Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ

  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

  • ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ...

  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ...

  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ...

  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ...

  • ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ...

  • ପେଟ୍ରୋଲିୟମ୍ ଗ୍ୟାସ୍ ଟ୍ୟାଙ୍କର ...

  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ...

  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ...

Home ›› ››ଅଜବ ଯୁକ୍ତି ଆଣିଲେ ଏହି ବ୍ୟକ୍ତି: ଟିକାର ଦ୍ୱିତୀୟ ଡୋଜ୍ ନେବା ପରେ ଦେହରେ ଲାଗୁଛି ଲୁହା ଜିନିଷ

ଅଜବ ଯୁକ୍ତି ଆଣିଲେ ଏହି ବ୍ୟକ୍ତି: ଟିକାର ଦ୍ୱିତୀୟ ଡୋଜ୍ ନେବା ପରେ ଦେହରେ ଲାଗୁଛି ଲୁହା ଜିନିଷ

2021-06-11 16:58:26
15036
Share:
Facebook
Twitter
E-Mail
WhatsApp
Telegram
ଅଜବ ଯୁକ୍ତି ଆଣିଲେ ଏହି ବ୍ୟକ୍ତି: ଟିକାର ଦ୍ୱିତୀୟ ଡୋଜ୍ ନେବା ପରେ ଦେହରେ ଲାଗୁଛି ଲୁହା ଜିନିଷ

କୋଭିଡ୍‌ ଟିକା ନେଇଥିବା ଲୋକଙ୍କଠାରେ ଅନେକ ପ୍ରକାରର ପାର୍ଶ୍ବ ପ୍ରତିକ୍ରିୟା ମଧ୍ୟ ଦେଖିବାକୁ ମିଳୁଛି। ଜ୍ୱର, ବାନ୍ତି, ଥଣ୍ଡା, ମୁଣ୍ଡବିନ୍ଧା ଟିକା ନେଲେ ଏମିତି ସବୁ ସାଧାରଣ ପାର୍ଶ୍ବ ପ୍ରତିକ୍ରିୟା ଲୋକଙ୍କଠାରେ ଦେଖାଯାଉଛି। କିନ୍ତୁ କୋଭିଡ୍‌ ଟିକା ନେଲା ପରେ ଏସବୁ ପାର୍ଶ୍ବ ପ୍ରତିକ୍ରିୟା ବଦଳରେ ଶରୀରରେ ଏକ ବିଚିତ୍ର ଶକ୍ତି ଉତ୍ପନ ହୋଇଥିବା ଦେଖିବାକୁ ମିଳିଛି। ମହାରାଷ୍ଟ୍ର ନାଶିକର ଅରବିନ୍ଦ ସୋନାର ନାମକ ଜଣେ ବ୍ୟକ୍ତି ଅଜବ ଦାବି ଆଣିଛନ୍ତି। ଦ୍ୱିତୀୟ ଟିକା ନେବା ପରେ ତାଙ୍କୁ ଚୁମ୍ବକୀୟ ଶକ୍ତି ମିଳିଛି। ଲୁହାରେ ତିଆରି ପଦାର୍ଥ ତାଙ୍କ ଦେହରେ ଲାଗି ରହୁଥିବା ସେ ଦାବି କରିଛନ୍ତି। ଏମିତିକି ବିଭିନ୍ନ ଷ୍ଟିଲ୍‌ ଏବଂ ଲୁହା ଜିନିଷ ତାଙ୍କ ଶରୀରରେ ଆପେ ଆପେ ଲାଗିଯାଉଛି। 

ପ୍ରଥମେ ଦେହର ଝାଳ କାରଣରୁ ଏଭଳି ହେଉଥିବା ଅରବିନ୍ଦଙ୍କ ପରିବାର ଲୋକେ ଅନୁମାନ କରୁଥିଲେ। କିନ୍ତୁ ଗାଧୋଇ ସାରିବା ପରେ ମଧ୍ୟ ଲୁହାରେ ପ୍ରସ୍ତୁତ ବିଭିନ୍ନ ସାମଗ୍ରୀ ତାଙ୍କ ଦେହରେ ଲାଗି ରହୁଥିବା ଜାଣିବାକୁ ପାଇଥିଲେ।

