Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ ...

  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକ୍ପି ...

  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ ...

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

  • ସୁଲତାନପୁର କୋର୍ଟରେ ରାହୁଲ

  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ...

  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ...

  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

  • ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

Home ›› ››ସରକାରୀ ମେଡିକାଲ କଲେଜ ଛାତ୍ରଛାତ୍ରୀଙ୍କ ପାଇଁ କଡ଼ାକଡ଼ି ହେଲା ବଣ୍ଡ ନିୟମ

ସରକାରୀ ମେଡିକାଲ କଲେଜ ଛାତ୍ରଛାତ୍ରୀଙ୍କ ପାଇଁ କଡ଼ାକଡ଼ି ହେଲା ବଣ୍ଡ ନିୟମ

2024-01-30 09:46:06
14337
Share:
Facebook
Twitter
E-Mail
WhatsApp
Telegram
ସରକାରୀ ମେଡିକାଲ କଲେଜ ଛାତ୍ରଛାତ୍ରୀଙ୍କ ପାଇଁ କଡ଼ାକଡ଼ି ହେଲା ବଣ୍ଡ ନିୟମ

ଭୁବନେଶ୍ୱର: ସରକାରୀ ମେଡିକାଲ କଲେଜରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ କଡ଼ାକଡ଼ି କରାଯାଇଛି ବଣ୍ଡ ନିୟମ। ପାଠ ପଢ଼ା ସରିବା ପରେ ୨ ବର୍ଷ ସରକାରୀ ହସ୍ପିଟାଲରେ କାମ କରିବାକୁ ବାଧ୍ୟ। ନ ହେଲେ ପାଠପଢ଼ା ସମୟରେ ପାଇଥିବା ଷ୍ଟାଇପେଣ୍ଡ ବା ଦରମାର ଦୁଇ ଗୁଣ ଟଙ୍କା ଦେବାକୁ ପଡ଼ିବ। ଏପରି କଡ଼ାକଡ଼ି ନିର୍ଦ୍ଦେଶାବଳୀ ଜାରି କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । 

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ରାଜ୍ୟର ସରକାରୀ ମେଡିକାଲ କଲେଜ ବା ସର୍ବଭାରତୀୟ ସ୍ତରୀୟ କୋଟାରେ ଏମବିବିଏସ  ଓ ବିଡିଏସ ପଢ଼ିବାକୁ ହେଲେ ନୂଆ ବଣ୍ଡ ଦାଖଲ କରିବାକୁ ପଡ଼ିବ। ଏହି ବଣ୍ଡ ଅନୁସାରେ ପାଠ ପଢ଼ି ସାରିବା ପରେ ୨ ବର୍ଷ ସରକାରୀ ହସ୍ପିଟାଲରେ କାମ କରିବାକୁ ପଡ଼ିବ। ବଣ୍ଡ ଦାଖଲ ନ କଲେ ନାଁ ଲେଖା ଯାଇପାରିବ ନାହିଁ। ଡିଏମଇଟି ଏହା ସୁନିଶ୍ଚିତ କରିବେ।

ଯଦି ଦୁଇ ବର୍ଷ କାମ ନ କରିବେ, ତେବେ ପାଠ ପଢ଼ା ବେଳେ ପାଇଥିବା ଦରମା ଓ ଷ୍ଟାଇପେଣ୍ଡର ଦୁଇ ଗୁଣା ଟଙ୍କା ଦେବାକୁ ପଡ଼ିବ। ଯିଏ ଉଚ୍ଚ ଶିକ୍ଷା କରିବ, ତାଙ୍କ ପାଇଁ ବଣ୍ଡ ନିୟମ ଲାଗୁ ହେବନି। କିନ୍ତୁ ଉଚ୍ଚ ଶିକ୍ଷା ପରେ ସେ ଦୁଇ ବର୍ଷ ସରକାରୀ ହସ୍ପିଟାଲରେ କାମ କରିବେ। ଏଥିପାଇଁ କୋର୍ଟରେ ଏକ ସତ୍ୟପାଠ ଦାଖଲ କରିବାକୁ ପଡ଼ିବ। ଡିଏମଇଟିଙ୍କଠାରୁ ବଣ୍ଡ ସଂପର୍କରେ କୌଣସି ସୂଚନା ନ ପାଇବା ପର୍ୟ୍ୟନ୍ତ ରାଜ୍ୟ ମେଡିକାଲ ପରିଷଦ ଏନଓସି ଦେଇପାରିବ ନାହିଁ । ଯଦି ପାଠପଢ଼ାର ୬ ମାସରେ ଭିତରେ ସରକାର ଚାକିରି ଦେବାରେ ବିଫଳ ହେବେ, ତା’ ହେଲେ ବଣ୍ଡ ସର୍ତ୍ତାବଳୀ ରଦ୍ଦ ହେବ।ଓଡ଼ିଶା କ୍ଲିନିକାଲ ଏଷ୍ଟାବ୍ଲିସମେଣ୍ଟ ଆଇନ ଅନୁସାରେ, ପଂଜୀକୃତ ହୋଇଥିବା ଘରୋଇ ଅନୁଷ୍ଠାନ ମଧ୍ୟ ସତ୍ୟପାଠ ବିନା ସଂପୃକ୍ତ ଡାକ୍ତରଙ୍କୁ ନିଯୁକ୍ତି ଦେଇପାରିବେ ନାହିଁ। ଯିଏ କୋର୍ସ ସରିବା ପୂର୍ବରୁ ପାଠ ଛାଡ଼ିବ, ସେ ୧୦ ଲକ୍ଷ ଟଙ୍କା ଦେବେ କିମ୍ବା ଷ୍ଟାଇପେଣ୍ଡ ଫେରାଇବେ। ଯଦି ନ ଦେବେ ତେବେ ଓଡ଼ିଶା ପବ୍ଲିକ ଡିମାଣ୍ଡ ରିକଭରି ଆଇନ ଅନୁସାରେ ସେମାନଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।

