Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

ରାଜ୍ୟ
Home ›› ରାଜ୍ୟ ››ନିର୍ବାଚନ ସମୟରେ କେବଳ ଶଙ୍ଖ ଚିହ୍ନ ଓ ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ: ପାଣ୍ଡିଆନ

ନିର୍ବାଚନ ସମୟରେ କେବଳ ଶଙ୍ଖ ଚିହ୍ନ ଓ ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ: ପାଣ୍ଡିଆନ

2024-01-29 05:52:18
15601
Share:
Facebook
Twitter
E-Mail
WhatsApp
Telegram
ନିର୍ବାଚନ ସମୟରେ କେବଳ ଶଙ୍ଖ ଚିହ୍ନ ଓ ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ: ପାଣ୍ଡିଆନ

କେନ୍ଦୁଝର: ଶଂଖ ଚିହ୍ନ ଓଡିଶାବାସୀଙ୍କ ଆତ୍ମା, ବିଜୁ ପରିବାରର ଆତ୍ମା । ନିର୍ବାଚନ ସମୟରେ କେବଳ ଶଙ୍ଖ ଚିହ୍ନ ଓ ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ । କିଏ କାହାର ଲୋକ, କିଏ କାହାର ଗ୍ରୁପ ସବୁ କିଛି ଭୁଲିଯାଆନ୍ତୁ । ନବୀନ ପଟ୍ଟନାୟକ ଆପଣଙ୍କ ପରିବାର ପାଇଁ ଓ ଆପଣଙ୍କ ପିଲାଙ୍କ ସ୍ୱପ୍ନକୁ ସାକାର କରିବାକୁ ଦିନ ରାତି ଖଟୁଛନ୍ତି । ନିର୍ବାଚନରେ ତାଙ୍କୁ ସମ୍ମାନ ଦିଅନ୍ତୁ। ରବିବାର କେନ୍ଦୁଝର ଜିଲ୍ଲା ସିଲସୁଆଁରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କେନ୍ଦୁଝରବାସୀଙ୍କୁ ଏଭଳି ଆହ୍ୱାନ ଦେଇଛନ୍ତି । ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଣେ ମହାନ ଜନନାୟକ । ସେ କେନ୍ଦୁଝରବାସୀଙ୍କ ସ୍ୱପ୍ନକୁ ସାକାର କରିବାକୁ ମୁଖ୍ୟମନ୍ତ୍ରୀ ଦିନରାତି ଖଟୁଛନ୍ତି । ତାଙ୍କୁ ନିର୍ବାଚନରେ କେନ୍ଦୁଝରବାସୀ ସମ୍ମାନ ଦିଅନ୍ତୁ । ଶଂଖ ଚିହ୍ନ ଓଡିଶାବାସୀଙ୍କ ଆତ୍ମା, ବିଜୁ ପରିବାରର ଆତ୍ମା ।

ନବୀନ ପଟ୍ଟନାୟକ ଓ ଶଂଖ ଚିହ୍ନକୁ ସମ୍ମାନ ଦିଅନ୍ତୁ । ନବୀନ ପଟ୍ଟନାୟକ କଥା କମ, କାମରେ ବିଶ୍ୱାସ କରନ୍ତି । ମୁଁ ମଧ୍ୟ ତାଙ୍କ ଦ୍ୱାରା ଅନୁପ୍ରାଣିତ । ଅନ୍ୟମାନଙ୍କ ଭଳି ବେଶି ଲମ୍ବା ଲମ୍ବା ଭାଷଣ ଦେଇ ଶିଖିନି । ଅନ୍ୟ ଲୋକ ବଡ ବଡ ଭାଷଣ ଦେଇ ପଳେଇବେ । କିନ୍ତୁ ଆପଣଙ୍କ ଗୋଟିଏ ହେଲେ ଆବେଦନର ସମାଧାନ ହେବନି । ପୁଣି ଛଅ ମାସ ପରେ ଆସିବେ, ମିଠା ମିଠା କଥା କହି ପଳେଇବେ । ସେ ଭାଷଣର କିଛି ମୂଲ୍ୟ ନାହିଁ । କିନ୍ତୁ ମୁଖ୍ୟମନ୍ତ୍ରୀ କହିଛନ୍ତି ଲୋକଙ୍କ ସବୁ ଆବଦେନକୁ ସମ୍ମାନର ସହ ସମାଧାନ କରାଯିବ । ତେଣୁ ଆଜି ଯେଉଁ ସବୁ ଆବେଦନ ମିଳିଛି ସେ ମଧ୍ୟରୁ ମନ୍ଦିର, ମସଜିଦ, ଚର୍ଚ୍ଚ, କମ୍ୟୁନିଟି ସେଣ୍ଟର ସମ୍ପର୍କିତ ଆବେଦନର ସମାଧାନ ସାତ ଦିନ ମଧ୍ୟରେ ହେବ । କାରଣ ଏହା ଲୋକଙ୍କ ସରକାର । ଲୋକ ଯାହା ଚାହିଁବେ ତାହା ହେବ ବୋଲି କହିଛନ୍ତି କାର୍ତ୍ତିକ ପାଣ୍ଡିଆନ ।

Powered by Froala Editor

Tags Vk pandian

Related articles Odisha News Lens 4.1

  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14759
    Oct 16, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14587
    Oct 15, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14723
    Oct 16, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13684
    Oct 16, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13749
    Oct 16, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13465
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14251
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15187
    Oct 15, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15417
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15187
    Oct 15, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15417
    Oct 15, 2026
  • ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13767
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17184
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17878
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17828
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18248
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14723
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14616
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14721
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15724
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14398
    Sep 27, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13959
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15101
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15808
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15043
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14251
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15187
    Oct 15, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15417
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In