Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ...

  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ...

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ...

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ...

  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ...

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ...

  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

Home ›› ››ବଜେଟ୍‌ ପୂର୍ବରୁ ସମୀକ୍ଷା ରିପୋର୍ଟ ଜାରି: ବିଶ୍ବର ତୃତୀୟ ବୃହତ୍‌ ଅର୍ଥବ୍ୟବସ୍ଥା ହେବ ଭାରତ

ବଜେଟ୍‌ ପୂର୍ବରୁ ସମୀକ୍ଷା ରିପୋର୍ଟ ଜାରି: ବିଶ୍ବର ତୃତୀୟ ବୃହତ୍‌ ଅର୍ଥବ୍ୟବସ୍ଥା ହେବ ଭାରତ

2024-01-30 08:02:27
14991
Share:
Facebook
Twitter
E-Mail
WhatsApp
Telegram
ବଜେଟ୍‌ ପୂର୍ବରୁ ସମୀକ୍ଷା ରିପୋର୍ଟ ଜାରି: ବିଶ୍ବର ତୃତୀୟ ବୃହତ୍‌ ଅର୍ଥବ୍ୟବସ୍ଥା ହେବ ଭାରତ

ନୂଆଦିଲ୍ଲୀ: ଆସନ୍ତା ଫେବ୍ରୁଆରୀ ପହିଲାରେ ବର୍ଷ ୨୦୨୪-୨୫ ଅନ୍ତରୀଣ ବଜେଟ୍‌କୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ଉପସ୍ଥାପନ କରିବେ। ଏହା ପୂର୍ବରୁ ଅର୍ଥ ମନ୍ତ୍ରଣାଳୟ ଦେଶର ଅର୍ଥନୀତି ଉପରେ ଏକ ରିପୋର୍ଟ ଜାରି କରିଛି। ମନ୍ତ୍ରଣାଳୟ ‘ଭାରତୀୟ ଅର୍ଥନୀତି: ଏକ ସମୀକ୍ଷା’ ଶୀର୍ଷକ ଏକ ରିପୋର୍ଟ ପ୍ରକାଶ କରିଛି। ରିପୋର୍ଟ ଅନୁଯାୟୀ, ଦେଶର ଅର୍ଥନୀତି ୨୦୩୦ ସୁଦ୍ଧା ୭ ଟ୍ରିଲିୟନ ଡଲାରରେ ପହଞ୍ଚିବ। ଏହାଫଳରେ ଭାରତ ବିଶ୍ବର ତୃତୀୟ ବୃହତ୍‌ ଅର୍ଥବ୍ୟବସ୍ଥା ହେବ।, ଯାହା ରିପୋର୍ଟରେ ଅନୁମାନ କରାଯାଇଛି। ତେବେ ୨୦୪୭ ସୁଦ୍ଧା ଭାରତକୁ ବିକଶିତ ଦେଶ କରିବା ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। ରିପୋର୍ଟରେ ଆହୁରି ମଧ୍ୟ କୁହାଯାଇଛି ଯେ ଆଗାମୀ ବର୍ଷକ ମଧ୍ୟରେ ଅର୍ଥନୀତି ୭% ହାରରେ ଅଭିବୃଦ୍ଧି ଜାରି ରହିପାରେ। କେବଳ ଭ ଭୂ-ରାନୈତିକ ଦ୍ୱନ୍ଦ୍ୱର ଆଶଙ୍କା ଏକ ଚିନ୍ତାର ବିଷୟ। ଅଧିକନ୍ତୁ, ୨୦୩୦ ସୁଦ୍ଧା ଭାରତ ୭ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହୋଇପାରିବ। ରିପୋର୍ଟରେ ମୋଦୀ ସରକାରଙ୍କ ୧୦ ବର୍ଷର ଯାତ୍ରା ଉଜ୍ୱଳ ଭବିଷ୍ୟତର ସଂକେତ ଦେଉଛି। ଉଲ୍ଲେଖଯୋଗ୍ୟ ଯେ ଭାରତ ଏବେ ୩.୭ ଟ୍ରିଲିୟନ ଡଲାର ସହ ଚତୁର୍ଥ ସବୁଠୁ ବଡ଼ ଅର୍ଥବ୍ୟବସ୍ଥା। ରିପୋର୍ଟ ଅନୁସାରେ କରୋନା ମହାମାରୀ ଏବଂ କ୍ଷମତାକୁ ଆସିବା ବେଳେ ମିଳିଥିବା ଏକ ଦୁର୍ବଳ ଅର୍ଥବ୍ୟବସ୍ଥା ସତ୍ତ୍ୱେ ମଜଭୁତ ଉତ୍‌ଥାନ ହାସଲ ହୋଇଛି। ରିପୋର୍ଟରେ କୁହାଯାଇଛି ଯେ ଘରୋଇ ଚାହିଦା, ବ୍ୟକ୍ତିଗତ ଖର୍ଚ୍ଚ ଏବଂ ନିବେଶରେ ଯେଉଁ ମଜଭୁତି ଦେଖିବାକୁ ମିଳିଛି, ତାହା ଗତ ୧୦ ବର୍ଷରେ ସରକାରଙ୍କ ଦ୍ୱାରା ଅଣାଯାଇଥିବା ସଂସ୍କାର ଏବଂ ଯୋଜନା ପାଇଁ ସମ୍ଭବ ହୋଇପାରିଛି। ସରକାରଙ୍କ ନୀତିଗୁଡିକ ଉତ୍ପାଦନକୁ ବଢାଇବା ପାଇଁ ଫିଜିକାଲ୍‌ ଏବଂ ଡିଜିଟାଲ ଭିତ୍ତିଭୂମିରେ ନିବେଶ ସହ ଯୋଗାଣ ପକ୍ଷକୁ ମଧ୍ୟ ମଜଭୁତ କରାଯାଇଛି। ଏପରିସ୍ଥିତିରେ ଆର୍ଥିକବର୍ଷ ୨୦୨୪-୨୫ରେ ଦେଶର ଜିଡିପି ୭ ପ୍ରତିଶତ ରହିବା ନେଇ ସମ୍ଭାବନା ଅଛି । ଗତ ଜାନୁଆରୀ ୫ରେ ଆର୍ଥିକ ବର୍ଷ ୨୪ରେ ଜିଡିପି ୭.୩ ପ୍ରତିଶତ ରହିବା ନେଇ ସରକାର ଅନୁମାନ କରିଥିଲେ ।

