Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ...

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା ...

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ...

  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏନଡିଏ ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହେଲେ ନୀତିଶ

ଏନଡିଏ ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହେଲେ ନୀତିଶ

2024-01-28 09:23:40
16091
Share:
Facebook
Twitter
E-Mail
WhatsApp
Telegram
ଏନଡିଏ ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହେଲେ  ନୀତିଶ


ପାଟନା: ନୀତୀଶ କୁମାର ଏନଡିଏ ବିଧାୟକ ଦଳ ନେତାଭାବେ ନିର୍ବାଚିତ ହୋଇଛନ୍ତି । ଆଜି ଅନୁଷ୍ଠିତ ଏନଡିଏ ବିଧାୟକ ଦଳ ବୈଠକରେ ନୀତୀଶ କୁମାର ଏନଡିଏ ବିଧାୟକ ଦଳ ନେତାଭାବେ ନିର୍ବାଚିତ ହୋଇଛନ୍ତି ।

ପ୍ରକାଶ ଯେ  ବିହାରରେ ଭାଙ୍ଗିଲା ଆରଜେଡି-ଜେଡିୟୁ ମେଣ୍ଟ ସରକାର । ଆଜିଠୁ ରାଜ୍ୟରେ ଆରମ୍ଭ ହେବ ଜେଡିୟୁ-ଏନଡିଏ ମେଣ୍ଟ ସରକାର । ଦ୍ବିତୀୟ ଥର ଲାଗି ଏହି ସରକାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନୀତିଶ କୁମାର । ସନ୍ଧ୍ୟା ୫ଟାରେ ହେବ ଶପଥ ଗ୍ରହଣ ସମାରୋହ ।

ଇସ୍ତଫା ପରେ ନୀତିଶ କୁମାରଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ସେ କହିଛନ୍ତି ଯେ, ଆଜି ମୁଁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛି ଏବଂ ରାଜ୍ୟରେ ଜେଡିୟୁ-ଆରଜେଡି ସରକାର ଭଙ୍ଗ କରିବାକୁ ରାଜ୍ୟପାଳଙ୍କୁ ମଧ୍ୟ କହିଛି । ସବୁକିଛି ଠିକ୍ ନ ଥିବାରୁ ଏହି ପରିସ୍ଥିତି ଆସିଛି । ଇସ୍ତଫା ପୂର୍ବରୁ ମୁଁ ସମସ୍ତଙ୍କ ଠାରୁ ମତାମତ ନେଇଥିଲି । ଆଜି ରାଜ୍ୟରେ ଜେଡିୟୁ-ଆରଜେଡି ମେଣ୍ଟ ସରକାର ପତନ ହୋଇଛି ।

ଆଜି ସକାଳ ୧୦ ସମୟରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଜେଡିୟୁ ବିଧାୟକ ଓ ବରିଷ୍ଠ ନେତାଙ୍କୁ ନେଇ ବୈଠକ ବସିଥିଲା । ଏନଡିଏ ସହ ମେଣ୍ଟ ସରକାର ଗଠନ ନେଇ ବିଧାୟକଙ୍କ ସହମତି ଲୋଡିଥିଲେ ନୀତିଶ । ବୈଠକରେ ପାଖାପାଖି ୨୦ ମିନିଟ ଧରି ଆଲୋଚନା ହେବା ପରେ ରାଜଭବନ ଅଭିମୁଖେ ବାହାରିଥିଲେ ନୀତିଶ । ଏହାପରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ସାକ୍ଷାତ କରି ଇସ୍ତଫା ପତ୍ର ପ୍ରଦାନ କରି ଏନଡିଏ ସହ ମେଣ୍ଟ ସରକାର ଗଠନ ନେଇ ରାଜ୍ୟପାଳଙ୍କୁ ଜଣାଇଥିଲେ । ରାଜ୍ୟପାଳ ଇସ୍ତଫା ପତ୍ରକୁ ଗ୍ରହଣ କରିଥିଲେ । ୭୨ ବର୍ଷୀୟ ରାଜନେତା ନୀତିଶ କୁମାର ଆଜି ସନ୍ଧ୍ୟା ୫ଟାରେ ଜେଡିୟୁ-ଏନଡିଏ ମେଣ୍ଟ ସରକାରରେ ଦ୍ବିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ।

Powered by Froala Editor

Tags Nitish kumar

Related articles Odisha News Lens 4.1

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    14694
    Oct 12, 2026
  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15385
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13955
    Oct 11, 2026
  •  କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...
    ଦେଶ-ଦେଶାନ୍ତର

    କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ଜିପିଆଇଏଲ୍‌ରେ ପ୍ରବର୍ତ୍ତନ ...

    14639
    Oct 11, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14361
    Oct 12, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13795
    Oct 11, 2026
  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ
    ଦେଶ-ଦେଶାନ୍ତର

    ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14155
    Oct 11, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15751
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13965
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14350
    Oct 12, 2026
  • ଦେଶ-ଦେଶାନ୍ତର

    ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14155
    Oct 11, 2026
  • ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13795
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17174
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17864
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17820
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18238
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14518
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14624
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15629
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14303
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16039
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15799
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15028
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15549
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14027
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13795
    Oct 11, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15751
    Oct 11, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14361
    Oct 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In