Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମନା କରି ଦେଲେ ହାଇକୋର୍ଟ, ହଟିବନି ...

  • ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ...

  • UPI ଓ ATM ରେ ଉଠାଇ ହେବ EPFO ଟଙ୍କା

  • ଟେଲିଗ୍ରାମ’ ଉପରେ ଅସ୍ଥାୟୀ ...

  • ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ...

  • ଟେଲିଗ୍ରାମ ଉପରେ ପ୍ରତିବନ୍ଧ ଜାରି ରହିବ

  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ...

  • ଯେପର୍ଯ୍ୟନ୍ତ ମୁଁ ରାଷ୍ଟ୍ରପତି ଅଛି, ...

  • ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ...

  • ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ

୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ

2024-02-01 07:07:46
15367
Share:
Facebook
Twitter
E-Mail
WhatsApp
Telegram
୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ବଜେଟ ଉପସ୍ଥାପନ କରିଛନ୍ତି । ଏହି ସମୟରେ ସେ  ପ୍ରଥମ ଓ ଦ୍ୱିତୀୟ ପାଳି ସରକାରର ଅର୍ଥନୀତି ଅବତାରଣା କରିବା ସହ ୧ କୋଟି ଘରକୁ ୩ଶହ ୟୁନିଟ ମାଗଣା ବିଜୁଳି ଯୋଗାଣ ହେବ ବୋଲି କହିଛନ୍ତି । ଏହାଛଡ଼ା ୯ରୁ ୧୪ ବର୍ଷର ବାଳିକାଙ୍କୁ ସର୍ଭାଇକାଲ କ୍ୟାନସର ଟିକା ଦିଆଯିବ ବୋଲି ସେ କହିଛନ୍ତି । ମଧ୍ୟବିତ୍ତଙ୍କ ପାଇଁ ନୂଆ ଘର ନିର୍ମାଣ ଯୋଜନା  ଆରମ୍ଭ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବା ନେଇ ମଧ୍ୟ ସେ କହିଛନ୍ତି । 

ସେହିପରି  ସେ କହିଛନ୍ତି ଯେ ସମାଜର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବ୍ୟବସ୍ଥା ହୋଇଛି । ସବକା ସାଥ, ସବକା ବିକାଶ ଓ ସବକା ପ୍ରୟାସ ଚାଲୁ ରହିଛି । ସବକା ସାଥ ମନ୍ତ୍ରରେ ଦେଶ ଆଗେଇ ଚାଲିଛି । ତେବେ ୨୦୪୭ ସୁଦ୍ଧା ବିକଶିତ ଭାରତ ଆମର ମୂଳ ଲକ୍ଷ୍ୟ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ।
ଏହାଛଡ଼ା ସେ କହିଛନ୍ତି ଯେ ସବୁ ବର୍ଗର ଯୋଗ୍ୟ ବ୍ୟକ୍ତିଙ୍କୁ ସରକାର ସୁବିଧା ଯୋଗାଉଛନ୍ତି । ଗରିବ, ମହିଳା, ଯୁବ ଓ ଅନ୍ନଦାତାଙ୍କ ଉନ୍ନତିଙ୍କୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି । ଗରିବ କଲ୍ୟାଣ ହେଉଛି ଦେଶର କଲ୍ୟାଣ ବୋଲି  ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ।

ସେହିପରି ସେ କହିଛନ୍ତି  ଯେ ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତି ଦିଆଯାଇଛି । ଡିବିଟି ଜରିଆରେ ୩୪ ଲକ୍ଷ କୋଟି ପ୍ରଦାନ କରାଯାଇଛି ।  ଜନଧନ ଆକାଉଣ୍ଟ ଜରିଆରେ ହିତାଧିକାରୀଙ୍କୁ ସିଧା ସହାୟତା ମିଳୁଛି ।

 ପିଏମ କୃଷକ ସମ୍ମାନ ନିଧି ଯୋଜନାରେ ୧୧.୮ କୋଟି ଚାଷୀଙ୍କୁ ଲାଭ ମିଳୁଛି । ଜାତୀୟ ଶିକ୍ଷା ନୀତି ଜରିଆରେ ଶିକ୍ଷାକୁ ଅଧିକ ଉପାଦେୟ କରାଯାଇଛି । ୭ଟି ଆଇଆଇଟି, ୧୬ଟି ଟ୍ରିପଲ ଆଇଟି ଓ ୭ଟି ଆଇଆଇଏମ ପ୍ରତିଷ୍ଠା ହୋଇଛି । ୧୩ଟି ଏମସ ଓ ୩୯୦ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି ।
ସେହିପରି ଜିଡିପିକୁ ସରକାର ଗୁରୁତ୍ୱ ଦେଉଥିବା ଅର୍ଥମନ୍ତ୍ରୀ କହିଛନ୍ତି । ଜି-ଗଭର୍ଣ୍ଣାନ୍ସ, ଡି-ଡେଭଲପମେ, ପି- ପରଫରମାନ୍ସ । ଭାରତକୁ ବିକାଶର ଉତ୍ତୁଙ୍ଗ ଶିଖରକୁ ନେବା ଆମର ମୂଳ ଲକ୍ଷ୍ୟ । ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା ସହ ବିକଶିତ ଭାରତ ଆମର ଲକ୍ଷ୍ୟ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଗରିବଙ୍କୁ ପକ୍କା ଘର ଯୋଗାଇ ଦିଆଯାଉଛି । ୫ ବର୍ଷରେ ଆଉ ୨ କୋଟି ପକ୍କା ଘର ଯୋଗାଇ ଦିଆଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ୩କୋଟି ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ଅର୍ଥମନ୍ତ୍ରୀ କହିଛନ୍ତି । ୮୩ ଲକ୍ଷ ଏସଏଚଜିରେ ଏବେ ୯କୋଟି ମହିଳା ସାମିଲ ଅଛନ୍ତି । ଏଯାବତ ୧ କୋଟି ମହିଳା ଲକ୍ଷପତି ଦିଦି ହୋଇସାରିଲେଣି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।ସେହିପରି ଗବେଷଣା ପାଇଁ ‘ଜୟ ଅନୁସନ୍ଧାନ’ ଯୋଜନା ବ୍ୟବସ୍ଥା କରାଯାଇଛି । ‘ଜୟ ଅନୁସନ୍ଧାନ’ ଯୋଜନାରେ ୧ ଲକ୍ଷ କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି ।

