Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ ...

  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସାରା ଜଗତରେ ଲାଗି ରହିଥିବା ସଂକଟ ମଧ୍ୟରେ ବିଶ୍ବର ଦ୍ରୁତତମ ବିକଶିତ ଅର୍ଥନୀତି ପାଲଟିଛି ଭାରତ:ରାଷ୍ଟ୍ରପତି

ସାରା ଜଗତରେ ଲାଗି ରହିଥିବା ସଂକଟ ମଧ୍ୟରେ ବିଶ୍ବର ଦ୍ରୁତତମ ବିକଶିତ ଅର୍ଥନୀତି ପାଲଟିଛି ଭାରତ:ରାଷ୍ଟ୍ରପତି

2024-01-31 08:19:18
14308
Share:
Facebook
Twitter
E-Mail
WhatsApp
Telegram
ସାରା ଜଗତରେ ଲାଗି ରହିଥିବା ସଂକଟ ମଧ୍ୟରେ ବିଶ୍ବର ଦ୍ରୁତତମ ବିକଶିତ ଅର୍ଥନୀତି ପାଲଟିଛି ଭାରତ:ରାଷ୍ଟ୍ରପତି

ନୂଆଦିଲ୍ଲୀ : ଆଜିଠାରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ବଜେଟ ପୂର୍ବରୁ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସରକାରଙ୍କ ଐତିହାସିକ ଉପଲବ୍ଧିକୁ ନେଇ ଅଭିଭାଷଣ ରଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ କହିଛନ୍ତି, ବିକାଶର ଉପଲବ୍ଧିରେ ପରିପୂର୍ଣ୍ଣ ଭାରତ। ସଫଳତା, ସଂସ୍କାର ଏବଂ ରୂପାନ୍ତରଣ ପ୍ରକ୍ରିୟା ଦେଶରେ ଲଗାତାର ଜାରି ରହିଛି। ଦେଶରେ ଏକ ଭାରତ ଶ୍ରେଷ୍ଠ ଭାରତର ମହକ। ସାରା ଜଗତରେ ଲାଗି ରହିଥିବା ସଂକଟ ମଧ୍ୟରେ ବିଶ୍ବର ଦ୍ରୁତତମ ବିକଶିତ ଅର୍ଥନୀତି ପାଲଟିଛି ଭାରତ। ଚନ୍ଦ୍ରର ଦକ୍ଷିଣ ମେରୁରେ ଜାତୀୟ ପତାକା ଲହରାଇବାରେ ବିଶ୍ବର ପ୍ରଥମ ଦେଶ ହୋଇଛି ଭାରତ। ଏକ ନୂଆ ଭାରତ ନିର୍ମାଣର ସଂକଳ୍ପ ନେଇଛନ୍ତି ସରକାର। ସଂସଦର ନୂଆ ଭବନରେ ନୂଆ ଭାରତର ଝଲକ ଦେଖିବାକୁ ମିଳୁଛି। ଏହି ଅବସରରେ ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ପକାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଏହା ସହିତ ଭାରତର ସଫଳତା ବଖାଣିବା ସହ କ୍ରୀଡ଼ାରେ ଭାରତ ଉନ୍ନତ ପ୍ରଦର୍ଶନ କରିଛି। ଏସୀୟ କ୍ରୀଡାରେ ଶହେରୁ ଅଧିକ ପଦକ ହାସଲ କରିଛି। ଭାରତ ବିଶ୍ବର ଦ୍ରୁତତମ ବିକଶିତ ଅର୍ଥବ୍ୟବସ୍ଥା ପାଲଟିଛି। ଭାରତରେ ସବୁଠାରୁ ଦୀର୍ଘ ସମୁଦ୍ର ସେତୁ ନିର୍ମାଣ ହୋଇଛି। ଦେଶର ଅର୍ଥ ବ୍ୟବସ୍ଥାରେ ପରିବର୍ତ୍ତନ ଜାରି ରହିଛି। ୨୫ କୋଟି ଭାରତୀୟ ଦାରିଦ୍ର୍ୟ ସୀମାରେଖା ସ୍ତରରୁ ଉପରକୁ ଉଠିଛନ୍ତି। ଦେଶର ଟାକ୍ସ ବ୍ୟବସ୍ଥାରେ ପରିବର୍ତ୍ତନ ଆସିଥିବା ବେଳେ ୧ କୋଟି ୪୦ ଲକ୍ଷ ଲୋକ ଜିଏସଟି ପ୍ରଦାନ କରୁଛନ୍ତି। ଏହା ସହିତ ୮ କୋଟି ଲୋକ ଆୟକର ପ୍ରଦାନ କରୁଛନ୍ତି। ସୁଶାସନ ଓ ପାରଦର୍ଶିତାକୁ ନେଇ ଆର୍ଥିକ ସୁଧାର ଆସିଛି। ଦେଶରେ ୧ ଲକ୍ଷରୁ ଅଧିକ ଷ୍ଟାର୍ଟଅପ୍ ଆସିଛି। ଭାରତର ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ମଜଭୁତ ହେବା ସହ ବ୍ୟାଙ୍କ ଗୁଡିକର ଏନପିଏ ହ୍ରାସ ପାଇ ୪ ପ୍ରତିଶତରେ ପହଞ୍ଚିଛି। ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଅନେକ ଆଗକୁ ଯାଇଛି। ଆଗକୁ ଭାରତରେ ସି-୨୯୫ ବିମାନ ନିର୍ମାଣ ହେବାକୁ ଯାଉଛି। ଦେଶରେ ନିର୍ମିତ ଆଇଏନଏସ ବିକ୍ରାନ୍ତ ଭାରତର ଗର୍ବ ପାଲଟିଛି। ଇଜ୍ ଅ ଫ୍ ଡୁଇଂ ବିଜନେସରେ ଲଗାତାର ସୁଧାର ଆସିଛି। ଆଜି ଭାରତ ନିଜର ସାମଗ୍ରୀ ରପ୍ତାନୀ କରୁଛି । ସାଢେ ୩ କୋଟି ଏମଏସଏମଇ ପଞ୍ଜୀକରଣ  ହୋଇଛି। ଡିଜିଟାଲ ଇଣ୍ଡିଆ ଭାରତର ବଡ଼ ପରିବର୍ତ୍ତନ ପାଲଟିଛି। ଡିଜିଟାଲ ଇଣ୍ଡିଆରେ ବ୍ୟବସାୟ ସରଳ ହୋଇଛି। ଭାରତରେ ବିଶ୍ବର ୪୬ ପ୍ରତିଶତ ଡିଜିଟାଲ କାରବାର ହୋଇଛି ବୋଲି କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Powered by Froala Editor

Tags Budget

Related articles Odisha News Lens 4.1

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13800
    Oct 16, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14774
    Oct 16, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14809
    Oct 16, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...
    ବାଣିଜ୍ୟ

    ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ ...

    13896
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13813
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14292
    Oct 15, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15462
    Oct 15, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14632
    Oct 15, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13735
    Oct 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15462
    Oct 15, 2026
  • ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ କରିଦେଇଛନ୍ତି ସରକାର: ଅଭିଜିତ

    13800
    Oct 16, 2026
  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14632
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17185
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17879
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17829
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18250
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14774
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14622
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14728
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15730
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14404
    Sep 27, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14292
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13980
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15102
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15809
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14292
    Oct 15, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13735
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13813
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In