Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ...

  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ...

  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ...

  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ...

  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ...

  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ...

  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ...

  • ମ୍ୟାକଡୋନାଲ୍ଡ୍ସ ସହ ୭ଟି ରେଷ୍ଟୁରାଣ୍ଟର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବକେୟା ବାସଗୃହକୁ ମଞ୍ଜୁରୀ ଦିଅ: ସସ୍ମିତ

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବକେୟା ବାସଗୃହକୁ ମଞ୍ଜୁରୀ ଦିଅ: ସସ୍ମିତ

2024-01-31 08:24:07
14588
Share:
Facebook
Twitter
E-Mail
WhatsApp
Telegram
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବକେୟା ବାସଗୃହକୁ ମଞ୍ଜୁରୀ ଦିଅ: ସସ୍ମିତ

ନୂଆଦିଲ୍ଳୀ: ଓଡ଼ିଶାରେ ଗଠନ କର ବିଧାନ ପରିଷଦ । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବକେୟା ବାସଗୃହକୁ ମଞ୍ଜୁରୀ ଦିଅ । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁ ୨୯୩୦ ଟଙ୍କାକୁ ବୃଦ୍ଧି କର । ରାଜ୍ୟ ସ୍ୱାର୍ଥ ସମ୍ବଳିତ ଏସବୁ ପ୍ରସଙ୍ଗକୁ ଗମ୍ଭୀରତାର ସହ ସଂସଦରେ ଉଠାଇବ ବିଜୁ ଜନତା ଦଳ । ଏହାଛଡ଼ା ଆଉ ୪ଟି ପ୍ରମୁଖ ପ୍ରସଙ୍ଗକୁ ମଧ୍ୟ ଦଳ ଗମ୍ଭୀରତାର ସହ ଗୃହର ଦୃଷ୍ଟି ଆକର୍ଷଣ କରିବ । ପହିଲାରୁ ଆସନ୍ତା ଫେବ୍ରୁଆରୀ ୯ ପର୍ୟ୍ୟନ୍ତ ସଂସଦର କାମଚଳା ବଜେଟ୍‌ ଅଧିବେଶନ ବସିବ । ଏହି ଅଧିବେଶନରେ ରହିବ ମାତ୍ର ୬ଟି କାର୍ୟ୍ୟ ଦିବସ ।
ସଂସଦର ବଜେଟ୍‌ ଅଧିବେଶନର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ନେଇ ଆଲୋଚନା ସମୟରେ ବିଜେଡି ରାଜ୍ୟର ପ୍ରମୁଖ ପ୍ରସଙ୍ଗକୁ ଉଠାଇବ । ବିଧାନ ପରିଷଦ ଗଠନ ନେଇ ଓଡିଶା ବିଧାନସଭାର ସର୍ବସମ୍ମତ ପ୍ରସ୍ତାବ କେନ୍ଦ୍ର ସରକାରଙ୍କ ନିକଟରେ ବହୁ ବର୍ଷ ଧରି ପଡିରହିଛି । ଆସନ୍ତା ଲୋକସଭା ନିର୍ବାଚନ ପୂର୍ବରୁ ଏହାକୁ ଲାଗୁ କରିବା ପାଇଁ ଦଳ ପକ୍ଷରୁ ଉଠାଯିବ । ଏହାଛଡା ଓଡ଼ିଶାର ୧୬୯ ଅଦିବାସୀ ସଂପ୍ରଦାୟଙ୍କୁ ଅଦିବାସୀ ତାଲିକାରେ ସାମିଲ କରିବା ପାଇଁ ଦଳର ପୂର୍ବ ଦାବିକୁ ପୁଣିଥରେ ଉପସ୍ଥାପନ କରାଯିବ । ହୋ, ମୁଣ୍ଡାରୀ, ଭୂମିଜ୍‌ ଓ କୁଇ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ପାଇଁ ଦଳ ପୁଣିଥରେ ସଂସଦରେ ଦାବି କରିବ ।
ସେହିପରି କେନ୍ଦୁପତ୍ର ଉପରେ ୧୮ ପ୍ରତିଶତ ଜିଏସ୍‌ଟି ଛାଡ କରିବା ପାଇଁ ବିଜେଡି କେନ୍ଦ୍ର ସରକାରଙ୍କ ନିକଟରେ ତାହାର ପୂର୍ବ ଦାବିକୁ ପୁଣି ଉପସ୍ଥାପନ କରିବ । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀମାନଙ୍କୁ ଉଚିତ୍‌ ସମୟରେ କ୍ଷତିପୂରଣ ପ୍ରଦାନ କରାଯାଉନାହିଁ । ଏହି ଫସଲ ବୀମା ଯୋଜନାକୁ ଠିକ୍‌ ଭାବେ ଲାଗୁ କରିବାକୁ ବିଜେଡି ଦାବି ରଖିବ ।ଧାନର ଏମ୍‌ଏସ୍‌ପି ୨୯୩୦ଟଙ୍କାକୁ ବୃଦ୍ଧି କରିବା ଓ ଉପକୂଳବର୍ତ୍ତୀ ରାଜପଥ ପ୍ରସଙ୍ଗକୁ ଦଳ ଶାଣିତ ଭାବେ ଉଠାଇବ । କଟକ-ସମ୍ବଲପୁର ଜାତୀୟ ରାଜପଥର କାମ ଅଧାପନ୍ତରିଆ ହୋଇ ପଡିରହିଛି । ଭୁବନେଶ୍ୱର ଆଉଟର୍‌ ରିଙ୍ଗରୋଡର କାର୍ୟ୍ୟ ମଧ୍ୟ କାର୍ୟ୍ୟକାରୀ କରାଯାଇ ନାହିଁ । ସଂସଦରେ ଓଡିଶାର ବିଭିନ୍ନ ରାଜପଥମାନଙ୍କର ନିର୍ମାଣ କାର୍ୟ୍ୟକୁ ଯେପରି ତ୍ୱରାନ୍ୱିତ କରାଯାଏ ସେ ନେଇ ବିଜେଡି ଜୋର ଦେବ । ଏହାଛଡା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୭ଲକ୍ଷ ବାସଗୃହ ଏବେବି ରାଜ୍ୟକୁ ପାଇବାକୁ ଅଛି । ତାକୁ ଶୀଘ୍ର ମଞ୍ଜୁର କରିବା ଏବଂ ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସାମିଲ କରାଯିବା ଏବଂ କେନ୍ଦ୍ରୀୟ ଶୁଳ୍କର କିଛି ଅଂଶ ରାଜ୍ୟକୁ ପ୍ରଦାନ କରିବା ପାଇଁ ବିଜେଡି ସଂସଦରେ ଦାବି ଉଠାଇବ ବୋଲି ସସ୍ମିତ କହିଛନ୍ତି ।