Powered by Froala Editor

Tags Budget

Related articles Odisha News Lens 4.1

  • ମନା କରି ଦେଲେ ହାଇକୋର୍ଟ, ହଟିବନି ଟେଲିଗ୍ରାମ ବ୍ୟାନ
    ଦେଶ-ଦେଶାନ୍ତର

    ମନା କରି ଦେଲେ ହାଇକୋର୍ଟ, ହଟିବନି ଟେଲିଗ୍ରାମ ବ୍ୟାନ

    15534
    Jun 19, 2026
  •  ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....
    ବିଶେଷ

    ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    13939
    Jun 19, 2026
  • ଟେଲିଗ୍ରାମ ଉପରେ ପ୍ରତିବନ୍ଧ ଜାରି ରହିବ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରେ ପ୍ରତିବନ୍ଧ ଜାରି ରହିବ

    15502
    Jun 19, 2026
  • ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ଜାଳି ଦେଲେ
    ଦେଶ-ଦେଶାନ୍ତର

    ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ଜାଳି ଦେଲେ

    15261
    Jun 18, 2026
  • ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା
    ମନୋରଞ୍ଜନ

    ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା

    14568
    Jun 18, 2026
  • ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ଠକେଇର ଶିକାର
    ଦେଶ-ଦେଶାନ୍ତର

    ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ଠକେଇର ଶିକାର

    15371
    Jun 19, 2026
  • ଟେଲିଗ୍ରାମ’ ଉପରେ ଅସ୍ଥାୟୀ ପ୍ରତିବନ୍ଧକକୁ ଚାଲେଞ୍ଜ କରି ପିଟିସନ ଦାୟର
    ଦେଶ-ଦେଶାନ୍ତର

    ଟେଲିଗ୍ରାମ’ ଉପରେ ଅସ୍ଥାୟୀ ପ୍ରତିବନ୍ଧକକୁ ଚାଲେଞ୍ଜ କରି ପିଟିସନ ଦାୟର

    13964
    Jun 19, 2026
  • ଯେପର୍ଯ୍ୟନ୍ତ ମୁଁ ରାଷ୍ଟ୍ରପତି ଅଛି, ସେପର୍ଯ୍ୟନ୍ତ ତାଙ୍କର ହ୍ୱାଇଟ୍ ହାଉସରେ ସର୍ବଦା ...
    ଦେଶ-ଦେଶାନ୍ତର

    ଯେପର୍ଯ୍ୟନ୍ତ ମୁଁ ରାଷ୍ଟ୍ରପତି ଅଛି, ସେପର୍ଯ୍ୟନ୍ତ ତାଙ୍କର ହ୍ୱାଇଟ୍ ହାଉସରେ ସର୍ବଦା ...

    14232
    Jun 18, 2026
  • ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ଭାଙ୍ଗିଲେ ଗାଁଲୋକ
    ଦେଶ-ଦେଶାନ୍ତର

    ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ଭାଙ୍ଗିଲେ ଗାଁଲୋକ

    13575
    Jun 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    UPI ଓ ATM ରେ ଉଠାଇ ହେବ EPFO ଟଙ୍କା

    13829
    Jun 19, 2026
  • ଦେଶ-ଦେଶାନ୍ତର

    ପୂର୍ବତନ ସାଂସଦ ନରେଶ ଗୁଜରାଲ ଡିଜିଟାଲ ଠକେଇର ଶିକାର

    15371
    Jun 19, 2026
  • ଦେଶ-ଦେଶାନ୍ତର

    ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ଭାଙ୍ଗିଲେ ଗାଁଲୋକ

    13575
    Jun 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16933
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17553
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17601
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17995
    Sep 06, 2023

ବିଶେଷ

  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    13939
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15627
    Jun 18, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14899
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14411
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15097
    Jun 13, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13762
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14863
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15476
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15226
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାନସିକି ଶାନ୍ତି ପାଇଁ ସ୍ମାର୍ଟ ଫୋନ୍ ଭାଙ୍ଗିଲେ ଗାଁଲୋକ

    13575
    Jun 19, 2026
  • ଫର୍ଚୁନର୍‌ କାର ଭିତରେ ୩ ଜଣଙ୍କୁ ଜିଅନ୍ତା ଜାଳି ଦେଲେ

    15261
    Jun 18, 2026
  • ଟେଲିଗ୍ରାମ’ ଉପରେ ଅସ୍ଥାୟୀ ପ୍ରତିବନ୍ଧକକୁ ଚାଲେଞ୍ଜ କରି ପିଟିସନ ଦାୟର

    13964
    Jun 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In