ୍ଲା ସହ ଜଡିତ ତୋପଖାନା ପାହାଡରେ ଏହି ଯାତ୍ରୀବାହୀ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ସେପଟେ ସ୍ଥାନୀୟ ଲୋକଙ୍କ କହିବା ମୁତାବକ ରବିବାର ସକାଳେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି ।

ଅନ୍ୟପଟେ ଏହି ଘଟଣାରେ ଋଷ ବିମାନ ଚଳାଚଳ କର୍ତ୍ତୃପକ୍ଷ କହିଛନ୍ତି ଯେ ବିମାନରେ ଥିବା ୬ ଜଣଙ୍କ ସହଋଷର ଏକ ପଞ୍ଜୀକୃତ ବିମାନ ଶନିବାର ସନ୍ଧ୍ୟାରେ ଆଫଗାନିସ୍ତାନ ଉପରେ ରାଡାର ସ୍କ୍ରିନରୁ ଅଦୃଶ୍ୟ ହୋଇଯାଇଛି। ଏହି ବିମାନଟି ଫ୍ରାନ୍ସରେ ନିର୍ମିତ ଡାସଲ୍ଟ ଫାଲକନ୍ ୧୦ ଜେଟ୍ ଥିଲା। ଏହି ବିମାନଟି ଭାରତରୁ ଉଜବେକିସ୍ତାନ ଦେଇ ମସ୍କୋ ଅଭିମୁଖେ ଯାତ୍ରା କରୁଥିବା ଏକ ଚାର୍ଟର ବିମାନ ଥିଲା ବୋଲି ରଏଟର୍ସ ରିପୋର୍ଟ କରିଛି।

Powered by Froala Editor

Tags Plane crash

Related articles Odisha News Lens 4.1

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15370
    Oct 08, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13838
    Oct 09, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14429
    Oct 09, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13745
    Oct 09, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14548
    Oct 08, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15090
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15415
    Oct 08, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13798
    Oct 08, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15509
    Oct 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15415
    Oct 08, 2026
  • ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13745
    Oct 09, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14429
    Oct 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17163
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18229
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14434
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14541
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15552
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14224
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15961
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15415
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14700
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15421
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14014
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15370
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14548
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15415
    Oct 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In