Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ମାସକରେ ୧୫ ହଜାର ଖସିଲାଣି ସୁନା

  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ...

  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ...

Home ›› ››୨୯ରେ ଓଡ଼ିଶା ଆସିବେ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ

୨୯ରେ ଓଡ଼ିଶା ଆସିବେ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ

2024-01-27 14:38:12
14425
Share:
Facebook
Twitter
E-Mail
WhatsApp
Telegram
୨୯ରେ ଓଡ଼ିଶା ଆସିବେ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ

ଭୁବନେଶ୍ୱର, ୨୭ା୧ : ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ଆସନ୍ତା ୨୯ ତାରିଖରେ ‘ଓଡ଼ିଶା ବଂଚାଅ’ 

ସମାବେଶରେ ଯୋଗଦେବେ । ସେ ଅଧ୍ୟକ୍ଷ ହେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ଏହି ପରିପ୍ରେକ୍ଷୀରେ କଂଗ୍ରେସ 

ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକ 

କହିଥିଲେ ଯେ ଶ୍ରୀଯୁକ୍ତ ଖଡ୍‌ଗେ ତଳସ୍ତରରୁ ଜଣେ ସାଧାରଣ କଂଗ୍ରେସ କର୍ମୀଭାବେ ଜୀବନ ଆରମ୍ଭ କରି ନିଜର ଚେଷ୍ଟା, ନିଷ୍ଠା ଓ 

ସମର୍ପଣ ପାଇଁ ଏବେ ସେ ଅଖିଳ ଭାରତ କଂଗ୍ରେସ କମିଟିର ଅଧ୍ୟକ୍ଷ ପଦରେ ଅବସ୍ଥାପିତ ହୋଇପାରିଛନ୍ତି । ସେ ଜଣେ ଅନୁଭବୀ 

ନେତା ଭାବେ ଦେଶକୁ ଅତି ନିକଟରୁ ଦେଖିଥିବାବେଳେ ଓଡ଼ିଶାର ଅବସ୍ଥାକୁ ମଧ୍ୟ ଭଲଭାବେ ବୁଝିଛନ୍ତି । ଶ୍ରୀ ପଟ୍ଟନାୟକ 

କହିଥିଲେ ଯେ ବିଜେଡି ଶାସନର ୨୪ ବର୍ଷ ପରେ ମଧ୍ୟ ୫୨% ଲୋକ ଆଜିବି ଗରିବ । ରାଜ୍ୟରେ ହାରାହାରି ୨ଲକ୍ଷ ସରକାରୀ 

ପଦବୀ ଖାଲି ପଡ଼ିଥିବାବେଳେ ୧୦ଲକ୍ଷ ପଞ୍ଜୀକୃତ ବେକାର ଶିକ୍ଷିତ ଯୁବକଯୁବତୀ ବେସାହାରା ହୋଇପଡ଼ିଛନ୍ତି । ଆଜି ବି 

ସାଧାରଣ ଲୋକ ମୌଳିକ ସୁବିଧା ସୁଯୋଗରୁ ବଂଚିତ ହେଉଛନ୍ତି । ଅପରପକ୍ଷରେ ଓଡ଼ିଆ ଜାତିକୁ ଧ୍ୱଂସ କରିବାକୁ ରୀତିମତ 

ଷଡଯନ୍ତ୍ର ରଚାଯାଉଛି । ଏପରିକି ଅଣଓଡ଼ିଆଙ୍କ ହାତକୁ ଶାସନ କ୍ଷମତା ଟେକି ଦେବାପାଇଁ ମସୁଧା ଚାଲିଛି, ଯାହାକୁ କଂଗ୍ରେସ 

କେବେ ବରଦାସ୍ତ କରିବ ନାହିଁ । ଓଡ଼ିଶାରେ ଓଡ଼ିଆଙ୍କ ହକ୍ ରହିଛି । ଏହି ହକ୍ ଉପରେ ଆକ୍ରମଣ ହେଲେ ଓଡ଼ିଶା କଂଗ୍ରେସ କେବେ ଚୁପ୍ ହୋଇ ବସିବ ନାହିଁ । 

ଉକ୍ତ ସାମ୍ବାଦିକ ସମ୍ମିଳନୀରେ ଏଆଇସିସି ଅଧ୍ୟକ୍ଷଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ପାଇଁ ନିଯୁକ୍ତ ଅଧ୍ୟକ୍ଷ ତଥା ପିସିସିର ପୂର୍ବତନ 

ସଭାପତି ଜୟଦେବ ଜେନା କହିଛନ୍ତି ଯେ ରାଜ୍ୟରେ ଭ୍ରଷ୍ଟାଚାର, ଦୁର୍ନୀତି ଓ ଅତ୍ୟାଚାର ସୀମା ଟପିଛି । ବିଜେଡି-ବିଜେପି 

