Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

Home ›› ››“ମମି ପାପା, ମୁଁ ଜେଇଇ କ୍ଲିଅର୍ କରିପାରିବି ନାହିଁ, ତେଣୁ ଆତ୍ମହତ୍ୟା କରୁଛି

“ମମି ପାପା, ମୁଁ ଜେଇଇ କ୍ଲିଅର୍ କରିପାରିବି ନାହିଁ, ତେଣୁ ଆତ୍ମହତ୍ୟା କରୁଛି

2024-01-29 17:03:34
14182
Share:
Facebook
Twitter
E-Mail
WhatsApp
Telegram
“ମମି ପାପା, ମୁଁ ଜେଇଇ କ୍ଲିଅର୍ କରିପାରିବି ନାହିଁ, ତେଣୁ ଆତ୍ମହତ୍ୟା କରୁଛି

ଏପଟେ ପ୍ରଧାନମନ୍ତ୍ରୀ ପିଲାମାନଙ୍କୁ ଚାପମୁକ୍ତ ରହିବାର ଟିପ୍ସ ଦେଉଛନ୍ତି, ସେପଟେ ରାଜସ୍ଥାନ କୋଟାରେ ଜେଇଇ କୋଚିଂ ନେଉଥିବା ଜଣେ ୧୮ ବର୍ଷ ଛାତ୍ରୀ ନିହାରିକା ଆତ୍ମହତ୍ୟା କରିଛନ୍ତି। ଚଳିତ ବର୍ଷ ଏଯାବତ୍ ଦୁଇ ଜଣ ଆତ୍ମହତ୍ୟା କଲେଣି। ଜେଇଇ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରୀ ଜଣକ ପରୀକ୍ଷା ହେବାର ଦୁଇ ଦିନ ପୂର୍ବରୁ ଚରମ ନିଷ୍ପତ୍ତି ନେଇଛନ୍ତି। ଜେଇଇ ମେନ୍ସ ପାଇଁ ପ୍ରସ୍ତୁତ ହେଉଥିବା ପୀଡିତା କୋଟାର ଶିଖ ନାଗରୀ ଅଞ୍ଚଳରେ ଥିବା ନିଜ ରୁମରେ ନିଜକୁ ଫାଶୀ ଦେଇଥିଲେ। ଜାନୁଆରୀ ୩୧ ରେ ତାଙ୍କର ପରୀକ୍ଷା ଅନୁଷ୍ଠିତ ହେବାର ଥିଲା।

ପୋଲିସ ଉଦ୍ଧାର କରିଥିବା ଏକ ଆତ୍ମହତ୍ୟା ନୋଟରେ ନିହାରିକା ଲେଖିଛନ୍ତି “ମମି ଏବଂ ପାପା, ମୁଁ ଜେଇଇ କରିପାରିବି ନାହିଁ। ତେଣୁ ମୁଁ ଆତ୍ମହତ୍ୟା କରୁଛି। ମୁଁ ହାରି ଯାଇଛି, ଏଥିପାଇଁ ମୁଁ ଦାୟୀ। ମୁଁ ସବୁଠାରୁ ଖରାପ ଝିଅ। ମତେ କ୍ଷମା କରିବେ ମମି ଏବଂ ପାପା। ଏହା ହେଉଛି ମୋ ପାଇଁ ଶେଷ ବିକଳ୍ପ।”

ଗତ ବର୍ଷ ମଧ୍ୟ କୋଟାରେ ଜେଇଇ ଏବଂ ମେଡିକାଲ ପାଇଁ ପ୍ରସ୍ତୁତ ହେଉଥିବା ୨୭ ଜଣ ଶିକ୍ଷାର୍ଥୀ ଆତ୍ମହତ୍ୟା କରିଥିଲେ। ଏପରି ଘଟଣା ବାରମ୍ବାର ଘଟୁଥିବାରୁ କେନ୍ଦ୍ର ତଥା ରାଜ୍ୟ ସରକାର ଏବଂ ବହୁ ବିଶିଷ୍ଟ ବ୍ୟକ୍ତି ଚିନ୍ତା ପ୍ରକଟ କରିଥିଲେ। ପିଲାମାନେ କିପରି ଚାପମୁକ୍ତ ହୋଇ ଏଣ୍ଟ୍ରାନ୍ସ ପାଇଁ ପ୍ରସ୍ତୁତି କରିବେ ସେଥିପାଇଁ ପରାମର୍ଶ ଦିଆଯାଇଥିଲା।

Powered by Froala Editor

Tags suicide

Related articles Odisha News Lens 4.1

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13421
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14315
    May 29, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15856
    May 29, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14129
    May 30, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15779
    May 29, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14589
    May 30, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14473
    May 31, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14602
    May 30, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15091
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14602
    May 30, 2026
  • ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14315
    May 29, 2026
  • ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15856
    May 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16895
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17515
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17565
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17949
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14473
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14589
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14315
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15337
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14917
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15183
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15667
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14005
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14129
    May 30, 2026
  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14602
    May 30, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13421
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In