Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ...

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ...

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ...

  • ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ...

Home ›› ››ବଜେଟ୍: ଏହିମାନଙ୍କ ପାଇଁ ହୋଇପାରେ ବଡ଼ ଘୋଷଣା

ବଜେଟ୍: ଏହିମାନଙ୍କ ପାଇଁ ହୋଇପାରେ ବଡ଼ ଘୋଷଣା

2024-02-01 05:53:48
15096
Share:
Facebook
Twitter
E-Mail
WhatsApp
Telegram
ବଜେଟ୍: ଏହିମାନଙ୍କ ପାଇଁ ହୋଇପାରେ ବଡ଼ ଘୋଷଣା

ନୂଆଦିଲ୍ଲୀ:  ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଅନ୍ତରୀଣ ବଜେଟ୍ ଉପସ୍ଥାପନ କରିବେ । ଅର୍ଥମନ୍ତ୍ରୀ ଯେତେବେଳେ ବଜେଟର ପେଡି ଖୋଲିବେ ଏହା ଉପରେ ସାରା ଦେଶର ନଜର ରହିବ । ମୋଦି ସରକାରଙ୍କ ଦ୍ବିତୀୟ ପାଳିର ଏହା ଶେଷ ବଜେଟ୍ । ନୂଆ ସଂସଦରେ ଏହା ପ୍ରଥମ ବଜେଟ୍ । ସେହିପରି ନିର୍ମଳା ସୀତାରମଣଙ୍କ ଏହା ଷଷ୍ଠ ବଜେଟ୍ ।  ନିର୍ବାଚନ ପୂର୍ବରୁ ଏହି କାମଚଳା ବଜେଟରେ କୃଷକ, ନିଯୁକ୍ତି ଆଶାୟୀ ଓ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା ହୋଇପାରେ ବୋଲି କୁହାଯାଉଛି ।

କୃଷି କ୍ଷେତ୍ରରେ ବଜେଟରେ କିଛି ବଡ଼ ଘୋଷଣା ହୋଇପାରେ । ପିଏମ୍ କିଷାନ ସମ୍ମାନ ନୀଧି ଯୋଜନାରେ ବ୍ୟୟ ବୃଦ୍ଧି ହୋଇପାରେ । ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ପିଏମ୍ କିଷାନ ସମ୍ମାନ ନୀଧି ଯୋଜନାରେ ଚାଷୀଙ୍କୁ ସହାୟତା ରାଶି ୬ ହଜାରରୁ ୮ ହଜାର କିମ୍ବା ୯ ହଜାର ପର୍ୟ୍ୟନ୍ତ ବୃଦ୍ଧି ହେବା ନେଇ ଆଶା ରହିଛି । ମହିଳାଙ୍କୁ ପାଇଁ ବିଭିନ୍ନ ଯୋଜନାରେ ସହାୟତା ରାଶି ବଢ଼ିପାରେ ବୋଲି କୁହାଯାଉଛି । ପୂରା ଦେଶରେ ୧୧ କୋଟି ଚାଷୀଙ୍କ ବର୍ଷକୁ ୬ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ମିଳୁଛି । ତେବେ ଏହି ବଜେଟରେ ପୁରୁଷ ଚାଷୀଙ୍କ ପାଇଁ ୯ ହଜାର ଏବଂ ମହିଳା ଚାଷୀଙ୍କୁ ସମ୍ମାନ ନୀଧି ଯୋଜନାରେ ୧୨ ହଜାରରେ ଟଙ୍କା ପର୍ୟ୍ୟନ୍ତ ବୃଦ୍ଧି କରିପାରନ୍ତି ସରକାର ।  

ସେହିପରି ରେଳ କ୍ଷେତ୍ରରେ ମଧ୍ୟ ବଜେଟ୍ ଆବଣ୍ଟନ ବୃଦ୍ଧି ହେବା ନେଇ ଆଶା ରହିଛି । ଅନ୍ତରୀଣ ବଜେଟରେ ପୂର୍ବ ଅପେକ୍ଷା ୨୫ ପ୍ରତିଶତ ଅଧିକ ବ୍ୟୟ ବରାଦ ହୋଇପାରେ । ଗତଥର ପୂର୍ଣ୍ଣାଙ୍ଗ ବଜେଟରେ ପ୍ରାୟ ୧.୭ ଲକ୍ଷ କୋଟିର ବ୍ୟୟ ବରାଦ ହୋଇଥିଲା । ଏଥର କିନ୍ତୁ ରେଳ ବଜେଟ୍ ପ୍ରାୟ ୩ଲକ୍ଷ କୋଟି ପାର୍ କରିବ  । ଏହାଛଡ଼ା ରେଳ ବିଭାଗରେ ନୂଆ ଟ୍ରେନ୍ ଘୋଷଣା ହେବାର ସମ୍ଭାବନା ରହିଛି ।

Powered by Froala Editor

Tags Budget

Related articles Odisha News Lens 4.1

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର
    ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13796
    Feb 22, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14429
    Feb 23, 2026
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ
    ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13568
    Feb 22, 2026
  • ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର
    ଦେଶ-ଦେଶାନ୍ତର

    ଡିହାଇଡ୍ରେସନର ଶିକାର ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାଓ୍ବାର

    14486
    Feb 22, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14722
    Feb 23, 2026
  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା
    ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14511
    Feb 22, 2026
  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ
    ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14694
    Feb 22, 2026
  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍
    ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13508
    Feb 22, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14864
    Feb 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13796
    Feb 22, 2026
  • ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14694
    Feb 22, 2026
  • ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14511
    Feb 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17350
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17419
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17761
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16236
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15168
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15936
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14467
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15235
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15949
    Feb 17, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14962
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14475
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16086
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15371
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14864
    Feb 23, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14429
    Feb 23, 2026
  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13796
    Feb 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In