Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନବକୋଠି ଶାଢ଼ିର ପ୍ରଶଂସାରେ ଶତମୁଖ ମାଧୁରୀ

  • ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ...

  • ଇରାନର ପରମାଣୁ ପ୍ରକଳ୍ପ ନିକଟରେ ...

  • ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ ...

  • ଭାରତୀୟ ନୌସେନାରେ ଆଇଏନ୍‌ଏସ୍‌ ଅରିଦମନ

  • ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ...

  • ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ସୁଇମିଂ ...

  • ୩୨ ବର୍ଷ ପରେ ନିଖୋଜ ମହିଳା ଫେରିଲେ

  • ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ

  • ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ...

Home ›› ››ବିହାରରେ ରାହୁଲଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା

ବିହାରରେ ରାହୁଲଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା

2024-01-29 10:07:48
15760
Share:
Facebook
Twitter
E-Mail
WhatsApp
Telegram
ବିହାରରେ ରାହୁଲଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା

ପାଟନା: ବିହାରରେ ରାଜନୈତିକ ହଟଚମଟ ଜାରି ରହିଥିବା ବେଳେ ଆଜି ରାଜ୍ୟରେ ପ୍ରବେଶ କରିଛି ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା । ରାଜ୍ୟରେ ଜେଡିୟୁ-ଏନଡିଏ ମେଣ୍ଟ ସରକାର ଆରମ୍ଭ ହେବାର ଗୋଟିଏ ଦିନ ପରେ କଂଗ୍ରେସ ଏହି ଯାତ୍ରା ଆରମ୍ଭ କରିଛି । ବିହାରର କିଶାନଗଞ୍ଜରେ ପ୍ରବେଶ କରିବ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ଆରମ୍ଭ ହୋଇଛି । ଆସନ୍ତା ଚାରି ଦିନ ମଧ୍ୟରେ ସାତଟି ଜିଲ୍ଲାରେ ଏହି ଯାତ୍ରା ପ୍ରବେଶ କରିବ ।
ସକାଳ ସମୟରେ ପଶ୍ଚିମବଙ୍ଗର ଉତ୍ତର ଦିନାଜପୁରର ଚୋପ୍ରା ଅଞ୍ଚଳରୁ ଏହି ଯାତ୍ରା ଆରମ୍ଭ ହୋଇଥିଲା । ରାହୁଲ ଗାନ୍ଧୀଙ୍କ ସହ ଶହ ଶହ କଂଗ୍ରେସ କର୍ମୀ ଏଥିରେ ସାମିଲ ହୋଇଛନ୍ତି । ଏଠାରେ ଯାତ୍ରା ଶେଷ ହେବା ପରେ ବିହାରରେ ପ୍ରବେଶ କରିଛି । ରାଜ୍ୟରେ ବର୍ତ୍ତମାନ ରାଜନୈତିକ ମାହୋଲ ସରଗରମ ରହିଛି । ଭାଙ୍ଗିଛି ଆରଜେଡି-ଜେଡିୟୁ ମେଣ୍ଟ ସରକାର । ରବିବାରଠୁ ଆରମ୍ଭ ହୋଇଛି ଏନଡିଏ ନେତୃତ୍ବାଧିନ ସରକାର । ବିଜେପି ବିରୋଧରେ ଲୋକସଭା ନିର୍ବାଚନ ଲଢିବାକୁ ଇଣ୍ଡିଆ ମେଣ୍ଟରେ ବିରୋଧିଙ୍କୁ ଏକଜୁଟ କରୁଥିବା ନୀତିଶ କୁମାର ଏବେ ପୁଣି ଏନଡିଏଙ୍କୁ ଫେରିଛନ୍ତି । ଭାରତ ଯୋଡ ନ୍ୟାୟ ଯାତ୍ରା ଆଜି ବିହାରରେ ପ୍ରବେଶ କରିଛି । କଂଗ୍ରେସର ୧୯ ଜଣ ବିଧାୟକ ତାଙ୍କୁ ସ୍ୱାଗତ କରିବାର କାର୍ୟ୍ୟକ୍ରମ ରହିଛି । ରାହୁଲଙ୍କ ଏହି ଯାତ୍ରା ପୂର୍ବରୁ ବିହାର ରାଜନୀତିରେ ବଡ ପରିବର୍ତ୍ତନ ହୋଇଛି । ଇଣ୍ଡିଆ ମେଣ୍ଟର ନେତା ନୀତିଶ କୁମାର ବିଜେପି ସହ ହାତ ମିଳାଇଛନ୍ତି । ରାଜ୍ୟରେ ଜେଡିୟୁ-ଏନଡିଏ ମେଣ୍ଟ ସରକାର ଆରମ୍ଭ ହୋଇଛି । ଯେଉଁ କାରଣରୁ ବିରୋଧୀଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହୋଇଛି ।

