Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ...

  • ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ : ଏଥର ୩ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

ରାଜ୍ୟ
Home ›› ରାଜ୍ୟ ››ବଜେଟ: ଆସନ୍ତା ୫ ବର୍ଷରୁ ଆହୁରି ୨ କୋଟି ନୂଆ ଘର ନିର୍ମାଣ ହେବ

ବଜେଟ: ଆସନ୍ତା ୫ ବର୍ଷରୁ ଆହୁରି ୨ କୋଟି ନୂଆ ଘର ନିର୍ମାଣ ହେବ

2024-02-01 07:06:02
13482
Share:
Facebook
Twitter
E-Mail
WhatsApp
Telegram
ବଜେଟ: ଆସନ୍ତା ୫ ବର୍ଷରୁ ଆହୁରି ୨ କୋଟି ନୂଆ ଘର ନିର୍ମାଣ ହେବ


ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ବଜେଟ ଉପସ୍ଥାପନ କରିଛନ୍ତି । ଏହି ସମୟରେ ସେ  ପ୍ରଥମ ଓ ଦ୍ୱିତୀୟ ପାଳି ସରକାରର ଅର୍ଥନୀତି ଅବତାରଣା କରିବା ସହ ୫ ବର୍ଷରେ ଆଉ ୨ କୋଟି ପକ୍କା ଘର ଯୋଗାଇ ଦିଆଯିବ ବୋଲି କହିଛନ୍ତି ।  ନିର୍ମଳା ସୀତାରମଣ କହିଛନ୍ତି ଯେ, କୋଭିଡ୍ କାରଣରୁ ପ୍ରତିବନ୍ଧକ ସତ୍ତେ୍ୱ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନ୍ତର୍ଗତ ଘର ନିର୍ମାଣ କାମ ଜାରି ରହିଛି ଏବଂ ସରକାର ଏବେଯାଏଁ ୩ କୋଟି ଘର ନିର୍ମାଣ କରିବାର ଲକ୍ଷ୍ୟ ପାଖାପାଖି ପହଞ୍ଚିସାରିଛନ୍ତି । ଆସନ୍ତା ୫ ବର୍ଷରୁ ଆହୁରି ୨ କୋଟି ନୂଆ ଘର ନିର୍ମାଣ ହେବ । ଆସନ୍ତା ୫ ବର୍ଷରେ ଦେଶ ଅଭୂତପୂର୍ବ ବିକାଶ କରିବ ।

ସେ କହିଛନ୍ତି  ଯେ ସମାଜର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବ୍ୟବସ୍ଥା ହୋଇଛି । ସବକା ସାଥ, ସବକା ବିକାଶ ଓ ସବକା ପ୍ରୟାସ ଚାଲୁ ରହିଛି । ସବକା ସାଥ ମନ୍ତ୍ରରେ ଦେଶ ଆଗେଇ ଚାଲିଛି । ତେବେ ୨୦୪୭ ସୁଦ୍ଧା ବିକଶିତ ଭାରତ ଆମର ମୂଳ ଲକ୍ଷ୍ୟ । ଗରିବଙ୍କୁ ପକ୍କା ଘର ଯୋଗାଇ ଦିଆଯାଉଛି । ୫ ବର୍ଷରେ ଆଉ ୨ କୋଟି ପକ୍କା ଘର ଯୋଗାଇ ଦିଆଯିବ ବୋଲି କହିଛନ୍ତି । 

ଏହାଛଡ଼ା ସେ କହିଛନ୍ତି ଯେ ସବୁ ବର୍ଗର ଯୋଗ୍ୟ ବ୍ୟକ୍ତିଙ୍କୁ ସରକାର ସୁବିଧା ଯୋଗାଉଛନ୍ତି । ଗରିବ, ମହିଳା, ଯୁବ ଓ ଅନ୍ନଦାତାଙ୍କ ଉନ୍ନତିଙ୍କୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି । ଗରିବ କଲ୍ୟାଣ ହେଉଛି ଦେଶର କଲ୍ୟାଣ ବୋଲି  ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି । 

ସେହିପରି ସେ କହିଛନ୍ତି  ଯେ ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତି ଦିଆଯାଇଛି । ଡିବିଟି ଜରିଆରେ ୩୪ ଲକ୍ଷ କୋଟି ପ୍ରଦାନ କରାଯାଇଛି ।  ଜନଧନ ଆକାଉଣ୍ଟ ଜରିଆରେ ହିତାଧିକାରୀଙ୍କୁ ସିଧା ସହାୟତା ମିଳୁଛି ।

 ପିଏମ କୃଷକ ସମ୍ମାନ ନିଧି ଯୋଜନାରେ ୧୧.୮ କୋଟି ଚାଷୀଙ୍କୁ ଲାଭ ମିଳୁଛି । ଜାତୀୟ ଶିକ୍ଷା ନୀତି ଜରିଆରେ ଶିକ୍ଷାକୁ ଅଧିକ ଉପାଦେୟ କରାଯାଇଛି । ୭ଟି ଆଇଆଇଟି, ୧୬ଟି ଟ୍ରିପଲ ଆଇଟି ଓ ୭ଟି ଆଇଆଇଏମ ପ୍ରତିଷ୍ଠା ହୋଇଛି । ୧୩ଟି ଏମସ ଓ ୩୯୦ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି ।
ସେହିପରି ଜିଡିପିକୁ ସରକାର ଗୁରୁତ୍ୱ ଦେଉଥିବା ଅର୍ଥମନ୍ତ୍ରୀ କହିଛନ୍ତି । ଜି-ଗଭର୍ଣ୍ଣାନ୍ସ, ଡି-ଡେଭଲପମେ, ପି- ପରଫରମାନ୍ସ । ଭାରତକୁ ବିକାଶର ଉତ୍ତୁଙ୍ଗ ଶିଖରକୁ ନେବା ଆମର ମୂଳ ଲକ୍ଷ୍ୟ । ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା ସହ ବିକଶିତ ଭାରତ ଆମର ଲକ୍ଷ୍ୟ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।