Powered by Froala Editor

Tags Budget

Related articles Odisha News Lens 4.1

  • ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ:  ୨ ମୃତ, ୯ ଆହତ
    ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15033
    Aug 22, 2026
  •  ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍
    ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15412
    Aug 22, 2026
  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ
    ଦେଶ-ଦେଶାନ୍ତର

    ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ

    15254
    Aug 22, 2026
  • ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ଫୋନ୍ ବିବାଦ: ଖାଇରେ ପଡ଼ି ବାପା, ମା, ପୁଅର ଜୀବନ ଚାଲିଗଲା

    15357
    Aug 22, 2026
  • ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି
    ଦେଶ-ଦେଶାନ୍ତର

    ଚିନି ଦର ବୃଦ୍ଧି ପରେ ମନ୍ତ୍ରୀଙ୍କ ମଧୁମେହ ଯୁକ୍ତି

    15348
    Aug 22, 2026
  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା
    ଦେଶ-ଦେଶାନ୍ତର

    ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା

    13504
    Aug 22, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15476
    Aug 22, 2026
  • ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ
    ମନୋରଞ୍ଜନ

    ‘ମାଝୀରେ’ ଗୀତରୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

    13501
    Aug 22, 2026
  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର
    ଦେଶ-ଦେଶାନ୍ତର

    ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର

    14041
    Aug 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15412
    Aug 22, 2026
  • ଦେଶ-ଦେଶାନ୍ତର

    ହୁତୁହୁତୁ ହୋଇ ଜଳୁଛି ଔଷଧ କମ୍ପାନୀ: ୨ ମୃତ, ୯ ଆହତ

    15033
    Aug 22, 2026
  • ଦେଶ-ଦେଶାନ୍ତର

    ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର

    14041
    Aug 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17046
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17671
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17716
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15314
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16009
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13928
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14957
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14728
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15963
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14001
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14264
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14391
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହୋମ୍ ୱାର୍କ ପ୍ରେସର: ଭୟରେ ହୃଦ୍‌ଘାତ, ଶିଶୁର ଜୀବନ ଚାଲିଗଲା

    13504
    Aug 22, 2026
  • ଦୁଇ ପିଲାଙ୍କୁ ଛାଡ଼ି ଯୁବକ ସହ ମହିଳା ଫେରାର

    14041
    Aug 22, 2026
  • ରିଲ୍ସ କରିବାକୁ ବିହାର ସରକାର ଦେବେ ଟଙ୍କା, ଯେତେ ଭ୍ୟୁ ସେତେ ଆୟ

    15254
    Aug 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In