Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

ରାଜ୍ୟ
Home ›› ରାଜ୍ୟ ››ସାଧାରଣତନ୍ତ୍ର ଦିବସ-୨୦୨୪ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ସାଧାରଣତନ୍ତ୍ର ଦିବସ-୨୦୨୪ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

2024-01-25 16:21:03
15703
Share:
Facebook
Twitter
E-Mail
WhatsApp
Telegram
ସାଧାରଣତନ୍ତ୍ର ଦିବସ-୨୦୨୪ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଉଛି।


ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ପଟେଲ, ମୌଲାନା ଆଜାଦ, ଡଃ ବି.ଆର. ଆମ୍ବେଦକର, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ସହିଦ୍ ଲକ୍ଷ୍ଣଣ ନାଏକ, ବୀର ସୁରେନ୍ଦ୍ର ସାଏ, ମା ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀ ମାନଙ୍କ  ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।


ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଆମର  ଜୱାନ ମାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

 

ଆମ ଦେଶ ମହାତ୍ମା ଗାନ୍ଧୀ, ସୁଭାଷଙ୍କ ଦେଶ। ସତ୍ୟ, ଶାନ୍ତି  ଅହିଂସା ନ୍ୟାୟ  ଓ  ସମତା  ଓ  ବିକାଶ ର ରାସ୍ତାରେ ଆମେ ଚାଲୁଛୁ। 


 ଆଜି ବିଭିନ୍ନ କ୍ଷେତ୍ରରେ ବିଶ୍ଵ ଦରବାରରେ ଭାରତର ପ୍ରତିଷ୍ଠା ବୃଦ୍ଧି ପାଉଛି।


ଦେଶର ବିକାଶରେ ସବୁ ରାଜ୍ୟର ଅବଦାନ ରହିଛି। ଆମ ଓଡ଼ିଶାର ମଧ୍ୟ  ଗୁରୁତ୍ବପୁର୍ଣ ଭୂମିକା ରହିଛି। ଗତ କୋଡ଼ିଏ ବର୍ଷ ମଧ୍ୟରେ ଓଡ଼ିଶା ବିକାଶର ସବୁ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିଛି। ଓଡ଼ିଶା ରୂପାନ୍ତର  ପଥରେ ଆଗେଇ ଚାଲିଛି। ଓଡ଼ିଶାର ବିକାଶ  ଅନ୍ୟ ମାନଙ୍କ ଆଦର୍ଶ ହୋଇଛି।


ମହାପ୍ରଭୁ  ଜଗନ୍ନାଥ  ଓଡ଼ିଆ  ଜାତିର  ଶ୍ରେଷ୍ଠ  ପରିଚୟ । ତାଙ୍କ  ଇଚ୍ଛାରେ ଶ୍ରୀମନ୍ଦିର  ପରିକ୍ରମା  ପ୍ରକଳ୍ପ ସମ୍ପୂର୍ଣ୍ଣ  ହୋଇଛି । 


ସମଲେଇ  ପ୍ରକଳ୍ପ ମଧ୍ୟ ଖୁବ୍  ଶୀଘ୍ର  ଲୋକାର୍ପିତ  ହେବାକୁ  ଯାଉଛି । ଆମର  କୀର୍ତ୍ତି  ହେଉଛି  ଆମ  ସ୍ୱାଭିମାନ  ଓ  ଅସ୍ମିତାର ପରିଚୟ। ସତ୍ୟବାଦୀଠାରେ ଓଡିଆ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ୍‌ ଲୋକାର୍ପିତ ହୋଇଛି। ଓଡିଆ ଭାଷା ସାହିତ୍ୟର ଅଭିବୃଦ୍ଧି କ୍ଷେତ୍ରରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। 


ଓଡ଼ିଶାର ଅର୍ଥନୈତିକ ବିକାଶ ଖୁବ୍ impressive ଅଛି। National average ଠାରୁ ଅଧିକ ଅଛି। ଗରିବୀ କମ କରିବାରେ ଓଡ଼ିଶା ଏକ ଟପ୍ performer । ନୀତି ଆୟୋଗ ରିପୋର୍ଟ କହୁଛି ଗତ ନଅ ବର୍ଷ ମଧ୍ୟରେ ଏକ କୋଟିରୁ ଅଧିକ ଲୋକ ଗରିବିରୁ  ମୁକ୍ତ  ହୋଇଛନ୍ତି।


 ଆମର 5T  ନୀତି ଯୋଗୁ governance effective ହେଉଛି। ଆମର ସବୁ ଯୋଜନାର ସୁଫଳ ଲୋକ ଠିକ୍ ଭାବେ ପାଉଛନ୍ତି।  ଶିକ୍ଷା  ଠାରୁ  ଆରମ୍ଭ  କରି   ସ୍ଵାସ୍ଥ୍ୟ   ଯୋଗାଯୋଗ  ଜଳସେଚନ  ପରିବହନ sports ସବୁ  କ୍ଷେତ୍ରରେ  ରୂପାନ୍ତର  ଓଡ଼ିଶାର  ବିକାଶକୁ  ଉଜ୍ଜ୍ବଳ  କରିଛି । 