ଗରିବଙ୍କୁ ପକ୍କା ଘର ଯୋଗାଇ ଦିଆଯାଉଛି । ୫ ବର୍ଷରେ ଆଉ ୨ କୋଟି ପକ୍କା ଘର ଯୋଗାଇ ଦିଆଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।  ୧ କୋଟି ଘରକୁ ୩ଶହ ୟୁନିଟ ମାଗଣା ବିଜୁଳି ଯୋଗାଣ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଏହାଛଡ଼ା ୯ରୁ ୧୪ ବର୍ଷର ବାଳିକାଙ୍କୁ ସର୍ଭାଇକାଲ କ୍ୟାନସର ଟିକା ଦିଆଯିବ ବୋଲି ସେ କହିଛନ୍ତି । ମଧ୍ୟବିତ୍ତଙ୍କ ପାଇଁ ନୂଆ ଘର ନିର୍ମାଣ ଯୋଜନା  ଆରମ୍ଭ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବା ନେଇ ମଧ୍ୟ ସେ କହିଛନ୍ତି ।
୩କୋଟି ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ଅର୍ଥମନ୍ତ୍ରୀ କହିଛନ୍ତି । ୮୩ ଲକ୍ଷ ଏସଏଚଜିରେ ଏବେ ୯କୋଟି ମହିଳା ସାମିଲ ଅଛନ୍ତି । ଏଯାବତ ୧ କୋଟି ମହିଳା ଲକ୍ଷପତି ଦିଦି ହୋଇସାରିଲେଣି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।
ସେହିପରି ଗବେଷଣା ପାଇଁ ‘ଜୟ ଅନୁସନ୍ଧାନ’ ଯୋଜନା ବ୍ୟବସ୍ଥା କରାଯାଇଛି । ‘ଜୟ ଅନୁସନ୍ଧାନ’ ଯୋଜନାରେ ୧ ଲକ୍ଷ କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ୪୦ ହଜାର ସାଧାରଣ ବଗି ବନେ୍ଦ ଭାରତ ବଗିକୁ ରୂପାନ୍ତର ହେବ । ଉଡ଼ାଣ ଯୋଜନାରେ ଆଉ ୫୭୦ ନୂଆ ଏୟାର ରୁଟ କରାଯିବ ବୋଲି ଘୋଷଣା କରିଛନ୍ତି । ୫୭୦ ନୂଆ ରୁଟରେ ୧.୦୩ କୋଟି ଯାତ୍ରୀ ସୁବିଧା ପାଇବେ । ଲାକ୍ଷାଦ୍ୱୀପକୁ ଅଧିକ ପର୍ଯ୍ୟଟକ ଆକର୍ଷଣ ବ୍ୟବସ୍ଥା କରାଯିବ । ଲାକ୍ଷାଦ୍ୱୀପରେ ଭିତ୍ତି ଭୂମିର ବ୍ୟାପକ ବିକାଶ କରାଯିବ । ସେହିପରି ରାଜ୍ୟମାନଙ୍କୁ ୭୫ ହଜାର କୋଟି ଟଙ୍କା ପ୍ରଦାନ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।
 ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ବର୍ତ୍ତମାନ ପ୍ରଚଳିତ ଟିକସ ବ୍ୟବସ୍ଥା ଅପରିବର୍ତ୍ତିତ ରହିବ । ଟ୍ୟାକ୍ସ ରିଟର୍ଣ୍ଣ ଫାଇଲ ସହଜ ଓ ସରଳ କରାଯିବ । ବିକଶିତ ଭାରତକୁ ନେଇ ଜୁଲାଇ ବଜେଟରେ ବ୍ୟାପକ ଘୋଷଣା କରାଯିବ । ବିତ୍ତୀୟ ନିଅଣ୍ଟକୁ ୪.୫ ପ୍ରତିଶତକୁ ହ୍ରାସ କରାଯିବା ଲକ୍ଷ୍ୟ ରହିଛି । ୨୦୨୪-୨୪ରେ ବିତ୍ତୀୟ ନିଅଣ୍ଟ ୫.୧ ପ୍ରତିଶତ ହେବା ଲକ୍ଷ୍ୟ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।

Powered by Froala Editor

Tags Budget

Related articles Odisha News Lens 4.1

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14562
    Sep 09, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14411
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ
    ବାଣିଜ୍ୟ

    ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13592
    Sep 08, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14581
    Sep 10, 2026
  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି
    ଦେଶ-ଦେଶାନ୍ତର

    ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି

    14065
    Sep 08, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15492
    Sep 09, 2026
  • ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ :  ଏଥର ୩ ହଜାର କିଲୋ ଘିଅରେ ମୋଦକ ପ୍ରସ୍ତୁତି
    ଦେଶ-ଦେଶାନ୍ତର

    ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ : ଏଥର ୩ ହଜାର କିଲୋ ଘିଅରେ ମୋଦକ ପ୍ରସ୍ତୁତି

    14420
    Sep 08, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13549
    Sep 09, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15525
    Sep 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15525
    Sep 09, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13549
    Sep 09, 2026
  • ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14581
    Sep 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17085
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17751
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17752
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18157
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15525
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14535
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13846
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14653
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14958
    Aug 30, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13592
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14485
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15028
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14986
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି

    14065
    Sep 08, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ଜାଣନ୍ତୁ କାହିଁକି?

    14562
    Sep 09, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ବିଚାରପତି

    14411
    Sep 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In