Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ...

  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ...

  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ...

  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ...

  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ...

  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ...

  • ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ...

  • ୯ ବିଜେଡି କାଉନସିଲର ସମୂହ ଇସ୍ତଫା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମାଓ ହମଲାର ପାଲଟା ଜବାବ, ୬ ମାଓବାଦୀଙ୍କୁ ଏନକାଉଣ୍ଟର

ମାଓ ହମଲାର ପାଲଟା ଜବାବ, ୬ ମାଓବାଦୀଙ୍କୁ ଏନକାଉଣ୍ଟର

2024-01-30 19:35:24
14541
Share:
Facebook
Twitter
E-Mail
WhatsApp
Telegram
ମାଓ ହମଲାର ପାଲଟା ଜବାବ, ୬ ମାଓବାଦୀଙ୍କୁ ଏନକାଉଣ୍ଟର

ଛତିଶଗଡ଼ର ବସ୍ତର ଅଞ୍ଚଳରେ ବଡ଼ ଧରଣର ନକ୍ସଲ ହମଲା ହୋଇଛି। ଗୁଳି ବିନିମୟରେ ୩ଯବାନ ଶହୀଦ ହୋଇଥିବାବେଳେ ୧୪ଜଣ ଆହତ ହୋଇଥିଲେ। ଘଟଣାର ଅଳ୍ପ ସମୟ ମଧ୍ୟରେ ସୁରକ୍ଷାବାହିନୀର ଯବାନମାନେ ୬ଜଣ ମାଓବାଦୀଙ୍କୁ ଏନକାଉଣ୍ଟର କରିଛନ୍ତି।

ବସ୍ତର ଆଇଜି ସୁନ୍ଦରରାଜ ପଟ୍ଟଲିଙ୍ଗମ କହିଛନ୍ତି, ଟେକୁଲଗୁଡେମରେ ଏକ କ୍ୟାମ୍ପ ତିଆରି କରାଯାଉଥିବା ବେଳେ ନକ୍ସଲମାନେ ଆକ୍ରମଣ କରିଥିଲେ। ସେଠାରେ ମୁତୟନ ହୋଇଥିବା ସିଆରପିଏଫ୍‌ର କୋବ୍ରା ବାହିନୀ ସହିତ ସ୍ପେଶାଲ ଟାସ୍କଫୋର୍ସ ଓ ଡିଷ୍ଟ୍ରିକ୍‌ଟ ରିଜର୍ଭ ଗାର୍ଡ (ଡିଆରଜି)ର ସୁରକ୍ଷାକର୍ମୀମାନେ ଏହା ଜବାବ ଦେଇଥିଲେ। ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିବା ମିଳିଥିବା ଭିଜୁଆଲରୁ ସ୍ପଷ୍ଟ ହୋଇଛି।

ସୂଚନାଯୋଗ୍ୟ, ବିଜାପୁର-ସୁକମା ସୀମାନ୍ତ ଜୋନାଗୁଡା ଓ ଅଲୀଗୁଡା ନିକଟରେ ମାଓଙ୍କର ଉପସ୍ଥିତି ନେଇ ଯବାନମାନେ ସେଠାରେ ଶିବିର କରି ରହିବା ସହ ସ୍ଥାନୀୟ ଜଙ୍ଗଲରେ ସର୍ଚ୍ଚ ଅପରେଶନ କରିଥିଲେ। ମଙ୍ଗଳବାର ହଠାତ୍‌ ମାଓବାଦୀମାନେ ଯବାନଙ୍କ ଉଫରେ ଆକ୍ରମଣ କରିଥିଲେ। ପରେ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା। ଏଥିରେ ୩ଜଣ ଯବାନ ଶହୀଦ ହୋଇଥିଲେ। ଆହତ ଯବାନଙ୍କୁ ଜଗଦଲପୁରସ୍ଥିତ ସରକାରୀ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। କିନ୍ତୁ ଗୁରୁତର ଯବାନଙ୍କୁ ଏୟାର ଲିଫ୍ଟ କରି ରାୟପୁର ସ୍ଥାନାନ୍ତରିତ କରାଯାଇଛି।


Powered by Froala Editor

Tags mao attack

Related articles Odisha News Lens 4.1

  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
    ଜିଲ୍ଲା ପରିକ୍ରମା

    ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    15129
    Mar 30, 2026
  • ୯ ବିଜେଡି କାଉନସିଲର ସମୂହ ଇସ୍ତଫା
    ରାଜନୀତି

    ୯ ବିଜେଡି କାଉନସିଲର ସମୂହ ଇସ୍ତଫା

    13899
    Mar 30, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ
    ବିଶେଷ

    ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14963
    Mar 30, 2026
  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ
    ଦେଶ-ଦେଶାନ୍ତର

    ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

    14544
    Mar 30, 2026
  • ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା
    ଦେଶ-ଦେଶାନ୍ତର

    ତୃତୀୟ ଥର କ୍ଷମତାକୁ ଆଣିବା ପାଇଁ ରାଜ୍ୟବାସୀ ଚାତକ ଭଳି ଅନାଇ ବସିଛନ୍ତି: ଶାହା

    13968
    Mar 30, 2026
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14629
    Mar 30, 2026
  • ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ
    ଦେଶ-ଦେଶାନ୍ତର

    ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ

    15450
    Mar 30, 2026
  • ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ,  କଡ଼ା ଭାଷାରେ ନିନ୍ଦା ...
    ଦେଶ-ଦେଶାନ୍ତର

    ନିଶିକାନ୍ତ ଦୁବେଙ୍କ ବିଜୁ ପଟ୍ଟନାୟକଙ୍କୁ ନେଇ ବିବାଦୀୟ ବୟାନ, କଡ଼ା ଭାଷାରେ ନିନ୍ଦା ...

    14402
    Mar 30, 2026
  • ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15445
    Mar 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14629
    Mar 30, 2026
  • ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ବିଜେପି ରାଷ୍ଟୀୟ ଅଧ୍ୟକ୍ଷ ନୀତିନ ନବୀନ

    15445
    Mar 30, 2026
  • ଦେଶ-ଦେଶାନ୍ତର

    ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

    14544
    Mar 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    14963
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16078
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15363
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15473
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15097
    Mar 23, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15030
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15537
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13831
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    15129
    Mar 30, 2026
  • ଗିରଫ ହେଲା ଲସ୍କର ଆତଙ୍କୀ ଶବିର ଅହମ୍ମଦ ଲୋନ୍‌

    13422
    Mar 30, 2026
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ

    14629
    Mar 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In