ଏପରି ନିୟମ ଆଣି ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପ୍ରତି ସରକାର କଠୋର ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ମାତ୍ର ଏହାକୁ ଖଣ୍ଡନ କରିଛନ୍ତି ଡିଏମଇଟି।ଏନେଇ ସେ କହିଛନ୍ତି, ‘ସମସ୍ତଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇବା ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟ। ଦୁଇ ଗୁଣା ଜରିମାନା କଠୋର ନିୟମ ନୁହେଁ ବୋଲି କହିଛନ୍ତି ଡିଏମଇଟି । ସରକାରଙ୍କର କେବେ ବି ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପ୍ରତି କଠୋର ମନୋଭାବ ନାହିଁ। ଗୋଟିଏ ଗୋଟିଏ ରାଜ୍ୟରେ ୫ରୁ ୧୦ ବର୍ଷ ପର୍ୟ୍ୟନ୍ତର ବଣ୍ଡ ବ୍ୟବସ୍ଥା ରହିଛି। ମାତ୍ର ଓଡ଼ିଶାରେ ଏହାକୁ ସର୍ବନିମ୍ନ ରଖାଯାଇଛି। ରାଜ୍ୟର ଜନସାଧାରଣଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ଏପରି ବ୍ୟବସ୍ଥା କରାଯାଇଛି ବୋଲି ମତ ରଖିଛନ୍ତି ଡିଏମଇଟି ।ଏଥିସହ ସେ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ ଡାକ୍ତରଙ୍କ ଅଭାବ ଆଗ ପରି ନାହିଁ। ମାତ୍ର ସ୍ପେସାଲିଷ୍ଟ ପଦବୀରେ ଅଭାବ ରହୁଛି। ଏହି ନିୟମ ଦ୍ୱାରା ଏ ସ୍ପେସାଲିଷ୍ଟ ଅଭାବକୁ ବହୁ ମାତ୍ରାରେ ପୂରଣ କରି ହେବ । ଘରୋଇ ହସ୍ପିଟାଲମାନଙ୍କୁ ମଧ୍ୟ ଏଥିପ୍ରତି ନୋଟିସ ଜାରି କରାଯିବ । ସେଠାରେ କାର୍ୟ୍ୟରତ ଥିବା ଡାକ୍ତରମାନେ ମଧ୍ୟ ୨ ବର୍ଷ ସରକାରୀ ହସ୍ପିଟାଲରେ କାମ କରି ଘରୋଇ ହସ୍ପିଟାଲରେ ଯୋଗ ଦେଇଥିବା ଜଣାଇବେ।

Powered by Froala Editor

Tags Medical student

Related articles Odisha News Lens 4.1

  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକ୍ପି କରନ୍ତୁ ଇପିଏଫ୍ ବାଲାନ୍ସ
    ଦେଶ-ଦେଶାନ୍ତର

    ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକ୍ପି କରନ୍ତୁ ଇପିଏଫ୍ ବାଲାନ୍ସ

    14594
    Feb 21, 2026
  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?
    ଦେଶ-ଦେଶାନ୍ତର

    ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?

    14375
    Feb 21, 2026
  • ୨୭ରେ ମୁକ୍ତିଲାଭ କରିବ
    ମନୋରଞ୍ଜନ

    ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

    14979
    Feb 20, 2026
  • ସୁଲତାନପୁର କୋର୍ଟରେ ରାହୁଲ
    ଦେଶ-ଦେଶାନ୍ତର

    ସୁଲତାନପୁର କୋର୍ଟରେ ରାହୁଲ

    14903
    Feb 20, 2026
  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି
    ଦେଶ-ଦେଶାନ୍ତର

    ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି

    15655
    Feb 20, 2026
  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ  ପ୍ରତିବାଦ ପ୍ରଦର୍ଶନ
    ଦେଶ-ଦେଶାନ୍ତର

    ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ପ୍ରଦର୍ଶନ

    14096
    Feb 20, 2026
  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ
    ଜିଲ୍ଲା ପରିକ୍ରମା

    ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

    15707
    Feb 20, 2026
  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

    14648
    Feb 20, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ
    ବିଶେଷ

    ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15573
    Feb 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି

    15655
    Feb 20, 2026
  • ଦେଶ-ଦେଶାନ୍ତର

    ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?

    14375
    Feb 21, 2026
  • ମନୋରଞ୍ଜନ

    ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

    14979
    Feb 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17347
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17416
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17759
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16233
    Apr 03, 2021

ବିଶେଷ

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15573
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14261
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15193
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15907
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15921
    Feb 14, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14960
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14473
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16083
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15367
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି

    15655
    Feb 20, 2026
  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ

    13776
    Feb 21, 2026
  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

    15707
    Feb 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In