ମୋ ସରକାର ଗାଁ କୁ  ବିକାଶର କେନ୍ଦ୍ର କରିଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଗାଁ ଗାଁ ରେ ଜଗନ୍ନାଥ ସଂସ୍କୃତିର ସୁରକ୍ଷା, ପ୍ରସାର କରାଯାଉଛି।  ଗାଁରେ ଡିଜିଟାଲ infrastructureର ବିକାଶ କରାଯାଉଛି। ଲକ୍ଷ୍ମୀ ବସ ଯୋଜନା ଗାଁ ରେ ଯୋଗାଯୋଗ କ୍ଷେତ୍ରରେ ରୂପାନ୍ତର ଆଣିଛି। ଗାଁ ର  socio economic system  କୁ ଏହା ନୂଆ ଜୀବନ ଦେଇଛି। 


ଚାଷ ଓ ଚାଷୀ ର ଉନ୍ନତି ପାଇଁ ମୁଁ ସବୁବେଳେ ଗୁରୁତ୍ଵ ଦେଇ ଆସିଛି। 


ମା ମାନେ  କେବଳ  ପରିବାର  ନୂହେଁ  ଆମ  ସମାଜର ଶକ୍ତି।  ମିଶନ ଶକ୍ତି ଆଜି ୭୦ ଲକ୍ଷ ମା ମାନଙ୍କୁ ବିକାଶର partner କରିଛି।  ମା ମାନଙ୍କ ଉପରେ ମୋର ଖୁବ୍ ଭରସା ଅଛି।  


 Start up କ୍ଷେତ୍ରରେ  ଆଜି ଓଡ଼ିଶା ରାଜ୍ୟମାନଙ୍କ ମଧ୍ୟରେ ଶୀର୍ଷରେ। ଭାରତ ସରକାରଙ୍କ ଠାରୁ ଏଥିପାଇଁ ଆମେ ପୁରସ୍କାର ପାଇଛୁ। ଶିଳ୍ପ, ସୂଚନା ପ୍ରଯୁକ୍ତି, Start Up ସବୁଥିରେ ଓଡ଼ିଶା ଏବେ ଆଗରେ ରହିଛି। 

ଆମର ନୀତି ଓ ଯୁବ ସମାଜର ପାରଦର୍ଶିତା ଯୋଗୁ IBM, Deloitte, Accenture, Cognizant ଭଳି ବହୁରାଷ୍ଟ୍ରୀୟ କମ୍ପାନୀ ସେମାନଙ୍କର ସଂସ୍ଥାଗୁଡିକ ପ୍ରତିଷ୍ଠା ପାଇଁ ଓଡିଶାକୁ ପସନ୍ଦ କରୁଛନ୍ତି। 


ସବୁ ଜୀବନ ମୂଲ୍ୟବାନ। ଏହି ନୀତିରେ ଆମର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ବହୁତ୍ ଭଲ କାମ କରୁଛି। ଏହାକୁ ଆଗକୁ ନେଇ ଆମେ BSKY ନବୀନ କାର୍ଡ ଆରମ୍ଭ କରିଛୁ। ଏହାଦ୍ବାରା ରାଜ୍ୟର  ଚାରି କୋଟିରୁ ଅଧିକ ଲୋକଙ୍କ ଚିକିତ୍ସା ଚିନ୍ତା ଦୂର  ହୋଇଛି ।


ଆମର ବିକାଶ model ସମସ୍ତଙ୍କ ପାଇଁ   ସୁଯୋଗ ଆଣିଛି। ସମସ୍ତେ ବିକାଶର partner ହୋଇଛନ୍ତି। ସମସ୍ତଙ୍କ ସହଯୋଗରେ ଓଡ଼ିଶା ଆଗକୁ ବଢୁଛି। ସମସ୍ତଙ୍କ ସହଯୋଗରେ ଆମେ ନୂଆ ଓଡ଼ିଶା ଗଢ଼ିବା ।  ଆମ  ଓଡିଶା  ହେବ ଶ୍ରେଷ୍ଠ ଓଡ଼ିଶା । ସଶକ୍ତ  ଓଡିଶା । 


ଜୟ ହିନ୍ଦ୍।

ବନ୍ଦେ ଉତ୍କଳ ଜନନୀ

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14929
    Oct 15, 2026
  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15495
    Oct 14, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13906
    Oct 14, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15204
    Oct 15, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14326
    Oct 15, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14972
    Oct 14, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13594
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15640
    Oct 14, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13515
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14326
    Oct 15, 2026
  • ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    14033
    Oct 14, 2026
  • ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15640
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17181
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17874
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17824
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18244
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14585
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14690
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15694
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14368
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16104
    Sep 23, 2026

ବାଣିଜ୍ୟ

BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

ଭାରତୀୟ ଶେୟାର ବଜାରରେ ଜୋରଦାର ଉତ୍ସାହ ଦେଖିବାକୁ ମିଳିଛି। BSE ସେନ୍‌ସେକ୍ସ ଓ NSE ନିଫ୍ଟି ୫୦ ଉଭୟ ୧ ପ୍ରତିଶତରୁ ଅଧିକ ବୃଦ୍ଧି ସହ କାରବାର ଶେଷ କରିଛନ୍ତି। କାରବାର ଶେଷରେ BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବା ୧.୫୪ ପ୍ରତିଶତ ବୃଦ୍ଧି ପାଇ ୭୩,୦୩୩.୭୮ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି NSE ନିଫ୍ଟି ୫୦ ୩ ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15039
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15563
    Oct 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    14033
    Oct 14, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14972
    Oct 14, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13515
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In