Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ

  • ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ ...

  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ...

  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ...

  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ...

  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ...

  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ...

  • ହୃଦୟ ଜିତୁଛି ଇଥା ଟିଜର

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

Home ›› ››ବଜେଟ: ଉଡ଼ାଣ ଯୋଜନାରେ ଆଉ ୫୭୦ ନୂଆ ଏୟାର ରୁଟ

ବଜେଟ: ଉଡ଼ାଣ ଯୋଜନାରେ ଆଉ ୫୭୦ ନୂଆ ଏୟାର ରୁଟ

2024-02-01 07:44:14
15091
Share:
Facebook
Twitter
E-Mail
WhatsApp
Telegram
ବଜେଟ: ଉଡ଼ାଣ ଯୋଜନାରେ ଆଉ ୫୭୦ ନୂଆ ଏୟାର ରୁଟ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଲୋକସଭାରେ ଅନ୍ତରୀଣ ବଜେଟ ଉପସ୍ଥାପନ କରିଛନ୍ତି । ଏହି ସମୟରେ ସେ  ପ୍ରଥମ ଓ ଦ୍ୱିତୀୟ ପାଳି ସରକାରର ଅର୍ଥନୀତି ଅବତାରଣା କରିବା ସହ ଉଡ଼ାଣ ଯୋଜନାରେ ଆଉ ୫୭୦ ନୂଆ ଏୟାର ରୁଟ କରାଯିବ ବୋଲି ଘୋଷଣା କରିଛନ୍ତି । ୫୭୦ ନୂଆ ରୁଟରେ ୧.୦୩ କୋଟି ଯାତ୍ରୀ ସୁବିଧା ପାଇବେ ।  ଲାକ୍ଷାଦ୍ୱୀପକୁ ଅଧିକ ପର୍ଯ୍ୟଟକ ଆକର୍ଷଣ ବ୍ୟବସ୍ଥା କରାଯିବ । ଲାକ୍ଷାଦ୍ୱୀପରେ ଭିତ୍ତି ଭୂମିର ବ୍ୟାପକ ବିକାଶ କରାଯିବ ।  ସେହିପରି ରାଜ୍ୟମାନଙ୍କୁ ୭୫ ହଜାର କୋଟି ଟଙ୍କା ପ୍ରଦାନ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । 

ଏହାଛଡ଼ା ସେ କହିଛନ୍ତି ଯେ ସମାଜର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବ୍ୟବସ୍ଥା ହୋଇଛି । ସବକା ସାଥ, ସବକା ବିକାଶ ଓ ସବକା ପ୍ରୟାସ ଚାଲୁ ରହିଛି । ସବକା ସାଥ ମନ୍ତ୍ରରେ ଦେଶ ଆଗେଇ ଚାଲିଛି । ତେବେ ୨୦୪୭ ସୁଦ୍ଧା ବିକଶିତ ଭାରତ ଆମର ମୂଳ ଲକ୍ଷ୍ୟ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ।
ଏହାଛଡ଼ା ସେ କହିଛନ୍ତି ଯେ ସବୁ ବର୍ଗର ଯୋଗ୍ୟ ବ୍ୟକ୍ତିଙ୍କୁ ସରକାର ସୁବିଧା ଯୋଗାଉଛନ୍ତି । ଗରିବ, ମହିଳା, ଯୁବ ଓ ଅନ୍ନଦାତାଙ୍କ ଉନ୍ନତିଙ୍କୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି । ଗରିବ କଲ୍ୟାଣ ହେଉଛି ଦେଶର କଲ୍ୟାଣ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ।
ସେହିପରି ସେ କହିଛନ୍ତି  ଯେ ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତି ଦିଆଯାଇଛି । ଡିବିଟି ଜରିଆରେ ୩୪ ଲକ୍ଷ କୋଟି ପ୍ରଦାନ କରାଯାଇଛି ।  ଜନଧନ ଆକାଉଣ୍ଟ ଜରିଆରେ ହିତାଧିକାରୀଙ୍କୁ ସିଧା ସହାୟତା ମିଳୁଛି ।