ଭିଡିଓ ଭାଇରାଲ ହେବା ପରେ ଏହାର କାରଣ ଜାଣିବା ପାଇଁ ସୋନାରଙ୍କ ଘରେ ପହଞ୍ଚିଥିଲେ ନାଶିକ ମ୍ୟୁନିସିପାଲ କର୍ପୋରେଶନର ଡାକ୍ତର। ତଦନ୍ତ ଶେଷ ହେବା ପରେ ହିଁ ଏହାର କାରଣ କହିପାରିବୁ । ଏ ସମ୍ପର୍କରେ ଆମେ ପ୍ରଥମେ ସରକାରଙ୍କୁ ଏକ ରିପୋର୍ଟ ପଠାଇବୁ। ପରେ ତଦନ୍ତ ଦରକାର କି ନାହିଁ ଜଣାପଡ଼ିବ ବୋଲି ଡାକ୍ତର ଅଶୋକ ଥୋରାଟ କହିଛନ୍ତି।

ରିପୋର୍ଟ ଅନୁଯାୟୀ, ସେ କୋଭିଶିଲ୍ଡର ୨ଟି ଡୋଜ ଟିକା ଗ୍ରହଣ କରିଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ ମହାରାଷ୍ଟ୍ରର ସ୍ୱାସ୍ଥ୍ୟ ମନ୍ତ୍ରୀ ଘଟଣାର ଯାଞ୍ଚ ନିର୍ଦେଶ ଦେଇଛନ୍ତି l 

Powered by Froala Editor

Tags sonar

Related articles Odisha News Lens 4.1

  • ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ୪ରେ ଫଳାଫଳ
    ଦେଶ-ଦେଶାନ୍ତର

    ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ୪ରେ ଫଳାଫଳ

    14446
    Mar 16, 2026
  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ
    ରାଜନୀତି

    ବିକ୍ରି ହୋଇଗଲେ ୩ ଜଣ ବିଧାୟକ

    13649
    Mar 16, 2026
  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ...
    ଦେଶ-ଦେଶାନ୍ତର

    ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ...

    13660
    Mar 16, 2026
  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ
    ଦେଶ-ଦେଶାନ୍ତର

    ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

    14486
    Mar 16, 2026
  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର

    15569
    Mar 16, 2026
  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ
    ଦେଶ-ଦେଶାନ୍ତର

    ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ

    14699
    Mar 16, 2026
  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ
    ଦେଶ-ଦେଶାନ୍ତର

    ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ

    13996
    Mar 16, 2026
  • ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ନିର୍ବାଚନ ମଣ୍ଡଳୀରୁ ଶୁଭେନ୍ଦୁଙ୍କୁ ପ୍ରାର୍ଥୀ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ନିର୍ବାଚନ ମଣ୍ଡଳୀରୁ ଶୁଭେନ୍ଦୁଙ୍କୁ ପ୍ରାର୍ଥୀ ...

    14925
    Mar 16, 2026
  • ପେଟ୍ରୋଲିୟମ୍ ଗ୍ୟାସ୍ ଟ୍ୟାଙ୍କର ଶିବାଲିକ୍ ପହଞ୍ଚିଲା ଗୁଜରାଟର ମୁନ୍ଦ୍ରା ବନ୍ଦରରେ
    ଦେଶ-ଦେଶାନ୍ତର

    ପେଟ୍ରୋଲିୟମ୍ ଗ୍ୟାସ୍ ଟ୍ୟାଙ୍କର ଶିବାଲିକ୍ ପହଞ୍ଚିଲା ଗୁଜରାଟର ମୁନ୍ଦ୍ରା ବନ୍ଦରରେ

    14085
    Mar 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍

    14006
    Mar 16, 2026
  • ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର

    15569
    Mar 16, 2026
  • ଦେଶ-ଦେଶାନ୍ତର

    ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

    13660
    Mar 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17372
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13745
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14199
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13950
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14520
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15135
    Mar 08, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14994
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ

    14699
    Mar 16, 2026
  • ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ୪ରେ ଫଳାଫଳ

    14446
    Mar 16, 2026
  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ

    13649
    Mar 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In