Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ ...

  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ...

  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ...

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ...

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ...

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ...

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ...

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

Home ›› ››ଜଜ୍‌ ବିରୋଧରେ ଜଜ୍‌ଙ୍କ ଅଭିଯୋଗ, ସମସ୍ତ ଶୁଣାଣି ସ୍ଥଗିତ

ଜଜ୍‌ ବିରୋଧରେ ଜଜ୍‌ଙ୍କ ଅଭିଯୋଗ, ସମସ୍ତ ଶୁଣାଣି ସ୍ଥଗିତ

2024-01-27 20:07:52
14898
Share:
Facebook
Twitter
E-Mail
WhatsApp
Telegram
ଜଜ୍‌ ବିରୋଧରେ ଜଜ୍‌ଙ୍କ ଅଭିଯୋଗ, ସମସ୍ତ ଶୁଣାଣି ସ୍ଥଗିତ

କଲିକତା ହାଇକୋର୍ଟରେ ଜଣେ ବିଚାରପତିଙ୍କ ବିରୋଧରେ ଅନ୍ୟ ଜଣେ ବିଚାରପତି ଆଣିଛନ୍ତି ସାଂଘାତିକ ଅଭିଯୋଗ। ନକଲି ଜାତିପ୍ରମାଣପତ୍ର ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦ୍ୱାରା ତଦନ୍ତକୁ ନେଇ କଲିକତା ହାଇକୋର୍ଟର ଦୁଇ ଖଣ୍ଡପୀଠ ଓ ଖଣ୍ଡପୀଠ ମଧ୍ୟରେ ଏକ ବିରଳ ସଂଘର୍ଷ ଦେଖିବାକୁ ମିଳିଥିବା ବେଳେ ସୁପ୍ରିମକୋର୍ଟ ସମସ୍ତ ଶୁଣାଣିକୁ ସ୍ଥଗିତ ରଖିଛନ୍ତି।

ଘଟଣାର ଗୁରୁତ୍ୱକୁ ଦେଖି ସୁପ୍ରିମକୋର୍ଟ ନିଜ ଆଡୁ ଆସନ୍ତାକାଲି ଏହାର ଶୁଣାଣି କରିବା ପାଇଁ ତାଲିକାଭୁକ୍ତ କରିଛନ୍ତି। ସକାଳ ସାଢ଼େ ୧୦ଟାରେ ପ୍ରଧାନବିଚାରପତି ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ସମେତ ୫ ଜଣ ବରିଷ୍ଠ ବିଚାରପତି ଏହାର ଶୁଣାଣି କରିବେ।

କଲିକତା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଅଭିଜିତ ଗଙ୍ଗୋପାଧ୍ୟାୟ ପଶ୍ଚିମବଙ୍ଗର ବିଭିନ୍ନ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଏମ୍‌ବିବିଏସ୍‌ ପାଠ୍ୟକ୍ରମରେ ନାମଲେଖାରେ ଦୁର୍ନୀତି ହୋଇଥିବା ଅଭିଯୋଗ ଉପରେ ଶୁଣାଣି କରି ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

ଏହି ନିର୍ଦ୍ଦେଶ ବିରୋଧରେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ସରକାର ଜଷ୍ଟିସ୍‌ ସୌମେନ ସେନ୍‌ଙ୍କ ଡିଭିଜନ ବେଞ୍ଚରେ ଆବେଦନ କରିଥିଲେ। ଡିଭିଜନ ବେଞ୍ଚ ଜଷ୍ଟିସ୍ ଅଭିଜିତ ଗଙ୍ଗୋପାଧ୍ୟାୟ ଦେଇଥିବା ସିବିଆଇ ତଦନ୍ତ ନିର୍ଦ୍ଦେଶ ଉପରେ ରହିତାଦେଶ ଦେଇଥିଲେ। ଡିଭିଜନ ବେଞ୍ଚ ରହିତାଦେଶ ଲଗାଇବା ପରେ ଜଷ୍ଟିସ୍ ଅଭିଜିତ ଗଙ୍ଗୋପାଧ୍ୟାୟ ପୁଣି ଏହାକୁ ଗୁରୁତ୍ୱର ସହିତ ନେଇଥିଲେ। ଡିଭିଜନ ବେଞ୍ଚର ନିର୍ଦ୍ଦେଶ ସତ୍ତ୍ୱେ ମାମଲାର ତଦନ୍ତ କରିବାକୁ ସେ ସିବିଆଇକୁ ନିର୍ଦ୍ଦେଶ ଦେଇଥିଲେ।

ଜଷ୍ଟିସ ଅଭିଜିତ ଗଙ୍ଗୋପାଧ୍ୟାୟ ତାଙ୍କର ଏହି ନୂଆ ନିର୍ଦ୍ଦେଶର ଏକକିତା ନକଲ ଭାରତର ପ୍ରଧାନ ବିଚାରପତି ଓ କଲିକତା ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ପାଖକୁ ପଠାଇବା ପାଇଁ ହାଇକୋର୍ଟର ରେଜିଷ୍ଟ୍ରାର ଜେନେରାଲଙ୍କୁ କହିଥିଲେ।

ତାଙ୍କ ନୂଆ ନିର୍ଦ୍ଦେଶରେ ଜଷ୍ଟିସ୍ ଅଭିଜିତ ଗଙ୍ଗୋପାଧ୍ୟାୟ କେବଳ ଡିଭିଜନ ବେଞ୍ଚର ନିର୍ଦ୍ଦେଶକୁ ଏଡାଇ ଦେଇ ନାହାନ୍ତି, ବରଂ ଡିଭିଜିନ ବେଞ୍ଚ ଦେଇଥିବା ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ଯାଞ୍ଚ କରନ୍ତୁ ବୋଲି କହିଛନ୍ତି। ଜାନୁଆରି ୨୯ (ସୋମବାର) ଦିନ ସୁପ୍ରିମକୋର୍ଟ ଏହି ମାମଲାର ପୁନର୍ବାର ଶୁଣାଣି କରିବେ।

Powered by Froala Editor

Tags judge

Related articles Odisha News Lens 4.1

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ
    ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15397
    Jun 26, 2026
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା
    ଦେଶ-ଦେଶାନ୍ତର

    କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    15184
    Jun 26, 2026
  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା
    ଦେଶ-ଦେଶାନ୍ତର

    ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15431
    Jun 27, 2026
  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ
    ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15598
    Jun 26, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15178
    Jun 25, 2026
  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର
    ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15624
    Jun 26, 2026
  •  ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ
    ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13741
    Jun 27, 2026
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର
    ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14325
    Jun 26, 2026
  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା
    ଦେଶ-ଦେଶାନ୍ତର

    ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15293
    Jun 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15624
    Jun 26, 2026
  • ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13741
    Jun 27, 2026
  • ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14325
    Jun 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16952
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17565
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17616
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18013
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15397
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15478
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15254
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15083
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15698
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13790
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14884
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15497
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15252
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15624
    Jun 26, 2026
  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15431
    Jun 27, 2026
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14325
    Jun 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In