 ପିଏମ କୃଷକ ସମ୍ମାନ ନିଧି ଯୋଜନାରେ ୧୧.୮ କୋଟି ଚାଷୀଙ୍କୁ ଲାଭ ମିଳୁଛି । ଜାତୀୟ ଶିକ୍ଷା ନୀତି ଜରିଆରେ ଶିକ୍ଷାକୁ ଅଧିକ ଉପାଦେୟ କରାଯାଇଛି । ୭ଟି ଆଇଆଇଟି, ୧୬ଟି ଟ୍ରିପଲ ଆଇଟି ଓ ୭ଟି ଆଇଆଇଏମ ପ୍ରତିଷ୍ଠା ହୋଇଛି । ୧୩ଟି ଏମସ ଓ ୩୯୦ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି ।
ସେହିପରି ଜିଡିପିକୁ ସରକାର ଗୁରୁତ୍ୱ ଦେଉଥିବା ଅର୍ଥମନ୍ତ୍ରୀ କହିଛନ୍ତି । ଜି-ଗଭର୍ଣ୍ଣାନ୍ସ, ଡି-ଡେଭଲପମେ, ପି- ପରଫରମାନ୍ସ । ଭାରତକୁ ବିକାଶର ଉତ୍ତୁଙ୍ଗ ଶିଖରକୁ ନେବା ଆମର ମୂଳ ଲକ୍ଷ୍ୟ । ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା ସହ ବିକଶିତ ଭାରତ ଆମର ଲକ୍ଷ୍ୟ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଗରିବଙ୍କୁ ପକ୍କା ଘର ଯୋଗାଇ ଦିଆଯାଉଛି । ୫ ବର୍ଷରେ ଆଉ ୨ କୋଟି ପକ୍କା ଘର ଯୋଗାଇ ଦିଆଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।  ୧ କୋଟି ଘରକୁ ୩ଶହ ୟୁନିଟ ମାଗଣା ବିଜୁଳି ଯୋଗାଣ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଏହାଛଡ଼ା ୯ରୁ ୧୪ ବର୍ଷର ବାଳିକାଙ୍କୁ ସର୍ଭାଇକାଲ କ୍ୟାନସର ଟିକା ଦିଆଯିବ ବୋଲି ସେ କହିଛନ୍ତି । ମଧ୍ୟବିତ୍ତଙ୍କ ପାଇଁ ନୂଆ ଘର ନିର୍ମାଣ ଯୋଜନା  ଆରମ୍ଭ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବା ନେଇ ମଧ୍ୟ ସେ କହିଛନ୍ତି ।

୩କୋଟି ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ଅର୍ଥମନ୍ତ୍ରୀ କହିଛନ୍ତି । ୮୩ ଲକ୍ଷ ଏସଏଚଜିରେ ଏବେ ୯କୋଟି ମହିଳା ସାମିଲ ଅଛନ୍ତି । ଏଯାବତ ୧ କୋଟି ମହିଳା ଲକ୍ଷପତି ଦିଦି ହୋଇସାରିଲେଣି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।

ସେହିପରି ଗବେଷଣା ପାଇଁ ‘ଜୟ ଅନୁସନ୍ଧାନ’ ଯୋଜନା ବ୍ୟବସ୍ଥା କରାଯାଇଛି । ‘ଜୟ ଅନୁସନ୍ଧାନ’ ଯୋଜନାରେ ୧ ଲକ୍ଷ କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ୪୦ ହଜାର ସାଧାରଣ ବଗି ବନେ୍ଦ ଭାରତ ବଗିକୁ ରୂପାନ୍ତର ହେବ । 

ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ବର୍ତ୍ତମାନ ପ୍ରଚଳିତ ଟିକସ ବ୍ୟବସ୍ଥା ଅପରିବର୍ତ୍ତିତ ରହିବ । ଟ୍ୟାକ୍ସ ରିଟର୍ଣ୍ଣ ଫାଇଲ ସହଜ ଓ ସରଳ କରାଯିବ । ବିକଶିତ ଭାରତକୁ ନେଇ ଜୁଲାଇ ବଜେଟରେ ବ୍ୟାପକ ଘୋଷଣା କରାଯିବ । ବିତ୍ତୀୟ ନିଅଣ୍ଟକୁ ୪.୫ ପ୍ରତିଶତକୁ ହ୍ରାସ କରାଯିବା ଲକ୍ଷ୍ୟ ରହିଛି । ୨୦୨୪-୨୪ରେ ବିତ୍ତୀୟ ନିଅଣ୍ଟ ୫.୧ ପ୍ରତିଶତ ହେବା ଲକ୍ଷ୍ୟ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । 

Powered by Froala Editor

Tags Budget

Related articles Odisha News Lens 4.1

  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    13923
    Jun 28, 2026
  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ
    ଦେଶ-ଦେଶାନ୍ତର

    କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ

    15113
    Jun 28, 2026
  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ
    ମନୋରଞ୍ଜନ

    ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ

    14126
    Jun 28, 2026
  • ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ କହିଲେ ମୋଦୀ ଜାଣନ୍ତୁ
    ଦେଶ-ଦେଶାନ୍ତର

    ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ କହିଲେ ମୋଦୀ ଜାଣନ୍ତୁ

    15127
    Jun 28, 2026
  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ

    14319
    Jun 28, 2026
  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ୬ ମୃତ

    14225
    Jun 28, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି
    ବିଶେଷ

    ଘରକୁ ଥଣ୍ଡା ରଖନ୍ତୁ ଏମିତି

    13960
    Jun 28, 2026
  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା

    15039
    Jun 28, 2026
  • ହୃଦୟ ଜିତୁଛି ଇଥା ଟିଜର
    ମନୋରଞ୍ଜନ

    ହୃଦୟ ଜିତୁଛି ଇଥା ଟିଜର

    13891
    Jun 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଘରକୁ ଥଣ୍ଡା ରଖନ୍ତୁ ଏମିତି

    13960
    Jun 28, 2026
  • ମନୋରଞ୍ଜନ

    ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ

    14126
    Jun 28, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା

    15039
    Jun 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16957
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17568
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17618
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18015
    Sep 06, 2023

ବିଶେଷ

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    13960
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15777
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15649
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15297
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15125
    Jun 21, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13791
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14888
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15503
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15257
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ

    15113
    Jun 28, 2026
  • ହୃଦୟ ଜିତୁଛି ଇଥା ଟିଜର

    13891
    Jun 28, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    13960
    Jun 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In