ଅଘୋଷିତ ମେଂଟ ଏବେ ସାର୍ବଜନୀନ ହୋଇଛି । ଏମାନଙ୍କର ଦୌରାତ୍ମ୍ୟରୁ ରାଜ୍ୟକୁ ମୁକ୍ତ କରିବା ପାଇଁ ‘ଓଡ଼ିଶା ବଂଚାଅ’ 

ସମାବେଶରେ ଯୋଗଦେବାକୁ ଖଡ୍‌ଗେଜୀ ଓଡ଼ିଶା ଆସୁଛନ୍ତି । ସ୍ୱତଃପ୍ରବୃତ ଭାବେ ‘ଓଡ଼ିଶା ବଂଚାଅ’କାର୍ଯ୍ୟକ୍ରମରେ ଯୋଗଦେବାକୁ 

ଶ୍ରୀ ଜେନା ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି । ସାମ୍ବାଦିକମାନଙ୍କୁ ସମ୍ବୋଧନ କରି ପିସିସିର ପୂର୍ବତନ ସଭାପତି ପ୍ରସାଦ ହରିଚନ୍ଦନ 

କହିଛନ୍ତି ଯେ ୨୦୨୪ ମସିହାରେ ହେବାକୁ ଥିବା ଅଷ୍ଟାଦଶ ଲୋକସଭା ଓ ସପ୍ତଦଶ ବିଧାନସଭା ନିର୍ବାଚନ ପୂର୍ବରୁ ଏଆଇସିସି ସଭାପତିଙ୍କ ଓଡ଼ିଶାଗସ୍ତ କାର୍ଯ୍ୟକ୍ରମ ଦୁଇଟି ଦିଗରୁ ମହତ୍ୱପୂର୍ଣ୍ଣ । ସେ ଆହୁରି କହିଥିଲେ ଯେ ଉଭୟ ବିଜେଡି ଓ ବିଜେପିଙ୍କ ଚୋରା ପୀରତି ଧରାପଡ଼ିଯାଇଛି । ୧୦ ବର୍ଷ ମିଶି ସରକାର କରିବା ପରେ ଲିଭ୍‌ଇନ୍ ରିଲେସନ୍‌ସିପ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ୁଛି ।ବିଜେଡି ୨୪ ବର୍ଷ ପରେ ନୂଆ-ଓଡ଼ିଶା ଗଢିବା କଥା କହୁଛି ତେବେ ୨୩ବର୍ଷ ପୂର୍ବରୁ ଗଢିପାରିଲେନି କାହିଁକି ବୋଲି ସେ ପ୍ରଶ୍ନ କରିଥିଲେ । ଉଭୟଙ୍କ ଚିତ୍ର ଓ ଚରିତ୍ରକୁ ରାଜ୍ୟବାସୀ ବୁଝି ଗଲେଣି ଏବେ ବିଜେଡି ଓ ବିଜେପିକୁ ହଟାଇବାର ସମୟ ଆସିଛି । 

ପିସିସି ଗଣମାଧ୍ୟମ ବିଭାଗର ଅଧ୍ୟକ୍ଷ ଡଃ ବିଶ୍ୱରଂଜନ ମହାନ୍ତି କହିଥିଲେ ଯେ ଓଡ଼ିଶା ଓ ଓଡ଼ିଆ ଅସ୍ମିତା ପାଇଁ ହେଉଥିବା ଲଢେଇକୁ 

ଶକ୍ତିଶାଳୀ କରିବ ‘ଓଡ଼ିଶା ବଂଚାଅ’ ସମାବେଶ । ଏହି ସମ୍ମିଳନୀରେ ଏଆଇସିସିର ସମ୍ପାଦକ ତଥା ଓଡ଼ିଶାର ସହପ୍ରଭାରୀ ଶ୍ରୀ 

ସାହାନାୱାଜ ଚୌଧୁରୀ ଏବଂ ପିସିସି ସାମାଜିକ ଗଣମାଧ୍ୟମର ଅଧ୍ୟକ୍ଷ ଶ୍ରୀ ଅମୀୟ ପାଣ୍ଡବ ଉପସ୍ଥିତ ଥିଲେ ।

Powered by Froala Editor

Tags Opcc , ODISHA CONGRESS, mahadeb app

Related articles Odisha News Lens 4.1

  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15520
    Jul 01, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15182
    Jul 01, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15512
    Jul 02, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13634
    Jul 01, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା
    ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    14182
    Jul 01, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14077
    Jul 02, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14732
    Jul 01, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15098
    Jul 01, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ
    ଦେଶ-ଦେଶାନ୍ତର

    ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15879
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15512
    Jul 02, 2026
  • ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15520
    Jul 01, 2026
  • ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15182
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16960
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17572
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17622
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18020
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14442
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14263
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15883
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15756
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15396
    Jun 22, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15384
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14901
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14732
    Jul 01, 2026
  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15520
    Jul 01, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15182
    Jul 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In