Powered by Froala Editor

Tags Budget

Related articles Odisha News Lens 4.1

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା
    ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    13989
    Mar 30, 2026
  • ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ
    ଦେଶ-ଦେଶାନ୍ତର

    ଆଜି ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନିଆ

    13796
    Mar 31, 2026
  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15466
    Mar 30, 2026
  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌
    ଦେଶ-ଦେଶାନ୍ତର

    ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13443
    Mar 30, 2026
  •  ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15314
    Mar 31, 2026
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14650
    Mar 30, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14983
    Mar 30, 2026
  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ
    ଦେଶ-ଦେଶାନ୍ତର

    ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

    14565
    Mar 30, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ,  କଡ଼ା ଭାଷାରେ ନିନ୍ଦା ...
    ଦେଶ-ଦେଶାନ୍ତର

    ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା ...

    14423
    Mar 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା କଲେ ସାଂସଦ ସସ୍ମିତ ପାତ୍ର

    14423
    Mar 30, 2026
  • ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14983
    Mar 30, 2026
  • ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    13989
    Mar 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14983
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16097
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15365
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15476
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15100
    Mar 23, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15031
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15537
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13832
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14650
    Mar 30, 2026
  • ପାମ୍ ବିଚ୍ ବିମାନବନ୍ଦରରେ ସୁରକ୍ଷା ଆଲର୍ଟ ଜାରି

    15314
    Mar 31, 2026
  • ଏପ୍ରିଲ ମାସରେ କେତେ ଦିନ ବ୍ୟାଙ୍କ ରହିବ ବନ୍ଦ ଜାଣନ୍ତୁ....

    13972
    Mar 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In