Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ...

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ...

  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ...

  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ...

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

Home ›› ››ଏହି ଅଭିନେତା ଓ ଅଭିନେତ୍ରୀଙ୍କୁ ମିଳିନାହିଁ ନିମନ୍ତ୍ରଣ

ଏହି ଅଭିନେତା ଓ ଅଭିନେତ୍ରୀଙ୍କୁ ମିଳିନାହିଁ ନିମନ୍ତ୍ରଣ

2024-01-22 10:33:43
15012
Share:
Facebook
Twitter
E-Mail
WhatsApp
Telegram
ଏହି ଅଭିନେତା ଓ ଅଭିନେତ୍ରୀଙ୍କୁ ମିଳିନାହିଁ ନିମନ୍ତ୍ରଣ

ମୁମ୍ଵାଇ: ଅଯୋଧ୍ୟା ପ୍ରାଣ ପ୍ରତିଷ୍ଠା ସମାରୋହ ପାଇଁ ପ୍ରସ୍ତୁତ। ଏହି ବିଶେଷ କାର୍ୟ୍ୟ ପାଇଁ ୧୧୦୦୦ ଲୋକଙ୍କୁ ନିମନ୍ତ୍ରଣ କରାଯାଇଛି । ସିନେମା ଜଗତର ଅନେକ ସେଲିବ୍ରିଟି ଏଠାରେ ପହଞ୍ଚିଛନ୍ତି। କେତେକ ଏହି ମହାନ୍ କାର୍ୟ୍ୟକ୍ରମରେ ଯୋଗଦେବା ପାଇଁ ଟ୍ରାଡିସନାଲ ପୋଷାକ ପିନ୍ଧି ସାମ୍ନାକୁ ଆସିଛନ୍ତି। କ୍ୟାଟ୍ରିନା କୈଫ, ବିକି କୌଶଲ, ରଣବୀର କପୁର, ଆଲିଆ ଭଟ୍ଟ, ମାଧୁରୀ ଦୀକ୍ଷିତଙ୍କ ସମେତ ଅନେକ ତାରକା ଅଯୋଧ୍ୟା ପହଞ୍ଚିଛନ୍ତି। ଯାହାର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରୁଛି। କିନ୍ତୁ ଆପଣ ଜାଣନ୍ତି କି ଏହି ମହାନ ସମାରୋହରେ ଅନେକ ସୁପରଷ୍ଟାରଙ୍କୁ ନିମନ୍ତ୍ରଣ କରାଯାଇ ନାହିଁ ।
ରିପୋର୍ଟ ଅନୁଯାୟୀ, ଏହି ତାଲିକାରେ ଏପରି ଅନେକ ନାମ ଅଛି। ଯେଉଁମାନେ ଏହି କାର୍ୟ୍ୟକ୍ରମରେ ଅଂଶଗ୍ରହଣ କରିବାକୁ ଆମନ୍ତ୍ରିତ ହୋଇନାହାଁନ୍ତି। ଏହି ତାଲିକାର ପ୍ରଥମ ନାମ ହେଉଛି ଶାହାରୁଖ ଖାନ । କିଙ୍ଗ୍ ଖାନଙ୍କ ନିକଟକୁ ନିମନ୍ତ୍ରଣ ପଠାଯାଇ ନାହିଁ। ଏହି ନିମନ୍ତ୍ରଣ ପଠାଇବା ପଛର କାରଣ ଏପର୍ୟ୍ୟନ୍ତ ଜଣାପଡିନାହିଁ ।
ଏପରିକି ସଲମାନ ଖାନଙ୍କୁ ମଧ୍ୟ ପ୍ରାଣ ପ୍ରତିଷ୍ଠା ସମାରୋହରେ ଅଂଶଗ୍ରହଣ କରିପାରିବେ ନାହିଁ। ତାଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇ ନାହିଁ। ସଲମାନଙ୍କ ବ୍ୟତୀତ ଅମୀର ଖାନଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇ ନାହିଁ।
ବଲିଉଡର ସବୁଠାରୁ ରୋମାଣ୍ଟିକ କପଲ ଦୀପିକା ପାଦୁକୋନ ଏବଂ ରଣଭୀର ସିଂଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇ ନାହିଁ।ସୈଫ ଅଲି ଖାନ ଏବଂ କରୀନା କପୁର ମଧ୍ୟ ଏଥିରେ ଯୋଗଦେବେ ନାହିଁ। କାରଣ ସେମାନେ ମଧ୍ୟ ନିମନ୍ତ୍ରଣ ପାଇନାହାଁନ୍ତି।
ବଲିଉଡ୍‌ର ସ୍ଲିମ୍‌ ଫିଟ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟି । ତାଙ୍କ ଡ୍ୟାନ୍ସ ସହିତ ହୃଦୟ ଜିତିଥିବା ଅଭିନେତ୍ରୀ ମଧ୍ୟ ଏହି କାର୍ୟ୍ୟକ୍ରମରେ ଯୋଗ ଦେଉନାହାଁନ୍ତି । ଏହି ତାଲିକାରେ ଅକ୍ଷୟ କୁମାର ମଧ୍ୟ ଅନ୍ତର୍ଭୁକ୍ତ। ତାଙ୍କୁ ଏହି ସମାରୋହ ପାଇଁ ନିମନ୍ତ୍ରଣ କରାଯାଇ ନାହିଁ। ଏହି ବିଶେଷ ଦିନ ପାଇଁ ସେ ସୋସିଆଲ ମିଡିଆରେ ସମସ୍ତଙ୍କୁ କାମନା କରିଛନ୍ତି। ସେ କହିଥିଲେ ଯେ ଆମେ ବର୍ଷ ବର୍ଷ ଧରି ଏହି ଦିନକୁ ଅପେକ୍ଷା କରିଥିଲୁ ଏବଂ ଆଜି ଏହି ଅପେକ୍ଷା ଶେଷ ହୋଇଛି। ଏପରିକି କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରା ମଧ୍ୟ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ପାଇଁ ନିମନ୍ତ୍ରଣ ପାଇନାହାଁନ୍ତି।

Powered by Froala Editor

Tags Ram mandir

Related articles Odisha News Lens 4.1

  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14437
    Jun 16, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ  ସଞ୍ଚିତାଙ୍କ ପରଲୋକ
    ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14621
    Jun 16, 2026
  •  ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15221
    Jun 16, 2026
  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍
    ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14696
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13314
    Jun 16, 2026
  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି
    ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14327
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14489
    Jun 16, 2026
  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' :  ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ
    ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14440
    Jun 16, 2026
  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    14959
    Jun 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14437
    Jun 16, 2026
  • ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    14959
    Jun 16, 2026
  • ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14060
    Jun 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16929
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17546
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17595
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17987
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14489
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14196
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15028
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13630
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15513
    Jun 09, 2026

ବାଣିଜ୍ୟ

ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ବ୍ରାଣ୍ଡ୍ ତଥା ନଅ ଦଶନ୍ଧିର ବିଶ୍ୱାସର ସଂସ୍କୃତି ସହିତ ଜଡ଼ିତ ଖିମଜୀ ଜୁଏଲର୍ସ ପକ୍ଷରୁ ତିନି-ଦିନିଆ ରଜ ମଉଜ ପାଳନ କରାଯାଇଛି । ଏଥି ସହିତ ଏହା ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଓ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14854
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15469
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15217
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15699
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14621
    Jun 16, 2026
  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15221
    Jun 16, 2026
  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    14959
    Jun 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In