Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ...

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ...

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ...

  • ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ...

Home ›› ›› ରଞ୍ଜିତ ଶ୍ରୀନିବାସନ ହତ୍ୟା ମାମଲା: ୧୫ ଜଣଙ୍କୁ ଫାଶି ଦଣ୍ଡାଦେଶ

ରଞ୍ଜିତ ଶ୍ରୀନିବାସନ ହତ୍ୟା ମାମଲା: ୧୫ ଜଣଙ୍କୁ ଫାଶି ଦଣ୍ଡାଦେଶ

2024-01-30 09:41:36
15125
Share:
Facebook
Twitter
E-Mail
WhatsApp
Telegram
 ରଞ୍ଜିତ ଶ୍ରୀନିବାସନ ହତ୍ୟା ମାମଲା: ୧୫ ଜଣଙ୍କୁ ଫାଶି ଦଣ୍ଡାଦେଶ

ନୂଆଦିଲ୍ଲୀ: ଏମିତି ବି ହୋଇପାରେ ଦଣ୍ଡାଦେଶ । ଜଣେ କି ଦୁଇ ଜଣ ନୁହେଁ, ଏକାବେଳେ ୧୫ଜଣଙ୍କୁ ଫାଶିଦଣ୍ଡ ଦିଆଯାଇଛି । କେରଳର ବିଜେପି ନେତା ରଞ୍ଜିତ ଶ୍ରୀନିବାସନଙ୍କ ହତ୍ୟା ମାମଲାରେ କୋର୍ଟ ମୋଟ ୧୫ଜଣଙ୍କୁ ଫାଶି ଦଣ୍ଡାଦେଶ ଦେଇଛନ୍ତି ।ସମସ୍ତ ୧୫ଜଣ ଦୋଷୀ ପିଏଫଆଇ କର୍ମୀ ବୋଲି ସୂଚନା ମିଳିଛି । 

୨୦୨୧ ମସିହାରେ ଦୁର୍ବୃତ୍ତମାନେ ଘରେ ପଶି ବିଜେପି ନେତା ରଞ୍ଜିତ ଶ୍ରୀନିବାସନଙ୍କୁ ହତ୍ୟା କରିଥିଲେ । ମା’, ସ୍ତ୍ରୀ ଓ ଝିଅ ଆଗରେ ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ହାଣି ରଞ୍ଜିତଙ୍କୁ ହତ୍ୟା କରିଥିଲେ ।   ୨୦୨୧ ଡିସେମ୍ବର ୧୯ରେ ରଣଜିତ୍‌ଙ୍କୁ ଆଲାପ୍ପୁଝାସ୍ଥିତ ତାଙ୍କ ଘରେ ହତ୍ୟା କରାଯାଇଥିଲା। ଏହି ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ନିଷିଦ୍ଧ ସଂଗଠନ ପିଏଫ୍‌ଆଇର ସଦସ୍ୟ ଥିଲେ। ମଙ୍ଗଳବାର ରଣଜିତ୍‌ ଶ୍ରୀନିବାସଙ୍କ ହତ୍ୟା ମାମଲାରେ ମାଭେଲିକ୍କାର ଅତିରିକ୍ତ ଜିଲା ସେସନ କୋର୍ଟ ସମସ୍ତ ୧୫ ଦୋଷୀଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ରଞ୍ଜିତ ଶ୍ରୀନିବାସଙ୍କୁ ଆଠଜଣ ହତ୍ୟା କରିଥିବା ବେଳେ ଅନ୍ୟ କିଛିଜଣ ଏହି ଅପରାଧିକ ଘଟଣାରେ ସାମିଲ ଥିବା ପୁଲିସ ତଦନ୍ତରୁ ଜଣାପଡ଼ିଥିଲା। ଏହାପରେ ମୋଟ ୧୫ଜଣଙ୍କୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। କୋର୍ଟରେ ହାଜର ହେବାପରେ ବିଚାରାପତି ସମସ୍ତ ସାକ୍ଷୀ ଓ ପ୍ରମାଣକୁ ଦେଖିବା ପରେ ଏହି ହତ୍ୟା ଘଟଣାରେ ୧୫ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଥି‌ଲେ।

Powered by Froala Editor

Tags death sentence to 15 people

Related articles Odisha News Lens 4.1

  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ
    ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13567
    Feb 22, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14721
    Feb 23, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15166
    Feb 23, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14428
    Feb 23, 2026
  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର
    ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13795
    Feb 22, 2026
  • ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର
    ଦେଶ-ଦେଶାନ୍ତର

    ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର

    14485
    Feb 22, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14863
    Feb 23, 2026
  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ
    ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14693
    Feb 22, 2026
  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍
    ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13507
    Feb 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13795
    Feb 22, 2026
  • ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13567
    Feb 22, 2026
  • ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14510
    Feb 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17350
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17419
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17761
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16236
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15166
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15935
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14467
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15235
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15949
    Feb 17, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14962
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14475
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16086
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15371
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14863
    Feb 23, 2026
  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14693
    Feb 22, 2026
  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14510
    Feb 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In