Powered by Froala Editor

Tags Rahul gandhi

Related articles Odisha News Lens 4.1

  • ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି

    14663
    Apr 05, 2026
  • ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ
    ଦେଶ-ଦେଶାନ୍ତର

    ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ

    14161
    Apr 04, 2026
  • ନବକୋଠି ଶାଢ଼ିର ପ୍ରଶଂସାରେ ଶତମୁଖ ମାଧୁରୀ
    ମନୋରଞ୍ଜନ

    ନବକୋଠି ଶାଢ଼ିର ପ୍ରଶଂସାରେ ଶତମୁଖ ମାଧୁରୀ

    13726
    Apr 06, 2026
  • ୩୨ ବର୍ଷ ପରେ ନିଖୋଜ ମହିଳା ଫେରିଲେ
    ଦେଶ-ଦେଶାନ୍ତର

    ୩୨ ବର୍ଷ ପରେ ନିଖୋଜ ମହିଳା ଫେରିଲେ

    14078
    Apr 04, 2026
  • ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ସୁଇମିଂ ପୁଲରେ ବୁଡ଼ାଇ ଦେଲା ସ୍ୱାମୀ
    ଦେଶ-ଦେଶାନ୍ତର

    ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ସୁଇମିଂ ପୁଲରେ ବୁଡ଼ାଇ ଦେଲା ସ୍ୱାମୀ

    14120
    Apr 04, 2026
  • ଇରାନର ପରମାଣୁ ପ୍ରକଳ୍ପ ନିକଟରେ କ୍ଷେପଣାସ୍ତ୍ର ମାଡ
    ଦେଶ-ଦେଶାନ୍ତର

    ଇରାନର ପରମାଣୁ ପ୍ରକଳ୍ପ ନିକଟରେ କ୍ଷେପଣାସ୍ତ୍ର ମାଡ

    15241
    Apr 05, 2026
  • ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ
    ରାଜନୀତି

    ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ

    14055
    Apr 04, 2026
  • ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ସେନା
    ଦେଶ-ଦେଶାନ୍ତର

    ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ସେନା

    14801
    Apr 04, 2026
  • ଭାରତୀୟ ନୌସେନାରେ ଆଇଏନ୍‌ଏସ୍‌ ଅରିଦମନ
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନାରେ ଆଇଏନ୍‌ଏସ୍‌ ଅରିଦମନ

    13954
    Apr 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ

    14055
    Apr 04, 2026
  • ଦେଶ-ଦେଶାନ୍ତର

    ଇରାନର ପରମାଣୁ ପ୍ରକଳ୍ପ ନିକଟରେ କ୍ଷେପଣାସ୍ତ୍ର ମାଡ

    15241
    Apr 05, 2026
  • ଦେଶ-ଦେଶାନ୍ତର

    ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ

    14161
    Apr 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17401
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17460
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17811
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16288
    Apr 03, 2021

ବିଶେଷ

  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    13898
    Apr 04, 2026
  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15427
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14635
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    16035
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15523
    Mar 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15314
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15043
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15548
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13844
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନବକୋଠି ଶାଢ଼ିର ପ୍ରଶଂସାରେ ଶତମୁଖ ମାଧୁରୀ

    13726
    Apr 06, 2026
  • ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ କର୍ମଚାରୀ

    14231
    Apr 05, 2026
  • ୩୨ ବର୍ଷ ପରେ ନିଖୋଜ ମହିଳା ଫେରିଲେ

    14078
    Apr 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In