Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ...

  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ...

  • ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ...

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ...

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ...

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ...

  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

Home ›› ››ଦୌତାରୀ, ବାପି ପଣ୍ଡାଙ୍କ ସମେତ ବିଜେଡିରେ ମିଶିଲେ ୨୯ ଯାତ୍ରା କଳାକାର

ଦୌତାରୀ, ବାପି ପଣ୍ଡାଙ୍କ ସମେତ ବିଜେଡିରେ ମିଶିଲେ ୨୯ ଯାତ୍ରା କଳାକାର

2024-01-29 17:50:49
14082
Share:
Facebook
Twitter
E-Mail
WhatsApp
Telegram
ଦୌତାରୀ, ବାପି ପଣ୍ଡାଙ୍କ ସମେତ ବିଜେଡିରେ ମିଶିଲେ ୨୯ ଯାତ୍ରା କଳାକାର

ସୋମବାର ବିଜେଡିରେ ମିଶିଛନ୍ତି ଯାତ୍ରା କଳାକାର । ଯାତ୍ରା କଳାକାର ଦୈତାରୀ ପଣ୍ଡା, ବାପି ପଣ୍ଡା, ଚୈତନ୍ୟ ପାଇକ, ରମେଶ ନାୟକ, ସୁବାସ ବେହେରା, ଶିବରାମ ପଣ୍ଡାଙ୍କ ସମେତ ୨୯ଜଣ କଳାକାର ବିଜେଡିରେ ଯୋଗଦେଇଛନ୍ତି । ସେହିଭଳି ସାରା ଓଡିଶାରୁ ୩ଶହ କଳାକାର ବିଜେଡିରେ ସାମିଲ ହୋଇଛନ୍ତି । ବିଜେଡି ସାଂସ୍କୃତିକ ସମନ୍ୱୟ ସାମ୍ମୁଖ୍ୟରେ ସାମିଲ ହୋଇଛନ୍ତି ଏହି କଳାକାର ।

ବିଜେଡିରେ ଯୋଗ ଦେବାକୁ ଏମାନେ କିଛି ଦିନ ତଳେ ଆବେଦନ କରିଥିଲେ । ଦଳର ସୁପ୍ରିମୋ ମୁଖ୍ୟମନ୍ତ୍ରୀ ଏହାକୁ ଅନୁମୋଦନ କରିବା ପରେ ଦଳରେ ବିଧିବଦ୍ଧ ଯୋଗ ଦେଇଛନ୍ତି । ଦଳର ବରିଷ୍ଠ ନେତା ବିଧାୟକ ଦେବୀ ମିଶ୍ର, ସାଂସଦ ମାନସ ମଙ୍ଗରାଜ ଓ ଅମର ପଟ୍ଟନାୟକ ଏମାନଙ୍କୁ ଦଳରେ ସାମିଲ କରିଛନ୍ତି।

ବିଜେଡିରେ ସାମିଲ ହେବା ପରେ କଳାକାରମାନେ କହିଛନ୍ତି, ନବୀନଙ୍କ ନେୃତୃତ୍ୱ ପ୍ରତି ଆକୃଷ୍ଟ ହୋଇ ସେମାନେ ବିଜେଡିରେ ସାମିଲ ହୋଇଛନ୍ତି । ଜଗନ୍ନାଥ ପ୍ରକଳ୍ପ, ସମଲେଇ ପ୍ରକଳ୍ପ ଦ୍ୱାରା ରାଜ୍ୟରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି । ଦଳ ଆହୁରି ସୁଦୃଢ ହେବ ଓ ଏଥିସହ କଳା ଓ ସଂସ୍କୃତି ଆଗକୁ ଯିବ ବୋଲି କହିଛନ୍ତି କଳାକାର ।

Powered by Froala Editor

Tags bjd

Related articles Odisha News Lens 4.1

  • ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ
    ଦେଶ-ଦେଶାନ୍ତର

    ଧାନ କିଣା ଅବଧିକୁ ଆଉ ୭ ଦିନ ବୃଦ୍ଧି, ଉପକୃତ ହେବେ ଚାଷୀ

    15402
    Apr 01, 2026
  •  ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ
    ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14925
    Apr 02, 2026
  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...
    ଦେଶ-ଦେଶାନ୍ତର

    ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...

    13656
    Apr 02, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14283
    Apr 01, 2026
  • ଏନକାଉଣ୍ଟରରେ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15215
    Apr 01, 2026
  •  ଏବେ ଦିଲ୍ଲୀବାସୀଙ୍କ ପାଇଁ  ବିଦ୍ୟୁତ୍ ସେବା ପାଇବା ହେବ ସହଜ
    ଦେଶ-ଦେଶାନ୍ତର

    ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ସେବା ପାଇବା ହେବ ସହଜ

    13651
    Apr 02, 2026
  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ
    ଦେଶ-ଦେଶାନ୍ତର

    କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15542
    Apr 01, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ
    ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15643
    Apr 01, 2026
  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ
    ଦେଶ-ଦେଶାନ୍ତର

    ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ

    14423
    Apr 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15643
    Apr 01, 2026
  • ଦେଶ-ଦେଶାନ୍ତର

    ଏନକାଉଣ୍ଟରରେ ଆତଙ୍କବାଦୀ ନିହତ

    15215
    Apr 01, 2026
  • ଦେଶ-ଦେଶାନ୍ତର

    ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼

    13656
    Apr 02, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17394
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17457
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17806
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16283
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14925
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14323
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15795
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15429
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16160
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15309
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15038
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15542
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13837
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କ୍ଷମା ମାଗି ଏମିତି କହିଲେ ନିଶିକାନ୍ତ ଦୁବେ

    15542
    Apr 01, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14283
    Apr 01, 2026
  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    14925
    Apr 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In