Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଝା ଅଣ୍ଡାରେ ମାଲିସ୍‌

  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ...

  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ...

  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ...

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ...

  • ବାଲ୍ମିକ ଥାପରଙ୍କ ଦେହାନ୍ତ

  • ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ବିଲକିସ ବାନୋ ଗଣଦୁଷ୍କର୍ମ ମାମଲାର ସମସ୍ତ ୧୧ ଦୋଷୀ ପୁଣି ଗଲେ ଜେଲ

ବିଲକିସ ବାନୋ ଗଣଦୁଷ୍କର୍ମ ମାମଲାର ସମସ୍ତ ୧୧ ଦୋଷୀ ପୁଣି ଗଲେ ଜେଲ

2024-01-22 09:44:46
13614
Share:
Facebook
Twitter
E-Mail
WhatsApp
Telegram
 ବିଲକିସ ବାନୋ ଗଣଦୁଷ୍କର୍ମ ମାମଲାର ସମସ୍ତ ୧୧ ଦୋଷୀ ପୁଣି ଗଲେ ଜେଲ

ଗାନ୍ଧୀନଗର: ପୁଣି ଜେଲ ଗଲେ ବହୁଚର୍ଚ୍ଚିତ ବିଲକିସ ବାନୋ ଗଣଦୁଷ୍କର୍ମ ମାମଲାର ସମସ୍ତ ୧୧ ଦୋଷୀ । ରବିବାର ବିଳମ୍ବିତ ରାତିରେ ପୋଲିସର କଡା ସୁରକ୍ଷା ବଳୟ ମଧ୍ୟରେ ଦୋଷୀମାନେ ଗୁଜୁରାଟର ପଞ୍ଚମହଲ ଜିଲ୍ଲାର ଗୋଧ୍ରା ଉପକାରାଗାରରେ ଆତ୍ମସମର୍ପଣ କରିଛନ୍ତି । ଏନେଇ ଗୋଧ୍ରା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ୧୪ ବର୍ଷର ସଜ୍ଜା ଭୋଗିବା ପରେ ୨୦୨୨ ଅଗଷ୍ଟ ମାସରେ ସ୍ୱତନ୍ତ୍ର ଆଇନ ବଳରେ ଦୋଷୀମାନଙ୍କୁ ମୁକ୍ତ କରିଥିଲେ ଗୁଜୁରାଟ ସରକାର । ଏହାକୁ ବିରୋଧ କରି ପୀଡିତା ବିଲକିସ ବାନୋ ଓ କିଛି ସାମାଜିକ ସଂଗଠନ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଦେଶର ସର୍ବୋଚ୍ଚ ନ୍ୟାୟାଳୟ ବିଲକିସ ବାନୋଙ୍କ ସପକ୍ଷରେ ରାୟ ଶୁଣାଇବା ସହ ଦୋଷୀମାନଙ୍କୁ ଜେଲରେ ଆତ୍ମସମର୍ପଣ କରିବା ପାଇଁ ଜାନୁଆରୀ ୨୧ ତାରିଖ ପର୍ୟ୍ୟନ୍ତ ସମୟ ଦେଇଥିଲେ ।
ସୂଚନା ଯୋଗ୍ୟ, ୨୦୦୨ ମସିହାରେ ଗୁଜୁରାଟ ରାଜ୍ୟର ଗୋଧ୍ରାରେ ସଂଗଠିତ ଦଙ୍ଗା ସମୟରେ ବିଲକିସ ବାନୋଙ୍କ ସହ ଲୋମହର୍ଷଣକାରୀ ଘଟଣା ଘଟିଥିଲା । ବୋନୋ ୫ ମାସର ଗର୍ଭବତୀ ଥିବା ଅବସ୍ଥାରେ ତାଙ୍କ ସହ ଗଣଦୁଷ୍କର୍ମ କରାଯିବା ସହ ତାଙ୍କ ୩ ବର୍ଷୀୟ ଶିଶୁକନ୍ୟା ସମେତ ପରିବାରର ମୋଟ ୭ ଜଣଙ୍କୁ ହତ୍ୟା କରାଯାଇଥିଲା । ଏହାସହିତ ସାବରମତି ଏକ୍ସପ୍ରେସରେ ନିଆଁ ଲଗାଇ ଦିଆଯାଇଥିଲା । 
ବିଲକିସ ବାନୋ ଏନେଇ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ । ପରବର୍ତ୍ତୀ ସମୟରେ ଗୁଜୁରାଟରେ ଅଭିଯୁକ୍ତମାନେ ନ୍ୟାୟକୁ ପ୍ରଭାବିତ କରିବା ସମ୍ଭାବନା ରହିଥିବା ହେତୁ ମହାରାଷ୍ଟ୍ର କୋର୍ଟରେ ଏହି ମାମଲାର ଶୁଣାଣି ହୋଇଥିଲା । ଏହି ମାମଲାରେ ୧୧ ଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ ଓ ସେମାନଙ୍କ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ କୋର୍ଟ । ହେଲେ ୧୪ ବର୍ଷର ଜେଲଦଣ୍ଡ ଭୋଗିବା ପରେ ୨୦୨୨ ଅଗଷ୍ଟ ମାସରେ ଗୁଜରାଟ ସରକାର ସ୍ୱତନ୍ତ୍ର ଆଇନ ବଳରେ ସେମାନଙ୍କୁ ମୁକ୍ତ କରିଥିଲେ ।
ଏହାକୁ ବିରୋଧ କରି ପୀଡିତା ବାନୋ ଓ ଅନ୍ୟ କିଛି ସାମାଜିକ ସଂଗଠନ ଦେଶର ସର୍ବୋଚ୍ଚ କୋର୍ଟର ଦ୍ବାରସ୍ଥ ହୋଇଥିଲେ । ସୁପ୍ରିମକୋର୍ଟ ଏହାର ବିଚାର କରି ଗୁଜୁରାଟ ସରକାରଙ୍କୁ ଭର୍ସନା କରିବା ସହ ଜାନୁଆରୀ ୨୧ ତାରିଖ ସୁଦ୍ଧା ସମସ୍ତ ଦୋଷୀଙ୍କୁ ଆତ୍ମସମର୍ପଣ କରିବା ପାଇଁ ସମୟ ଦେଇଥିଲେ । ହେଲେ ୩ଜଣ ଦୋଷୀ ସମୟ ଆତ୍ମସମର୍ପଣର ସମୟ ବୃଦ୍ଧି କରିବା ପାଇଁ ପୁନଃ କୋର୍ଟରେ ଆବେଦନ କରିଥିଲେ । ହେଲେ ଏହାକୁ ଖାରଜ କରିଥିଲେ ସୁପ୍ରିମକୋର୍ଟ ।
ଜାନୁଆରୀ ୨୧ ଆତ୍ମସମର୍ପଣର ଶେଷ ତାରିଖ ଥିବା ବେଳେ ରବିବାର ରାତି ୧୧.୩୦ ସୁଦ୍ଧା ସମସ୍ତ ଦୋଷୀ ପୋଲିସର କଡା ସୁରକ୍ଷା ବଳୟ ମଧ୍ୟରେ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କୁ ଗୋଧ୍ରା ଜେଲରେ ରଖାଯାଇଛି ।

