Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ...

  • ଇରାନର ପରମାଣୁ ପ୍ରକଳ୍ପ ନିକଟରେ ...

  • ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ ...

  • ଭାରତୀୟ ନୌସେନାରେ ଆଇଏନ୍‌ଏସ୍‌ ଅରିଦମନ

  • ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ...

  • ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ସୁଇମିଂ ...

  • ୩୨ ବର୍ଷ ପରେ ନିଖୋଜ ମହିଳା ଫେରିଲେ

  • ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ

  • ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ...

  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ବିଗ ବସ୍ ସିଜିନ-୧୭ର ବିଜେତା ଟ୍ରଫି ଜିତିଲେ ମୁନାୱର ଫାରୁକି

ବିଗ ବସ୍ ସିଜିନ-୧୭ର ବିଜେତା ଟ୍ରଫି ଜିତିଲେ ମୁନାୱର ଫାରୁକି

2024-01-29 06:00:05
14670
Share:
Facebook
Twitter
E-Mail
WhatsApp
Telegram
 ବିଗ ବସ୍ ସିଜିନ-୧୭ର ବିଜେତା ଟ୍ରଫି ଜିତିଲେ ମୁନାୱର ଫାରୁକି

ନୂଆଦିଲ୍ଲୀ:  ବିଗ୍ ବସ୍ ୧୭’କୁ ଶେଷରେ ଏହାର ବିଜେତା ମିଳିଛି । ମୁନାୱର ଫାରୁକି ୧୭ତମ ସିଜନର ବିଜେତା ଟ୍ରଫି ଜିତିଛନ୍ତି । ମୁନାୱର ଫାରୁକିଙ୍କୁ ସଲମାନ ଖାନ୍ ବିଜେତା ଘୋଷଣା କରିବା ସହ ବିଜେତାଙ୍କ ଗ୍ରାଣ୍ଡ ଟ୍ରଫି ପ୍ରଦାନ କରିଥିଲେ । ସେହିପରି ଅଭିଷେକ କୁମାରଙ୍କ ବିଜେତା ହେବାର ସ୍ୱପ୍ନ ଭାଙ୍ଗି ଯାଇଛି ଏବଂ ସେ ପ୍ରଥମ ରନର୍ସ ଅପ୍ ହୋଇଛନ୍ତି । ବିଗ୍ ବସ୍ ୧୭ର ବିଜେତାଙ୍କୁ ଗ୍ରାଣ୍ଡ ଟ୍ରଫି ସହ ମୁନାୱର ଫାରୁକିଙ୍କୁ ୪୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଓ ହୁଣ୍ଡାଇର ଏକ କାର୍ ପ୍ରଦାନ କରାଯାଇଛି ।
ଶ୍ରେଷ୍ଠ ୫ ଜଣ ଫାଇନାଲିଷ୍ଟଙ୍କ ମଧ୍ୟରେ ଅରୁଣ ମାସେଟି ବିଜେତା ଦୌଡ଼ରେ ପ୍ରଥମ ସ୍ଥାନରେ ରହିଥିଲେ । ଏହାପରେ ଅଙ୍କିତା ଲୋଖଣ୍ଡେ ବିଜେତା ଦୌଡ଼ରୁ ବାଦ୍ ପଡ଼ିଥିଲେ । ତେବେ ଅଙ୍କିତା ବାଦ ପଡିବା ଅତ୍ୟନ୍ତ ଆଶ୍ଚର୍ୟ୍ୟଜନକ ଥିଲା । ହୋଷ୍ଟ ସଲମାନ ଖାନ ନିଜେ କହିଛନ୍ତି ଯେ ଅଙ୍କିତା ଲୋଖଣ୍ଡେ ଶ୍ରେଷ୍ଠ ୩ରେ ଆସିବେ ବୋଲି ସେ ଆଶା ରଖିଥିଲେ କିନ୍ତୁ ତାଙ୍କୁ ବାଦ୍ ଦିଆଯିବା ଆଶ୍ଚର୍ୟ୍ୟଜନକ ଥିଲା ।

Powered by Froala Editor

Tags Bigboss 17 winner

Related articles Odisha News Lens 4.1

  • ୩୨ ବର୍ଷ ପରେ ନିଖୋଜ ମହିଳା ଫେରିଲେ
    ଦେଶ-ଦେଶାନ୍ତର

    ୩୨ ବର୍ଷ ପରେ ନିଖୋଜ ମହିଳା ଫେରିଲେ

    14063
    Apr 04, 2026
  • ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ସୁଇମିଂ ପୁଲରେ ବୁଡ଼ାଇ ଦେଲା ସ୍ୱାମୀ
    ଦେଶ-ଦେଶାନ୍ତର

    ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ସୁଇମିଂ ପୁଲରେ ବୁଡ଼ାଇ ଦେଲା ସ୍ୱାମୀ

    14105
    Apr 04, 2026
  • ଇରାନର ପରମାଣୁ ପ୍ରକଳ୍ପ ନିକଟରେ କ୍ଷେପଣାସ୍ତ୍ର ମାଡ
    ଦେଶ-ଦେଶାନ୍ତର

    ଇରାନର ପରମାଣୁ ପ୍ରକଳ୍ପ ନିକଟରେ କ୍ଷେପଣାସ୍ତ୍ର ମାଡ

    15224
    Apr 05, 2026
  • ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି

    14648
    Apr 05, 2026
  • ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ସେନା
    ଦେଶ-ଦେଶାନ୍ତର

    ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ସେନା

    14786
    Apr 04, 2026
  • ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ କର୍ମଚାରୀ
    ଦେଶ-ଦେଶାନ୍ତର

    ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ କର୍ମଚାରୀ

    14216
    Apr 05, 2026
  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା
    ବିଶେଷ

    ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    13883
    Apr 04, 2026
  • ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ
    ଦେଶ-ଦେଶାନ୍ତର

    ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ

    14146
    Apr 04, 2026
  • ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ
    ରାଜନୀତି

    ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ

    14041
    Apr 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୩୨ ବର୍ଷ ପରେ ନିଖୋଜ ମହିଳା ଫେରିଲେ

    14063
    Apr 04, 2026
  • ଦେଶ-ଦେଶାନ୍ତର

    ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ସେନା

    14786
    Apr 04, 2026
  • ଦେଶ-ଦେଶାନ୍ତର

    ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ କର୍ମଚାରୀ

    14216
    Apr 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17401
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17460
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17811
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16288
    Apr 03, 2021

ବିଶେଷ

  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    13883
    Apr 04, 2026
  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15426
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14634
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    16034
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15521
    Mar 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15314
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15043
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15548
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13844
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ କର୍ମଚାରୀ

    14216
    Apr 05, 2026
  • ଭାରତୀୟ ନୌସେନାରେ ଆଇଏନ୍‌ଏସ୍‌ ଅରିଦମନ

    13939
    Apr 04, 2026
  • ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି

    14648
    Apr 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In