Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ସିଝା ଅଣ୍ଡାରେ ମାଲିସ୍‌

ରାଜନୀତି
Home ›› ରାଜନୀତି ››ପଦ୍ମଶ୍ରୀ ସମ୍ମାନ ରେ ଘୋଷିତ ଶିଳ୍ପୀ ଶ୍ରୀ ବିନୋଦ ମହାରଣାଙ୍କୁ ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ସମ୍ମାନିତ କଲେ

ପଦ୍ମଶ୍ରୀ ସମ୍ମାନ ରେ ଘୋଷିତ ଶିଳ୍ପୀ ଶ୍ରୀ ବିନୋଦ ମହାରଣାଙ୍କୁ ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ସମ୍ମାନିତ କଲେ

2024-01-28 17:24:14
15217
Share:
Facebook
Twitter
E-Mail
WhatsApp
Telegram
ପଦ୍ମଶ୍ରୀ ସମ୍ମାନ ରେ ଘୋଷିତ ଶିଳ୍ପୀ ଶ୍ରୀ ବିନୋଦ ମହାରଣାଙ୍କୁ ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ସମ୍ମାନିତ କଲେ

ଭୁବନେଶ୍ୱର, ତା. ୨୮/୦୧ : ଆଜି ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଓଡ଼ିଶାର ପ୍ରଥମ ପଟ୍ଟଚିତ୍ର ଶିଳ୍ପୀ ପଦ୍ମଶ୍ରୀ ସମ୍ମାନରେ ଘୋଷିତ ଶ୍ରୀ ବିନୋଦ ମହାରଣାଙ୍କ ପୁରୁଣା ଭୁବନେଶ୍ୱର ସ୍ଥିତ ବାସଭବନକୁ ଯାଇ ତାଙ୍କୁ  ଉପଢ଼ୈାକନ ଏବଂ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରିଥିଲେ । ଏହି ଅବସରରେ ଶ୍ରୀ ପଟ୍ଟନାୟକ ତାଙ୍କ ପରିବାରବର୍ଗଙ୍କୁ ଅଭିନନ୍ଦନ ଜଣେଇବା ସହ  ଆଲୋଚନା କରି କହିଥିଲେ ଏହା ଆମ ଓଡ଼ିଶା ପାଇଁ ଏକ ଗର୍ବ ଓ ଗୌରବ କଥା ।


ଅନୁରୂପ ଭାବେ ପୂର୍ବତନ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଜୟଦେବ ଜେନା, ବିଧାୟକ ଶ୍ରୀ ତାରାପ୍ରସାଦ ବାହିନିପତି ଓ ବରିଷ୍ଠ ଉପସଭାପତି ଶିବାନନ୍ଦ ରାୟ, ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ୍ ଦାସ, ମୁଖପାତ୍ର ରଜନୀ ମହାନ୍ତି, ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ନେତା ଶ୍ରୀ ପ୍ରଶାନ୍ତ ଚମ୍ପତି ଓ ଶ୍ରୀପ୍ରଭାତ ପ୍ରତାପ ସିଂ ପ୍ରମୁଖ ଶ୍ରୀ ମହାରଣାଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ ।

Powered by Froala Editor

Tags opcc , congress , pradesh congress , odisha congress , Sarat Pattanayak

Related articles Odisha News Lens 4.1

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା
    ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13493
    May 31, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ
    ଦେଶ-ଦେଶାନ୍ତର

    ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13735
    May 31, 2025
  •  ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ,  ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ଜାଣନ୍ତୁ କ’ଣ ?

    14208
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ
    ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15641
    May 31, 2025
  • ବାଲ୍ମିକ ଥାପରଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ବାଲ୍ମିକ ଥାପରଙ୍କ ଦେହାନ୍ତ

    13658
    May 31, 2025
  • ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସର ଶର୍ମିଷ୍ଠା ପାନୋଲି

    15031
    May 31, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ
    ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15419
    Jun 01, 2025
  •  ସିଝା ଅଣ୍ଡାରେ ମାଲିସ୍‌
    ବିଶେଷ

    ସିଝା ଅଣ୍ଡାରେ ମାଲିସ୍‌

    14732
    Jun 01, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ
    ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14428
    May 31, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15419
    Jun 01, 2025
  • ବିଶେଷ

    ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15641
    May 31, 2025
  • ଦେଶ-ଦେଶାନ୍ତର

    ବାଲ୍ମିକ ଥାପରଙ୍କ ଦେହାନ୍ତ

    13658
    May 31, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16927
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15466
    Apr 03, 2021

ବିଶେଷ

  • ସିଝା ଅଣ୍ଡାରେ ମାଲିସ୍‌

    14732
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15419
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13493
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15641
    May 31, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    15977
    May 29, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15682
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16296
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14009
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14805
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜୁନ୍ ୧ରୁ ଏହିସବୁଥିରେ ହେବ ପରିବର୍ତ୍ତନ, ଜାଣନ୍ତୁ କ’ଣ ?

    14208
    May 31, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15419
    Jun 01, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13735
    May 31, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In