Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଇଡିରେ ହାଜର ହେଲେ ତେଜସ୍ୱୀ ଯାଦବ

ଇଡିରେ ହାଜର ହେଲେ ତେଜସ୍ୱୀ ଯାଦବ

2024-01-30 10:20:46
15649
Share:
Facebook
Twitter
E-Mail
WhatsApp
Telegram
ଇଡିରେ ହାଜର ହେଲେ ତେଜସ୍ୱୀ ଯାଦବ

ପାଟନା: ବହୁ ଚର୍ଚ୍ଚିତ ଲ୍ୟାଣ୍ଡ୍ ଫର୍ ଜବ୍ ସ୍କାମ ମାମଲାରେ ଅଡ଼ୁଆରେ ବିହାରର ଯାଦବ ପରିବାର । ଗତକାଲି(ସୋମବାର) ଲାଲୁ ଯାଦବଙ୍କ ପରେ ଆଜି ତାଙ୍କ ପୁଅ ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ପାଟନା ସ୍ଥିତ ଇଡି କାର୍ୟ୍ୟାଳୟରେ ହାଜର ହୋଇଛନ୍ତି । ୩ ଥର ସମନ ପରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କାର୍ୟ୍ୟାଳୟରେ ପହଞ୍ଚିଛନ୍ତି ତେଜସ୍ବୀ ଯାଦବ । ଅନ୍ୟପଟେ କାର୍ୟ୍ୟାଳୟ ବାହାରେ ଶତାଧିକ ଆରଜେଡି ନେତା ଓ କର୍ମୀଙ୍କ ଭିଡ଼ ଦେଖିବାକୁ ମିଳିଛି ।

ବିହାରରେ ଲ୍ୟାଣ୍ଡ୍ ଫର୍ ଜବ୍ ସ୍କାମ ମାମଲାରେ ଇଡି ପୂର୍ବରୁ ତେଜସ୍ୱୀ ଯାଦବଙ୍କୁ ୩ ଥର ସମନ ଜାରି କରିବା ପରେ ସେ ଆଜି ହାଜର ହୋଇଛନ୍ତି । ରାବଡି ଦେବୀ ବାସଭବନଠାରୁ ଇଡି କାର୍ୟ୍ୟାଳୟ ପର୍ୟ୍ୟନ୍ତ ତେଜସ୍ୱୀ ଯାଦବଙ୍କ ସମର୍ଥକମାନଙ୍କର ପ୍ରବଳ ଭିଡ ଦେଖିବାକୁ ମିଳିଛି । ଇଡି କାର୍ୟ୍ୟାଳୟ ବାହାରେ ଶତାଧିକ ଆରଜେଡି ନେତା ଓ କର୍ମୀ ପ୍ରବଳ ହୋହଲ୍ଲା କରିବା ସହ କେନ୍ଦ୍ର ସରକାର ବିରୋଧି ନାରା ଦେଇଛନ୍ତି ।

ସୋମବାର ଦିନ ଏହି ମାମଲାରେ ଇଡି କାର୍ୟ୍ୟାଳୟରେ ହାଜର ହୋଇଥିଲେ ତେଜସ୍ବୀଙ୍କ ବାପା ତଥା ପୂର୍ବତନ ବିହାର ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ। ଏହି ସମୟରେ ତାଙ୍କ ଝିଅ ମିଶା ଭାରତୀ ମଧ୍ୟ ତାଙ୍କ ସହ ରହିଥିଲେ । ଲାଲୁ ଯାଦବଙ୍କୁ ପାଖାପାଖି ୧୦ ଘଣ୍ଟା ଧରି ପଚରାଉଚରା କରିଥିଲେ ଇଡି ଅଧିକାରୀ । ଅନ୍ୟପଟେ ମିଶା ଭାରତୀଙ୍କୁ ଫେବ୍ରୁଆରୀ ୫ ତାରିଖରେ ହାଜର ହେବାକୁ ଇଡି ନିର୍ଦ୍ଦେଶ ଦେଇଛି ।
ସୂଚନା ଯୋଗ୍ୟ, ବିହାର ଚାକିରି ବଦଳରେ ଜମି ଘୋଟାଲା ମାମଲା ୧୪ ବର୍ଷ ପୁରୁଣା । ମନମୋହନ ସିଂ ପ୍ରଧାନମନ୍ତ୍ରୀ ଥିବା ସମୟରେ ୨୦୦୪ ମସିହାରୁ ୨୦୦୯ ପର୍ୟ୍ୟନ୍ତ ରେଳମନ୍ତ୍ରୀ ଥିଲେ ଆରଜେଡି ଅଧ୍ୟକ୍ଷ ଲାଲୁ ଯାଦବ । ଏହି ସମୟରେ ରେଲଓ୍ୱେରେ ଚାକିରିରେ ବ୍ୟାପକ ଘୋଟାଲା ହୋଇଥିବା ଅଭିଯୋଗ ହୋଇଥିଲା । ରେଳ ବିଭାଗରେ ଚାକିରି ଦେବା ନାଁରେ ଜମି ନେଉଥିବା ଅଭିଯୋଗ ହୋଇଥିଲା

Powered by Froala Editor

Tags Tejaswi Jacob appeared in ED

Related articles Odisha News Lens 4.1

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14188
    Oct 18, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14852
    Oct 17, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13937
    Oct 17, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14965
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15528
    Oct 17, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13759
    Oct 18, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14241
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13759
    Oct 17, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14938
    Oct 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13759
    Oct 17, 2026
  • ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14852
    Oct 17, 2026
  • ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13759
    Oct 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17193
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17887
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18257
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14188
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15223
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14683
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14783
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15785
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14620
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13987
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15814
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14852
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14241
    Oct 17, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14965
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In