Powered by Froala Editor

Tags Bilkas bano case

Related articles Odisha News Lens 4.1

  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ
    ଦେଶ-ଦେଶାନ୍ତର

    ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13696
    May 31, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା
    ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13454
    May 31, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ
    ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14387
    May 31, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ
    ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15380
    Jun 01, 2025
  • ବାଲ୍ମିକ ଥାପରଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ବାଲ୍ମିକ ଥାପରଙ୍କ ଦେହାନ୍ତ

    13617
    May 31, 2025
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ
    ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13634
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ
    ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15598
    May 31, 2025
  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି

    14990
    May 31, 2025
  •  ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ,  ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ଜାଣନ୍ତୁ କ’ଣ ?

    14169
    May 31, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13454
    May 31, 2025
  • ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15598
    May 31, 2025
  • ବିଶେଷ

    ସିଝା ଅଣ୍ଡାରେ ମାଲିସ୍‌

    14693
    Jun 01, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16635
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16925
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15465
    Apr 03, 2021

ବିଶେଷ

  • ସିଝା ଅଣ୍ଡାରେ ମାଲିସ୍‌

    14693
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15380
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13454
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15598
    May 31, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    15940
    May 29, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15681
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16295
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14008
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14804
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13634
    May 31, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13696
    May 31, 2025
  • ସିଝା ଅଣ୍ଡାରେ ମାଲିସ୍‌

    14693
    Jun 01, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In