Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବଜେଟ: ରେଲୱେକୁ ମିଳିଛି ବଡ଼ ଉପହାର, ନିର୍ମାଣ କରାଯିବ ୩ ନୂଆ ରେଲୱେ ଇକୋନୋମିକ କରିଡର

ବଜେଟ: ରେଲୱେକୁ ମିଳିଛି ବଡ଼ ଉପହାର, ନିର୍ମାଣ କରାଯିବ ୩ ନୂଆ ରେଲୱେ ଇକୋନୋମିକ କରିଡର

2024-02-01 09:48:11
16175
Share:
Facebook
Twitter
E-Mail
WhatsApp
Telegram
ବଜେଟ: ରେଲୱେକୁ ମିଳିଛି ବଡ଼ ଉପହାର, ନିର୍ମାଣ କରାଯିବ ୩ ନୂଆ ରେଲୱେ ଇକୋନୋମିକ କରିଡର

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ଅନ୍ତରୀଣ ବଜେଟ ବା କାମଚଳା ବଜେଟ ଉପସ୍ଥାପନ କରିଛନ୍ତି । ଏହା ମୋଦି ସରକାରଙ୍କ ଦ୍ବିତୀୟ ପାଳିର ଶେଷ ବଜେଟ । ଯେଉଁଥିରେ ରେଲୱେକୁ ମିଳିଛି ବଡ଼ ଉପହାର । ଲୋକସଭାରେ ଅର୍ଥମନ୍ତ୍ରୀ ବଜେଟ ଉପସ୍ଥାପନ କରି କହିଛନ୍ତି ଯେ ଆଗାମୀ ଆର୍ଥିକ ବର୍ଷରେ ପିଏମ ଗତିଶକ୍ତି ଯୋଜନା ଅଧୀନରେ ୩ଟି ନୂଆ ରେଲୱେ ଇକୋନୋମିକ କରିଡର ନିର୍ମାଣ କରାଯିବ । ଏହାସହିତ ୪୦ ହଜାର ସାଧାରଣ ବଗିକୁ ବନ୍ଦେ ଭାରତ ବଗିରେ ପରିଣତ କରାଯିବ । ଫୋକସରେ ରହିବ ପାସେଞ୍ଜର ଟ୍ରେନ ଅପରେସନରେ ସୁଧାର ଓ ସୁରକ୍ଷିତ ଯାତ୍ରା ।

ଏହାଛଡ଼ା ସେ କହିଛନ୍ତି ଯେ ସମାଜର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବ୍ୟବସ୍ଥା ହୋଇଛି । ସବକା ସାଥ, ସବକା ବିକାଶ ଓ ସବକା ପ୍ରୟାସ ଚାଲୁ ରହିଛି । ସବକା ସାଥ ମନ୍ତ୍ରରେ ଦେଶ ଆଗେଇ ଚାଲିଛି । ତେବେ ୨୦୪୭ ସୁଦ୍ଧା ବିକଶିତ ଭାରତ ଆମର ମୂଳ ଲକ୍ଷ୍ୟ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି । 

ସେ କହିଛନ୍ତି ଯେ ସବୁ ବର୍ଗର ଯୋଗ୍ୟ ବ୍ୟକ୍ତିଙ୍କୁ ସରକାର ସୁବିଧା ଯୋଗାଉଛନ୍ତି । ଗରିବ, ମହିଳା, ଯୁବ ଓ ଅନ୍ନଦାତାଙ୍କ ଉନ୍ନତିଙ୍କୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି । ଗରିବ କଲ୍ୟାଣ ହେଉଛି ଦେଶର କଲ୍ୟାଣ ବୋଲି  ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ।
ସେହିପରି ସେ କହିଛନ୍ତି  ଯେ ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତି ଦିଆଯାଇଛି । ଡିବିଟି ଜରିଆରେ ୩୪ ଲକ୍ଷ କୋଟି ପ୍ରଦାନ କରାଯାଇଛି ।  ଜନଧନ ଆକାଉଣ୍ଟ ଜରିଆରେ ହିତାଧିକାରୀଙ୍କୁ ସିଧା ସହାୟତା ମିଳୁଛି ।

 ପିଏମ କୃଷକ ସମ୍ମାନ ନିଧି ଯୋଜନାରେ ୧୧.୮ କୋଟି ଚାଷୀଙ୍କୁ ଲାଭ ମିଳୁଛି । ଜାତୀୟ ଶିକ୍ଷା ନୀତି ଜରିଆରେ ଶିକ୍ଷାକୁ ଅଧିକ ଉପାଦେୟ କରାଯାଇଛି । ୭ଟି ଆଇଆଇଟି, ୧୬ଟି ଟ୍ରିପଲ ଆଇଟି ଓ ୭ଟି ଆଇଆଇଏମ ପ୍ରତିଷ୍ଠା ହୋଇଛି । ୧୩ଟି ଏମସ ଓ ୩୯୦ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । 

ସେହିପରି ଜିଡିପିକୁ ସରକାର ଗୁରୁତ୍ୱ ଦେଉଥିବା ଅର୍ଥମନ୍ତ୍ରୀ କହିଛନ୍ତି । ଜି-ଗଭର୍ଣ୍ଣାନ୍ସ, ଡି-ଡେଭଲପମେ, ପି- ପରଫରମାନ୍ସ । ଭାରତକୁ ବିକାଶର ଉତ୍ତୁଙ୍ଗ ଶିଖରକୁ ନେବା ଆମର ମୂଳ ଲକ୍ଷ୍ୟ । ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା ସହ ବିକଶିତ ଭାରତ ଆମର ଲକ୍ଷ୍ୟ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଗରିବଙ୍କୁ ପକ୍କା ଘର ଯୋଗାଇ ଦିଆଯାଉଛି । 

