Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୨ ପର୍ବତୀୟ ରେଡାର ମିଳିବ ଭାରତୀୟ ବାୟୁ ...

  • ଆମେରିକାରେ ବଡ଼ ସାମରିକ ଅଦଳବଦଳ, ...

  • ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ...

  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ...

  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ...

  • ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ...

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ...

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

Home ›› ››୧୧୩୨ ଜଣଙ୍କୁ ସାହସିକତା ସମ୍ମାନ

୧୧୩୨ ଜଣଙ୍କୁ ସାହସିକତା ସମ୍ମାନ

2024-01-25 17:29:01
15106
Share:
Facebook
Twitter
E-Mail
WhatsApp
Telegram
୧୧୩୨ ଜଣଙ୍କୁ ସାହସିକତା ସମ୍ମାନ

ସାଧାରଣତନ୍ତ୍ର ଦିବସ ପାଳନ ପୂର୍ବ ସନ୍ଧ୍ୟାରେ ଦେଶର ୧,୧୩୨ ଜଣ ପୋଲିସ କର୍ମଚାରୀଙ୍କୁ ବିଭିନ୍ନ ବର୍ଗରେ ବୀରତ୍ୱ ଓ ସେବା ମେଡାଲରେ ସମ୍ମାନିତ କରାଯାଇଛି। ପୁଲିସ, ଅଗ୍ନିଶମ, ହୋମଗାର୍ଡ, ସିଭିଲ ଡିଫେନ୍ସ ଆଦି କ୍ଷେତ୍ରରେ ଉତ୍କୃଷ୍ଠତା ଏବଂ ସାହସିକତା ପ୍ରଦର୍ଶନ କରିଥିବା ବ୍ୟକ୍ତିଙ୍କୁ ଏହି ସମ୍ମାନ ଦିଆଯାଇଛି। ଗୃହ ମନ୍ତ୍ରଣାଳୟ ପ୍ରକାଶ କରିଥିବା ସରକାରୀ ବିବୃତ୍ତି ଅନୁଯାୟୀ, ଚଳିତ ବର୍ଷ ଦୁଇଜଣ ସୁରକ୍ଷା କର୍ମୀଙ୍କୁ ରାଷ୍ଟ୍ରପତି ସାହସିକତା ସମ୍ମାନ ପ୍ରଦାନ କରାଯିବ। ୨୭୫ ଜଣ କର୍ମଚାରୀ ସାହସିକତା ସମ୍ମାନ ପାଇବେ। 

୨୭୭ ବୀରତ୍ୱ ପୁରସ୍କାରରୁ ୧୧୯ଟି ମାଓବାଦୀ ଅଧ୍ୟୁଷିତ ଅଞ୍ଚଳରେ ନିୟୋଜିତ ଯବାନଙ୍କ ପାଇଁ ଉଦ୍ଦିଷ୍ଟ ଥିବାବେଳେ ଅନ୍ୟ ୧୩୩ଟି ଜମ୍ମୁ-କଶ୍ମୀର ଅଞ୍ଚଳର ଯବାନଙ୍କୁ ପ୍ରଦାନ କରାଯିବ। ଜାତିସଂଗ ପକ୍ଷରୁ କଙ୍ଗୋରେ ଶାନ୍ତିରକ୍ଷା ପାଇଁ ନିୟୋଜିତ ଥାଇ ନିହତ ହୋଇଥିବା ବିଏସ୍‌ଏଫ୍‌ ହେଡ୍‌ କନ୍‌ଷ୍ଟେବଲ ସନଓ୍ବାଲା ରାମ ବିଷ୍ଣୋଇ ଏବଂ ଶିଶୁପାଳ ସିଂଙ୍କୁ ମରଣୋତ୍ତର ଭାବେ ରାଷ୍ଟ୍ରପତି ବୀରତ୍ୱ ସମ୍ମାନ ପ୍ରଦାନ କରାଯିବ। 

ଜମ୍ମୁ-କଶ୍ମୀର ପୋଲିସକୁ ସର୍ବାଧିକ ୭୨ ବୀରତ୍ୱ ମେଡାଲ ମିଳିବାକୁ ଥିବାବେଳେ ୬୫ଟି ସିଆର୍‌ପିଏଫ୍‌ ଯବାନଙ୍କୁ ମିଳିବ। ଏହା ବ୍ୟତୀତ ମହାରାଷ୍ଟ୍ରରୁ ୧୮, ଛତିଶଗଡ଼ରୁ ୨୬, ଝାଡ଼ଖଣ୍ଡରୁ ୨୩, ଓଡ଼ିଶାରୁ ୧୫, ଦିଲ୍ଲୀରୁ ୮ ଏବଂ ସଶସ୍ତ୍ର ସୁରକ୍ଷା ବଳ(ଏସ୍‌ଏସ୍‌ବି)ରୁ ୨୧ ଯବାନଙ୍କୁ ବୀରତ୍ୱ ସମ୍ମାନରେ ସମ୍ମାନିତ କରାଯିବ।

Powered by Froala Editor

Tags medal

Related articles Odisha News Lens 4.1

  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ
    ଦେଶ-ଦେଶାନ୍ତର

    ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ

    14604
    Apr 02, 2026
  •  ଏବେ ଦିଲ୍ଲୀବାସୀଙ୍କ ପାଇଁ  ବିଦ୍ୟୁତ୍ ସେବା ପାଇବା ହେବ ସହଜ
    ଦେଶ-ଦେଶାନ୍ତର

    ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ସେବା ପାଇବା ହେବ ସହଜ

    13841
    Apr 02, 2026
  •  ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ
    ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15104
    Apr 02, 2026
  • ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ଉପରେ ଲଗାଇଲେ ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ଉପରେ ଲଗାଇଲେ ୧୦୦ ପ୍ରତିଶତ ଶୁଳ୍କ

    14425
    Apr 03, 2026
  • ଆମେରିକାରେ ବଡ଼ ସାମରିକ ଅଦଳବଦଳ, ସେନାମୁଖ୍ୟଙ୍କୁ ତୁରନ୍ତ ଅବସର
    ଦେଶ-ଦେଶାନ୍ତର

    ଆମେରିକାରେ ବଡ଼ ସାମରିକ ଅଦଳବଦଳ, ସେନାମୁଖ୍ୟଙ୍କୁ ତୁରନ୍ତ ଅବସର

    13433
    Apr 03, 2026
  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...
    ଦେଶ-ଦେଶାନ୍ତର

    ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...

    13836
    Apr 02, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ
    ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    14104
    Apr 01, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ
    ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15820
    Apr 01, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14442
    Apr 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15820
    Apr 01, 2026
  • ଦେଶ-ଦେଶାନ୍ତର

    ୨ ପର୍ବତୀୟ ରେଡାର ମିଳିବ ଭାରତୀୟ ବାୟୁ ସେନାକୁ, ଦୁର୍ଗମ ଅଞ୍ଚଳ ପାଇଁ ହେବ ଅଧିକ ଲାଭଦାୟକ

    14538
    Apr 03, 2026
  • ଦେଶ-ଦେଶାନ୍ତର

    ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ସେବା ପାଇବା ହେବ ସହଜ

    13841
    Apr 02, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17397
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17457
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17807
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16284
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15104
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14501
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15960
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15450
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16180
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15309
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15038
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15542
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13838
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15104
    Apr 02, 2026
  • ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ଉପରେ ଲଗାଇଲେ ୧୦୦ ପ୍ରତିଶତ ଶୁଳ୍କ

    14425
    Apr 03, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    14104
    Apr 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In