୫ ବର୍ଷରେ ଆଉ ୨ କୋଟି ପକ୍କା ଘର ଯୋଗାଇ ଦିଆଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।  ୧ କୋଟି ଘରକୁ ୩ଶହ ୟୁନିଟ ମାଗଣା ବିଜୁଳି ଯୋଗାଣ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଏହାଛଡ଼ା ୯ରୁ ୧୪ ବର୍ଷର ବାଳିକାଙ୍କୁ ସର୍ଭାଇକାଲ କ୍ୟାନସର ଟିକା ଦିଆଯିବ ବୋଲି ସେ କହିଛନ୍ତି । ମଧ୍ୟବିତ୍ତଙ୍କ ପାଇଁ ନୂଆ ଘର ନିର୍ମାଣ ଯୋଜନା  ଆରମ୍ଭ ହେବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବା ନେଇ ମଧ୍ୟ ସେ କହିଛନ୍ତି । 

୩କୋଟି ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ଅର୍ଥମନ୍ତ୍ରୀ କହିଛନ୍ତି । ୮୩ ଲକ୍ଷ ଏସଏଚଜିରେ ଏବେ ୯କୋଟି ମହିଳା ସାମିଲ ଅଛନ୍ତି । ଏଯାବତ ୧ କୋଟି ମହିଳା ଲକ୍ଷପତି ଦିଦି ହୋଇସାରିଲେଣି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।

ସେହିପରି ଗବେଷଣା ପାଇଁ ‘ଜୟ ଅନୁସନ୍ଧାନ’ ଯୋଜନା ବ୍ୟବସ୍ଥା କରାଯାଇଛି । ‘ଜୟ ଅନୁସନ୍ଧାନ’ ଯୋଜନାରେ ୧ ଲକ୍ଷ କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । 

୪୦ ହଜାର ସାଧାରଣ ବଗି ବନେ୍ଦ ଭାରତ ବଗିକୁ ରୂପାନ୍ତର ହେବ । ଉଡ଼ାଣ ଯୋଜନାରେ ଆଉ ୫୭୦ ନୂଆ ଏୟାର ରୁଟ କରାଯିବ ବୋଲି ଘୋଷଣା କରିଛନ୍ତି । ୫୭୦ ନୂଆ ରୁଟରେ ୧.୦୩ କୋଟି ଯାତ୍ରୀ ସୁବିଧା ପାଇବେ ।  ଲାକ୍ଷାଦ୍ୱୀପକୁ ଅଧିକ ପର୍ଯ୍ୟଟକ ଆକର୍ଷଣ ବ୍ୟବସ୍ଥା କରାଯିବ । ଲାକ୍ଷାଦ୍ୱୀପରେ ଭିତ୍ତି ଭୂମିର ବ୍ୟାପକ ବିକାଶ କରାଯିବ ।  ସେହିପରି ରାଜ୍ୟମାନଙ୍କୁ ୭୫ ହଜାର କୋଟି ଟଙ୍କା ପ୍ରଦାନ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । 

 ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ବର୍ତ୍ତମାନ ପ୍ରଚଳିତ ଟିକସ ବ୍ୟବସ୍ଥା ଅପରିବର୍ତ୍ତିତ ରହିବ । ଟ୍ୟାକ୍ସ ରିଟର୍ଣ୍ଣ ଫାଇଲ ସହଜ ଓ ସରଳ କରାଯିବ । ବିକଶିତ ଭାରତକୁ ନେଇ ଜୁଲାଇ ବଜେଟରେ ବ୍ୟାପକ ଘୋଷଣା କରାଯିବ । ବିତ୍ତୀୟ ନିଅଣ୍ଟକୁ ୪.୫ ପ୍ରତିଶତକୁ ହ୍ରାସ କରାଯିବା ଲକ୍ଷ୍ୟ ରହିଛି । ୨୦୨୪-୨୪ରେ ବିତ୍ତୀୟ ନିଅଣ୍ଟ ୫.୧ ପ୍ରତିଶତ ହେବା ଲକ୍ଷ୍ୟ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି । କର୍ପୋରେଟ ଟିକସ ହାର ୩୦%ରୁ ୨୫%କୁ ହ୍ରାସ କରାଯାଇଥିବା ସମ୍ପର୍କରେ ମଧ୍ୟ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । 

Powered by Froala Editor

Tags Budget

Related articles Odisha News Lens 4.1

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13585
    Sep 12, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    14784
    Sep 12, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13894
    Sep 12, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14586
    Sep 10, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13930
    Sep 11, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15865
    Sep 10, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    14106
    Sep 11, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15561
    Sep 11, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13856
    Sep 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13930
    Sep 11, 2026
  • ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14586
    Sep 10, 2026
  • ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି?

    14106
    Sep 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17090
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17762
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17756
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18162
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13930
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16017
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14595
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13904
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14711
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14034
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14693
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15033
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14993
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14586
    Sep 10, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର କୋରାପୁଟ କଫି

    14784
    Sep 12, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15561
    Sep 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In